କଟକ

ଆଜି ଶ୍ରାବଣର ପ୍ରଥମ ସୋମବାର: ଘାଟ, ପୀଠ କେଉଁଠି ନାହାନ୍ତି କାଉଡ଼ିଆ

କଟକ ଅଫିସ,୬ା୭: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏହିଦିନ ସହ ଏହାର ପୂର୍ବଦିନ କାଉଡିଆଙ୍କ ଭିଡ଼ ଓ ବୋଲବମ୍‌ ଧ୍ୱନିରେ କମ୍ପୁଥାନ୍ତା ଗଡ଼ଗଡ଼ିଆ ଘାଟ। କିନ୍ତୁ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ବୋଲ୍‌ବମ୍‌ ଯାତ୍ରାକୁ ରାଜ୍ୟ ସରକାର ବନ୍ଦ...

ଆଜିଠୁ ତିନିଦିନିଆ ଶଟ୍‌ଡାଉନ୍‌

କଟକ ଅଫିସ,୬ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ସପ୍ତାହାନ୍ତ ଶଟ୍‌ଡାଉନ୍‌ ପରେ ସୋମବାରଠାରୁ ବୁଧବାର ରାତି ପର୍ଯ୍ୟନ୍ତ ପୁଣି ଥରେ ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହାର ସଠିକ୍‌ ପାଳନ...

୪ ହସ୍ପିଟାଲ ପାଇଁ ଗାଇଡ୍‌ଲାଇନ୍‌

କଟକ ଅଫିସ୍‌,୬ା୭: କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର...

କଟକରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

କଟକ ଅଫିସ,୫।୭-କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର...

କର୍ମଚାରୀଙ୍କୁ କରୋନା: ହାଇକୋର୍ଟ ହେଲା ବିଶୋଧନ

କଟକ ଅଫିସ,୫।୭: ଓଡ଼ିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ହାଇକୋର୍ଟ କର୍ମଚାରୀଙ୍କ ମଧ୍ୟରେ ଭୟ ଦେଖା ଦେଇଛି। ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ହାଇକୋର୍ଟ ପରିସରକୁ...

ଚୌଦ୍ୱାର ମଣ୍ଡଳକାରାଗାରରେ କରୋନା ସ୍ଥିତି ପରଖିଲେ ଜିଲା ଦୌରାଜଜ୍‌

ଚୌଦ୍ୱାର,୫ା୭(ଡି.ଏନ୍‌.ଏ.): ରବିବାର କଟକ ଜିଲା ଚୌଦ୍ୱାର ମଣ୍ଡଳକାରାଗାର ପରିଦର୍ଶନ କରିଛନ୍ତି ଏକ ଉଚ୍ଚସ୍ତରୀୟ ଟିମ୍‌। କଟକ ଜିଲା ଦୌରାଜଜ୍‌ଙ୍କ ମୁଖ୍ୟ ବିଚାରପତି ରାଜକୁମାର ସାହୁଙ୍କ ସମେତ ହାଇକୋର୍ଟ ରେଜିଷ୍ଟ୍ରାର ଓ ଆଇନ ସେବା ପ୍ରାଧିକରଣର ସଦସ୍ୟମାନେ ଏହି ଟିମ୍‌ରେ ସାମିଲ...

ବିବାହ ଭୋଜିରେ ଯୋଗ ଦେଇ ୧୧ ହେଲେ କରୋନା ଆକ୍ରାନ୍ତ: ଭୁବନେଶ୍ବରରୁ ଅଛନ୍ତି ଜଣେ

କଟକ ଅଫିସ,୫।୭: କଟକ ସହର ମାଣିକଘୋଷରୁ ଶନିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଏବଂ ୪ଜଣ ମହିଳା ଅଛନ୍ତି। ଏମାନେ ସମସ୍ତେ ସମ୍ପର୍କୀୟ। ଗତ କିଛି ଦିନ ପୂର୍ବରୁ ମାଣିକଘୋଷରେ...

ବେକାବୁ ହେଲାଣି କଟକ ସହର: ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୫ା୭: କଟକ ସହରରେ କରୋନା ସ୍ଥିତି ଏବେ ବେକାବୁ ହେଲାଣି। ପ୍ରତିଦିନ ଏଠାରୁ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଯାହାକି ସହରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ରବିବାର ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ...

କଟକରେ ଶଟ୍‌ଡାଉନ୍‌ରେ ଗଡ଼ିବ ମୋ ବସ୍‌

କଟକ ଅଫିସ,୫।୭- କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଯୋଗୁଁ ସହରରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ବୁଧବାର ମଧ୍ୟରାତ୍ରିି ଯାଏ ଶଟ୍‌ଡାଉନ୍‌ ଚାଲିବ। ଏହି ସମୟରେ ଯାନବାହାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। କିନ୍ତୁ ଶଟ୍‌ଡାଉନ୍‌...

ସରକାରଙ୍କ କରୋନା ଚିନ୍ତା: ଗଞ୍ଜାମ ଜିଲାକୁ ଗଲେ ୪ ଡିଏସ୍‌ପି

କଟକ ଅଫିସ,୫।୭- ଗଞ୍ଜାମ ଜିଲାରେ ବଢୁଥିବା କରୋନା ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରଙ୍କ କଟକଣାକୁ ଲୋକମାନେ ମାନିବାରେ ଅବହେଳା କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ଜିଲାକୁ ସ୍ବତନ୍ତ୍ର ଭାବେ ୪ ଜଣ...

ବିଶୋଧନ ହେଲା ଏସ୍‌ସିବି ପରିସର

କଟକ ଅଫିସ,୫।୭- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ମେଡିକାଲ ପରିସରକୁ ବିଶୋଧନ କରାଯାଇଛି। ଅଗ୍ନିଶମ ବିଭାଗ...

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରେ ଉତ୍ତେଜନା: ପଦାଧିକାରୀଙ୍କୁ ଛୁଇଁ ସଂକ୍ରମିତ କରିବାକୁ ଗୋଡ଼ାଇଲେ ଆକ୍ରାନ୍ତ

କଟକ ଅଫିସ୍‌,୫।୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri