ନାବାଳକ ଗାଡ଼ି ଚଳାଇଲେ ରଦ୍ଦ ହେବ ରେଜିଷ୍ଟ୍ରେଶନ
କଟକ,୩୧।୭ (କାର୍ତ୍ତିକ ସାହୁ): ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ) ପକ୍ଷରୁ ସୋମବାରଠାରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଧରପଗଡ଼ ଅଭିଯାନରେ ବିଶେଷ ସଫଳତା ମିଳିଛି। ନାବାଳକ ଚାଳକଙ୍କୁ ଗାଡ଼ି ଚାଳନାରୁ ନିବୃତ୍ତ କରିବା ପାଇଁ ଏସ୍ଟିଏ ଏମ୍ଭି ଆକ୍ଟ ୧୯୯(କ) ଧାରାକୁ ପାଳନ...