କଟକ

ପ୍ରବାସୀ ଶ୍ରମିକଙ୍କୁ ନିଯୁକ୍ତି ଦେବାକୁ ବ୍ୟାବସାୟିକ ପ୍ରତିଷ୍ଠାନ, ଶିଳ୍ପସଂସ୍ଥାକୁ ଜିଲା ପ୍ରଶାସନର ନିବେଦନ

କଟକ ଅଫିସ,୧ା୬: କଟକ ଜିଲାକୁ ଫେରିବା ପାଇଁ ପ୍ରାୟ ୬୦ ହଜାର ପ୍ରବାସୀ ନିଜ ନାମ ସରକାରଙ୍କ ପାଖରେ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୧୬ ହଜାର ଫେରିଲେଣି। ଅନେକଙ୍କ ସଙ୍ଗରୋଧ ଶେଷ ହୋଇଛି। କିନ୍ତୁ ସେମାନେ ନିଜ...

ସ୍ବାବ୍‌ ପରୀକ୍ଷା ଦାବିରେ ପ୍ରବାସୀଙ୍କ ରାସ୍ତାରୋକୋ

ତିଗିରିଆ,୩୧।୫(ଡି.ଏନ୍‌.ଏ.)- କଟକ ଜିଲା ତିଗିରିଆ ବ୍ଲକ ଅନ୍ତର୍ଗତ ଜେମାଦେଈପୁର ପଞ୍ଚାୟତସ୍ଥିତ କ୍ଷେତ୍ରମୋହନ ଚୌଧୁରୀ ନୋଡାଲ ଉ.ପ୍ରା.ବିଦ୍ୟାଳୟରେ ଥିବା ପ୍ରବାସୀମାନଙ୍କ ସ୍ବାବ୍‌ ପରୀକ୍ଷା ବିଳମ୍ବ ହେଉଛି। ଏନେଇ ପ୍ରବାସୀମାନେ ରବିବାର କଟକ-ନରସିଂହପୁର ୬୫ନଂ ରାଜପଥରେ ରାସ୍ତାରୋକୋ କରିଥିଲେ। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ୬୦ରୁ...

ଲକ୍‌ଡାଉନ୍‌ର ରାତି ସ୍ବପ୍ନ ନୁହେଁ, ଭୋକ ଦେଇଛି

କଟକ ଅଫିସ,୩୧।୫: ଭଦ୍ରକର ବାସିନ୍ଦା ହେଲେ ଗୌରହରି। ପିଲାଟି ବେଳୁ ପୋଲିଓ ଆକ୍ରାନ୍ତ ହୋଇ ତାଙ୍କର ଡାହାଣ ଗୋଡ଼ କାମ କରୁନି। ଭିନ୍ନକ୍ଷମ ହୋଇଥିଲେ ସୁଦ୍ଧା କେବେ ପରିବାର ଉପରେ ବୋଝ ହୋଇ ନ ଥିଲେ। ଏକ ହୋଟେଲରେ କାମ...

ଲକ୍‌ଡାଉନ ବେଳର କଳାକୃତି: ପଥରରେ ଦଶଭୁଜା

କଟକ ଅଫିସ,୩୧।୫: ଲକ୍‌ଡାଉନ୍‌ ବେଳେ ନିହାଣ ମୁନରେ ନିଜ ଚମତ୍କାର କଳା ପ୍ରତିଭା ଦେଖାଇଛନ୍ତି କଟକ ମହାନଦୀ ବିହାର ଅଞ୍ଚଳର ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)। ପଥରରେ ଦୁର୍ଗାଙ୍କ ଦଶଭୁଜା ମୂର୍ତ୍ତି ତିଆରି କରି ସେ ଲକ୍‌ଡାଉନ୍‌ ଅବସରକୁ...

ଦିନକ ପରେ ମଧୁସୂଦନ ଆଇନ ମହାବିଦ୍ୟାଳୟ ହେବ ବିଶ୍ୱବିଦ୍ୟାଳୟ: କୁଳପତି ଖୋଜା ଆରମ୍ଭ

କଟକ ଅଫିସ,୩୦ା୫-ମଧୁସୂଦନ ଆଇନ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ଦିଗରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି ଉଚ୍ଚଶିକ୍ଷା ବିଭାଗ। ଏହାର ପ୍ରଥମ କୁଳପତି ନିଯୁକ୍ତି ପାଇଁ ଶନିବାର ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କୁ...

ସଙ୍ଗରୋଧ କେନ୍ଦ୍ରରେ ବନ୍ଦେ ଉତ୍କଳ ଜନନୀ ଗାଇଲେ ପ୍ରବାସୀ

ଚୌଦ୍ୱାର,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରରେ ରହୁଥିବା ପ୍ରବାସୀମାନେ ଜଗନ୍ନାଥ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହମବତୀ ଜାଳିବା ସହିତ ‘ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି। ଏହି କେନ୍ଦ୍ରରେ ରହୁଥିବା ଜିଲା ତଥା ରାଜ୍ୟ ବାହାରର...

ରାଶନ ବିତରଣ କେନ୍ଦ୍ରରେ ଦର ତାଲିକା ନ ଲାଗିବା ନେଇ ଅସନ୍ତୋଷ

ଚୌଦ୍ୱାର,୩୦ା୫(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକାର ୧୯ଟି ଓ୍ବାର୍ଡରେ ୧୭ଟି ବିତରଣ କେନ୍ଦ୍ର ଥିବାବେଳେ କୌଣସି କେନ୍ଦ୍ରରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସରକାରଙ୍କ ଦ୍ୱାରା ଦିଆଯାଇଥିବା ବିଭିନ୍ନ ଖାଉଟି ସାମଗ୍ରୀର ଦର ତାଲିକା ଲେଖାଯାଉନାହିଁ। ଯାହାକୁ ନେଇ ସାଧାରଣରେ ଦ୍ୱନ୍ଦ୍ୱ ଉପୁଜିବା ସହିତ...

ଡ୍ରେନ ସଫା ବେଳେ ଭୁଶୁଡ଼ିଲା ଘର ବାରଣ୍ଡା

କଟକ ଅଫିସ,୩୦।୫: କଟକ ସହରରେ ଡ୍ରେନ ସମସ୍ୟା ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଶନିବାର ସକାଳେ ଡ୍ରେନ ସଫା ବେଳେ ଏକ ଘରର ବାରଣ୍ଡା ଭୁଶୁଡି ପଡିଛି। ମିଳିଥିବା ସୂଚନା ଅନୁଯାୟୀ, ବଜ୍ରକବାଟି ଠାରୁ ଛତ୍ରବଜାର ପର୍ଯ୍ୟନ୍ତ ମୁଖ୍ୟ...

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସହାୟତା ପାଇଁ ସ୍ମାରକପତ୍ର ପ୍ରଦାନ କଲା ପାଚିକା ସଂଘ

ନିଶ୍ଚିନ୍ତକୋଇଲି,୩୦ା୫: ସମ୍ପ୍ରତି ବିଶ୍ୱରେ କରୋନା ମହାମାରୀ ଭୟାନକ ରୂପ ଧାରଣ କରିଛି। ସରକାର ଏନେଇ ଲକ୍‌ଡଉନ ଜାରି କରିଛନ୍ତି। ଫଳରେ ବହୁ ଲୋକ ଜୀବନ ଜୀବିକା ପାଇଁ ସଂଗ୍ରାମ କରୁଛନ୍ତି। ତେବେ ବିଭିନ୍ନ ବିଦ୍ୟାଳୟରେ ପାଚିକା ଭାବେ କାର୍ଯ୍ୟ କରୁଥିବା...

ଦେବସ୍ନାନ ଅବ୍ୟବହିତ ପୂର୍ବରୁ ଲାଗୁହେବ ୧୪୪ ଧାରା: ସମୀକ୍ଷା କଲେ କଟକ ଉପଜିଲାପାଳ

ନିଶ୍ଚିନ୍ତକୋଇଲି,୩୦ା୫(ସ୍ବ.ପ୍ର.): ମହାପୁରୁଷ ଶ୍ରୀ ଶ୍ରୀ ଅଚ୍ୟୁତାନନ୍ଦଙ୍କ ଦେବସ୍ନାନ ଯାତ୍ରା ଆସନ୍ତା ୫ ତାରିଖ ରେ ଅନୁଷ୍ଠିତ ହେବ। ଏହି ଅବସରରେ ପୀଠରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ଶ୍ରଦ୍ଧାଳୁ ଭକ୍ତଙ୍କ ପାଇଁ ପ୍ରବେଶ ନିଷିଦ୍ଧ...

କ୍ୱାରାଣ୍ଟାଇନ କେନ୍ଦ୍ରରେ ଯୋଗ ଶିଖାଉଛନ୍ତି ଶୁଭେନ୍ଦୁ

ଚୌଦ୍ୱାର,୨୯ା୫(ଡି.ଏନ୍‌.ଏ)-ପୌରପାଳିକା ତରଫରୁ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ପୌରପାଳିକା ୧୭ ନଂ. ୱାର୍ଡ ନୂଆସାହିର ଶୁଭେନ୍ଦୁ ସିଂ ପ୍ରତିଦିନ ପ୍ରବାସୀମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରୁଛନ୍ତି। କେନ୍ଦ୍ରରେ ଥିବା ୪୧ ଜଣ ପ୍ରବାସୀ ତାଙ୍କୁ...

ଅର୍ଡର ବାତିଲ ହେଲେ ଖୁସି ବାଣ୍ଟୁଛନ୍ତି ଡେଲିଭରି ବୟ ସଞ୍ଜୀବ

କଟକ ଅଫିସ,୨୯ା୫:କଟକର ଜଣେ ସ୍ବିଗି ଡେଲିଭରି ବୟଙ୍କ ପ୍ରଶଂସନୀୟ କାର୍ଯ୍ୟ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେଉଛି। ଜଣେ ଅସହାୟ ବୃଦ୍ଧଙ୍କୁ ସେ ଏକ ଖାଦ୍ୟ ପ୍ୟାକେଟ ପ୍ରଦାନ କରୁଛନ୍ତି। ଯେଉଁଥିରେ ରହିଛି ଏକ ନାମୀଦାମୀ ହୋଟେଲର ଫାଷ୍ଟଫୁଡ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri