କଟକ

କରୋନା ରୋଗୀଙ୍କ ପାଇଁ ରକ୍ତଦାନ

କଟକ ଅଫିସ,୨୦।୪: ରକ୍ତ ଅଭାବ ସମସ୍ୟା ଦୂରେଇବାକୁ ରକ୍ତଦାନର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି କରୋନା ରୋଗୀଙ୍କ ପାଇଁ କୃଷକ ବଜାର ବ୍ୟବସାୟୀ ସଂଘ ଏବଂ ଏସ୍‌ସିବି ମେଡିକାଲ ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଧର୍ମେଶ...

ପରିବାର ବୋଝ ଆଗରେ ଜୀବନ ତୁଚ୍ଛ

କଟକ ଅଫିସ, ୨୦।୪: ଦିନ ଯେତିକି ବଢୁଛି ମନରେ ଭୟ ମଧ୍ୟ ସେତିକି ବଢିବାରେ ଲାଗିଛି। କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ବଞ୍ଚାଇବା ପାଇଁ ମଣିଷ ଘରେ ରହୁଛି। ନିତିଦିନ ଗହଳି ଲାଗି ରହୁଥିବା ରାସ୍ତାଘାଟ ଆଜି ଶୂନଶାନ। ଜଣେ...

ପାସ୍‌ଧାରୀଙ୍କ ଚାଲାଣ କାଟୁଛି ପୋଲିସ: ମାଲଗୋଦାମ ବ୍ୟବସାୟୀ ହଇରାଣ

କଟକ ଅଫିସ,୨୦ା୪: ପାସ୍‌ ଦେଇଛି କମିଶନରେଟ ପୋଲିସ। ହେଲେ ପାସ୍‌ ଦେଖାଇଲେ ସୁଦ୍ଧା ପୋଲିସ ଛାଡ଼ୁନି। ଗାଡ଼ି ଅଟକାଉଛି, ଏପରି କି ଜରିମାନା ମଧ୍ୟ ଲଦୁଛି। ମାଲଗୋଦାମର ଜଣେ ବ୍ୟବସାୟୀ ପ୍ରୀତମ କୁମାର ସାହୁ ମଧୁପାଟଣା ଥାନାରେ ରବିବାର ସନ୍ଧ୍ୟାରେ...

ବଡ଼ଚଣା ଆଇଆଇସି ନିଲମ୍ବିତ

କଟକ ଅଫିସ,୨୦ା୪: ଯାଜପୁର ଜିଲା ବଡ଼ଚଣା ଆଇଆଇସି ଦୀପକ କୁମାର ଜେନାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଲକ୍‌ଡାଉନ୍‌ ସମୟରେ ଆଇଆଇସି ଜେନା ସପରିବାର ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ।...

ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ

କଟକ ଅଫିସ୍‌,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ଶନିବାର ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ...

ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ସୁପାରିଶ

କଟକ ଅଫିସ,୧୯।୪- ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହୋଇପାରନ୍ତି। ତାଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ସେ ଗତ ନଭେମ୍ବରରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ...

ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିିନ ତିଆରି କଲେ ୪ ଅଧ୍ୟାପକ

କଟକ ଅଫିସ, ୧୯।୪: ମହାମାରୀ କରୋନା ଭୂତାଣୁ ପାଇଁ ସମସ୍ତେ ଚିନ୍ତିତ। ଦିନକୁ ଦିନ ଏହି ଭୂତାଣୁର ସଂକ୍ରମଣ ମଧ୍ୟ ବଢିବାରେ ଲାଗିଛି। ଏବେ ଲକଡାଉନ ସମୟରେ ଏକ ଅଭିନବ ପ୍ରୟାସ କରିଛନ୍ତି ଖପୁରିଆ ଆଇଟିଆଇର ୪ ଅଧ୍ୟାପକ। ରାଜ୍ୟର...

ପରଲୋକରେ ବିଶିଷ୍ଟ ସାହିତି୍ୟକ ରତ୍ନାକର ଚଇନି, ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୧୮।୪: ବିଶିଷ୍ଟ ସାହିତି୍ୟକ ତଥା ନାଟ୍ୟକାର ରତ୍ନାକର ଚଇନିଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। କଟକସ୍ଥିତ ବାସଭବନରେ ଅପରାହ୍ନରେ ତାଙ୍କର ବିୟୋଗ ହୋଇଛି। ଏହି ଖବର ପାଇ ବହୁ ମାନ୍ୟଗଣ୍ୟ...

କରୋନା ସଚେତନତା: ଚୌଦ୍ୱାର ଡାଳିଯୋଡ଼ା ସାହିତ୍ୟ ସଂସଦ ପକ୍ଷରୁ ମାସ୍କ ବଣ୍ଟନ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ଡାଳିଯୋଡା ସାହିତ୍ୟ ସଂସଦ ପକ୍ଷରୁ ପଥଚାରୀଙ୍କୁ ମାସ୍କ ବଣ୍ଟନ କରାଯାଉଛି। ୫୫ ନଂ. ଜାତୀୟ ରାଜପଥର ଚୌଦ୍ୱାର ଥାନା ସମ୍ମୁଖରେ ସଂସଦର କର୍ମକର୍ତ୍ତାମାନେ ବିନା ମାସ୍କରେ ଚଳପ୍ରଚଳ...

ନାଁକୁ କଟକଣା ପାଳନ: କଣ୍ଟାପଡ଼ାରେ ଅସାଧୁ ବ୍ୟବସାୟୀଙ୍କ ଢାଲ ପାଲଟିଛି ପରିବା ଓ ଗ୍ରୋସରୀ, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କଣ୍ଟାପଡା, ୧୮।୪(ଡି.ଏନ୍‌.ଏ.): କରୋନାର ଗୋଷ୍ଠୀ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ କେନ୍ଦ୍ର ଓ ରାଜ୍ୟସରକାର ଲକ୍‌ଡାଉନ୍‌ କଟକଣା ଲଗାଇଛନ୍ତି। ଏହି ସମୟରେ କେବଳ କିଛି ନିର୍ଦ୍ଦିଷ୍ଟ ଦୋକାନ ଖୋଲାଯିବ ବୋଲି ନିର୍ଦ୍ଦେଶ ରହିଛି। ବିଶେଷକରି ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଔଷଧ,...

ଚୌଦ୍ୱାର ପୋଲିସ ପକ୍ଷରୁ ‘ଫାଇଟ୍‌ ଏଗ୍‌ନେଷ୍ଟ କୋଭିଡ୍‌-୧୯’ ପୁସ୍ତକ ବଣ୍ଟନ:  ଘରେ ରହି ଫୋନ୍‌ ଯୋଗେ ଅତ୍ୟାବଶ୍ୟକ ସାମଗ୍ରୀ ପାଇପାରିବେ ବରିଷ୍ଠ ନାଗରିକ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ.): କରୋନା ଭଳି ଭୂତାଣୁରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଏବେ ଉଦ୍‌ବେଗ ସ୍ଥିତିରେ ଗତିକରୁଛି। ଏଥିରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭକରି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ଭୂତାଣୁକୁ...

ଏସଆଇଙ୍କ ମଣିଷପଣିଆ: ବୃଦ୍ଧାଙ୍କୁ ବୁଝାଇସୁଝାଇ ଖୁଆଇଲେ

ମଣିଷପଣିଆ ଦେଖାଇବାକୁ ଟଙ୍କା, ପଇସା ଦରକାର ନାହିଁ । ଏହାକୁ ବିନା ମୂଲ୍ୟରେ ବି ଖର୍ଚ୍ଚ କରାଯାଇ ପାରେ । ଆଉ ଯିଏ ନିଜର ମଣିଷପଣିଆକୁ ଖୁସିରେ ଖର୍ଚ୍ଚ କରି ଶିଖିଛି, ସେ ହେଉଛି ପ୍ରକୃତ ମଣିଷ । ଅନ୍ୟକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri