କଟକ

୪ରୁ ଖୋଲିବ ହାଇକୋର୍ଟ: ଶୁଣାଣି କରିବେ ୫ ବିଚାରପତି

କଟକ ଅଫିସ, ୩।୫: ଆସନ୍ତା ୪ ତାରିଖ ଅର୍ଥାତ୍‌ ସୋମବାରଠାରୁ ଓଡ଼ିଶା ହାଇକୋର୍ଟ ପୂର୍ବଭଳି କାର୍ଯ୍ୟ କରିବ। ପୂର୍ବାହ୍ନ ୧୧ଟାରେ ବିଭିନ୍ନ ମାମଲାର ବିଚାର ହେବ। ୫ ଜଣ ବିଚାରପତି ମାମଲାଗୁଡିକର ଶୁଣାଣି କରିବେ। ଜଣକିଆ ଖଣ୍ଡପୀଠରେ ସମସ୍ତ ଶୁଣାଣି...

ନିଶ୍ଚିନ୍ତକୋଇଲିରେ ବଢ଼ୁଛି ପ୍ରବାସୀ ଓଡ଼ିଆ ଆଗନ୍ତୁକଙ୍କ ସଂଖ୍ୟା: ଚିନ୍ତାରେ ପ୍ରଶାସନ, ପଞ୍ଜୀକରଣ କଲେଣି ୮ହଜାରରୁ ଊର୍ଦ୍ଧ୍ୱ

ନିଶ୍ଚିନ୍ତକୋଇଲି,୨।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳର ଲୋକେ ବାହାର ରାଜ୍ୟରେ ଫସି ରହିଛନ୍ତି। ଲକ୍‌ ଡାଉନ୍‌ ପରେ ସେମାନେ ଘରକୁ ଫେରିବେ। ଇତିମଧ୍ୟରେ ସେମାନଙ୍କ ମଧ୍ୟରୁ ୮ ହଜାର ୧୦୬ ଜଣ ପଞ୍ଜୀକରଣ କରିଛନ୍ତି। ଘରକୁ ଫେରିବା ପରେ...

ଚୌଦ୍ୱାର ଅଞ୍ଚଳରେ ବଢ଼ୁଛି ବେଆଇନ୍‌ ମଦବିକ୍ରୀ: ଅବକାରୀ ବିଭାଗର ଚଢ଼ାଉ, ୨ ଗିରଫ

ଚୌଦ୍ୱାର,୨ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଞ୍ଚଳରେ ବେଆଇନ ମଦ ବିକ୍ରୀ ହେଉଥିବା ନେଇ ଅଭିଯୋଗ ହେବା ପରେ ଅବକାରୀ ବିଭାଗ ଚୌଦ୍ୱାର ଶାଖା ତରଫରୁ ଚୌଦ୍ୱାର ସହର ଓ ଗ୍ରାମାଞ୍ଚଳରେ ଚଢାଉ କରାଯାଇଛି। ଏଥିରେ ୨ଜଣ ଦେଶୀ ମଦ...

ଗ୍ରୀନ୍‌ ଜୋନ୍‌ରେ ଦୋକାନ ଖୋଲିଲେ ବଢ଼ିବ ଚାହିଦା: ମଦ କାରଖାନା ଖୋଲିବାକୁ ଅନୁମତି ମାଗିଲେ ଅବକାରୀ କମିଶନର

କଟକ ଅଫିସ,୨।୫- ଗ୍ରୀନ ଜୋନରେ ଥିବା ଅଞ୍ଚଳ ଗୁଡିକରେ ମଦ ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ପ୍ରାୟ ଦେଢ଼ ମାସ ହେଲା ମଦ ବିକ୍ରି ବନ୍ଦ ରହିଥିବା ଯୋଗୁ ଏବେ ଦୋକାନ ଖୋଲିଲେ ଚାହିଦା...

ରେଡ୍‌ ଜୋନ୍‌ରୁ ଚୌଦ୍ୱାର ଫେରିଥିଲେ: ପୌରପାଳିକା ତରଫରୁ ଘରେ ଲାଗିଲା ହୋମ୍‌ କ୍ୱାରାଣ୍ଟାଇନ ସୂଚନା ଫଳକ

ଚୌଦ୍ୱାର,୨ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ପୌରପାଳିକା ତରଫରୁ ଗାନ୍ଧିଛକସ୍ଥିତ ପୌର ଟାଉନ ହଲରେ କ୍ୱାରାଣ୍ଟାଇନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। କିଛି ଦିନ ହେବ ବାହାର ରାଜ୍ୟ ବିହାରରୁ ଜଣେ ବ୍ୟକ୍ତି ଏବଂ ରେଡ୍‌...

ସେଲୁନ ଖୋଲିବାକୁ ସରକାରଙ୍କୁ ନିବେଦନ କଲେ ବାରିକ ସଂଘ

ଚୌଦ୍ୱାର,୧ା୫(ଡି.ଏନ୍‌.ଏ.): କରୋନା ମହାମାରୀ ଜନିତ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନରେ ଜାରିରହିଛି। ଇତି ମଧ୍ୟରେ ଲକ୍‌ଡାଉନ ଘୋଷଣା ହେବାର ୧ ମାସରୁ ଊର୍ଦ୍ଧ୍ୱ ହେଲାଣି। ସମ୍ବେଦନଶୀଳ କିଛି ଅଞ୍ଚଳକୁ ବାଦ୍‌ ଦେଲେ ଅନ୍ୟ କିଛି ଅଞ୍ଚଳରେ...

ମୁସଲମାନ ବ୍ୟକ୍ତିଙ୍କ ମୃତ୍ୟୁ ମାମଲା : ହାଇକୋର୍ଟରେ ରାଜ୍ୟ ସରକାର ରଖିଲେ ଜବାବ

କଟକ ଅଫିସ୍‌,୧।୫: ଜଣେ ମୁସଲମାନ୍‌ ବ୍ୟକ୍ତିଙ୍କର ଏକ ଘରୋଇ ନର୍ସିଂହୋମ୍‌ରେ ଡାଏଲିସିସ୍‌ ନ ହୋଇ ପାରିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ମାମଲାରେ ରାଜ୍ୟ ସରକାର ଗୁରୁବାର ହାଇକୋର୍ଟରେ ଜବାବ...

ରମଜାନ ମାସରେ ଖାଦ୍ୟ ବାଣ୍ଟୁଛନ୍ତି ୨୦ ମୁସ୍‌ଲିମ୍‌ ଯୁବକ

କଟକ ଅଫିସ,୩୦ା୪: ମୁସଲମାନ ସମ୍ପ୍ରଦାୟଙ୍କ ପାଇଁ ପବିତ୍ର ମାସ ରମ୍‌ଜାନ୍‌। ଏହି ମାସଟିକୁ ସେମାନେ ବର୍ଷ ତମାମ ଅପେକ୍ଷା କରିଥାନ୍ତି। ଦାନ ଓ ପୂଣ୍ୟ ମାସ ରମଜାନ। ନିଷ୍ଠାର ସହ ଉପବାସ ବ୍ରତ ପାଳନ କରି ଆଲ୍ଲାଙ୍କୁ ପ୍ରାର୍ଥନା କରାଯାଇଥାଏ।...

ଗରିବଙ୍କୁ ରାଶନ ସାମଗ୍ରୀ ବାଣ୍ଟିଲେ ଅରିନ୍ଦମ

କଟକ ଅଫିସ,୩୦।୪: କରୋନାକୁ ନେଇ ଉପୁଜିଥିବା ସ୍ଥିତିକୁ ଦୃଷ୍ଟିରେ ରଖି ଗରିବ ଅସହାୟ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଚଳଚ୍ଚିତ୍ର ଅଭିନେତା ତଥା ବିଜେଡି ନେତା ଅରିନ୍ଦମ ରାୟ। କଟକ ମହାନଗର ନିଗମ (ସିଏମ୍‌ସି) ଅନ୍ତର୍ଗତ ୧୯ ନଂ ୱାର୍ଡରେ...

ସ୍ବାବ୍‌ ପରୀକ୍ଷା ପରେ ଛଡ଼ାଯିବ: ହାଇକୋର୍ଟ

କଟକ ଅଫିସ୍‌,୩୦।୪: ସଙ୍ଗରୋଧରେ ଗୋଟିଏ ମାସ ରଖିବା ପରେ ପୁଣି ଥରେ ସ୍ବତନ୍ତ୍ର ସଙ୍ଗରୋଧରେ ରଖାଗଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏଥିରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜବାବ ଦାଖଲ ହୋଇଥିଲା। ସନ୍ଦିଗ୍ଧଙ୍କ...

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ୍‌,୩୦।୪: ଲକ୍‌ଡାଉନ୍‌ ଯୋଗୁ ଏବେ ସମସ୍ତେ ପ୍ରଭାବିତ ହୋଇଛନ୍ତି। କିନ୍ତୁ ସରକାରଙ୍କ ଅଧିକାଂଶ ସହାୟତା କେବଳ ଗରିବ ଲୋକମାନେ ପାଉଥିବା ବେଳେ ମଧ୍ୟବିତ୍ତ ଏଥିରୁ ବଞ୍ଚିତ ହେଉଛନ୍ତି। ସେହିଭଳି ରୋଜଗାର ନ ଥିବା ଯୋଗୁ ଲୋକମାନେ ବିଦ୍ୟୁତ୍‌ ବିଲ୍‌...

ମୁସଲମାନ ବୋଲି ହେଲାନି ଡାଏଲିସିସ୍‌, ଚାଲିଗଲା ଜୀବନ

କଟକ ଅଫିସ୍‌,୩୦।୪: ମୁସଲମାନ ହୋଇଥିବା ଯୋଗୁ ଜଣେ କିଡ୍‌ନୀ ରୋଗୀଙ୍କୁ ଡାଏଲିସିସ୍‌ କରିବାକୁ ବୁଧବାର କଟକର ଏକ ଘରୋଇ ହସ୍‌ପିଟାଲ୍‌ କର୍ତ୍ତୃପକ୍ଷ ମନାକରି ଦେଇଥିଲେ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାର ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri