କଟକ

ଛାତିରୁ ଅଲଗା ହେଲା ମୁହଁ

କଟକ ଅଫିସ,୧୮ା୪: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଛି ଏକ ବିରଳ ଅସ୍ତ୍ରୋପଚାର। ଆକସ୍ମିକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ୧୪ ବର୍ଷୀୟା ବାଳିକାଙ୍କ ଛାତିରୁ ମୁହଁକୁ ଅଲଗା କରାଯାଇଛି। ବାଳିକା ଜଣଙ୍କ ଦୁର୍ଭାଗ୍ୟବଶତଃ ପୋଡ଼ି ହୋଇଯାଇଥିଲେ। ଯେଉଁଥିରେ...

ଗରିବଙ୍କୁ ରାଶନ ଦେବାକୁ ବିଧାୟକଙ୍କ ଦାବି

କଟକ ଅଫିସ୍‌,୧୮ା୪: କଟକ ମହାନଗର ନିଗମ ଅଞ୍ଚଳରେ ଅନେକ ଗରିବ ଖଟିଖିଆ, ଦିନମଜୁରିଆ, ଶ୍ରମିକ ମୂଲିଆ ରହିଛନ୍ତି, ଯେଉଁମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚିତ ହୋଇ ରାଶନ କାର୍ଡ ଖଣ୍ଡିଏ ପାଇ ନାହାନ୍ତି। ଯାହାଫଳରେ...

କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ

କଟକ ଅଫିସ୍‌,୧୮ା୪: ରାଜ୍ୟରେ ଥିବା ଜେଲ୍‌ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି ଜେଲ୍‌ଗୁଡ଼ିକର ସ୍ଥିତି ସମୀକ୍ଷାପରେ କଏଦୀଙ୍କୁ ମୁକୁଳାଇବା ପାଇଁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତି...

ଚୌଦ୍ୱାରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର,୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ବରିଷ୍ଠ ଜନନାୟକ ବିଜୁ ବାବୁଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ନିରାଡମ୍ବର ଭାବେ ଚୌଦ୍ୱାର ବିରୁପା ବ୍ୟାରେଜ ନିକଟରେ ପାଳିତ ହୋଇଯାଇଛି। ଏହି ଅବସରରେ ସାମାଜିକ ଦୁରତା ରକ୍ଷାକରି ଚୌଦ୍ୱାର ନଗର ବିଜେଡି ସଭାପତି ତଥା...

୧୧୮ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ

ଚୌଦ୍ୱାର,୧୭ା୪(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସହରାଞ୍ଚଳରେ ରହୁଥିବା ନିର୍ମାଣ ଶ୍ରମିକଙ୍କୁ ସରକାରଙ୍କ ତରଫରୁ ମଞ୍ଜୁର ହୋଇଥିବା ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ଅବସରରେ ସ୍ଥାନୀୟ କଳା ପ୍ରକାଶିନୀ କ୍ଲବ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ପୌରନିର୍ବାହୀ ଅଧିକାରୀ ପବିତ୍ର କୁମାର ବେହେରା...

କରୋନା ମୁକାବିଲା: ସାଇକେଲରେ ସଚେତନତା ବାର୍ତ୍ତା ବାଣ୍ଟିଲା ଓଲଟପୁର ପୋଲିସ

କଣ୍ଟାପଡ଼ା, ୧୭।୪(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇଁ ସାମାଜିକ ଦୂରତ୍ୱ ଏକମାତ୍ର ବିକଳ୍ପ। ଏ ନେଇ କେନ୍ଦ୍ର ତଥା ରାଜ୍ୟ ସରକାର ମେ’ ୩ ତାରିଖ ପର୍ଯ୍ୟନ୍ତ ଦେଶସାରା ଲକ୍‌ଡାଉନ ଲାଗୁ କରିଛନ୍ତି। ଏହି ସମୟରେ ଜରୁରୀ କାମ ନ...

କୋହଳ ପରବର୍ତ୍ତୀ ପରିସ୍ଥିତି ପାଇଁ ପ୍ରସ୍ତୁତ ରୁହ

କଟକ ଅଫିସ୍‌,୧୭ା୪: ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତିର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଗୁରୁବାର ସେ ଏନେଇ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଯଥା ସମସ୍ତ ରେଞ୍ଜର ଆଇଜି, ଡିଆଇଜି, ଏସ୍‌ପିମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା...

ସାନିଟାଇଜର ପ୍ରସ୍ତୁତ କଲା ଖ୍ରୀଷ୍ଟ କଲେଜ

କଟକ ଅଫିସ,୧୭ା୪: ଖ୍ରୀଷ୍ଟ କଲେଜ ପକ୍ଷରୁ ପ୍ରସ୍ତୁତ ହୋଇଛି ୫୦୦ ବୋତଲ ସାନିଟାଇଜର। ଏସବୁକୁ ଗୁରୁବାର କଟକ ଡିସିପି ଅଖିଳେଶ୍ୱର ସିଂଙ୍କୁ ପ୍ରଦାନ କରାଯାଇଛି। ଡିସିପିଙ୍କ ଜରିଆରେ ସହରର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କୁ ଏହା ବଣ୍ଟାଯିବ...

ଚୌଦ୍ୱାର କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ସ୍ଥିତି ପରଖିଲେ ବିଧାୟକ, ୧୦୮ ଆମ୍ବୁଲାନ୍ସ ସେବାର କଲେ ଉଦ୍‌ଘାଟନ

ଚୌଦ୍ୱାର,୧୬।୪(ଡି.ଏନ୍‌.ଏ):କରୋନା ଭତାଣୁର ଲକ୍ଷଣ ଦେଖା ଦେଉଥିବା ବ୍ୟକ୍ତି ବିଶେଷଙ୍କୁ ଘରଠାରୁ ଦୂରରେ ରଖିବା ତଥା ସାମାଜିକ ଦୂରତା ଅବଲମ୍ବନ ନିମନ୍ତେ ଚୌଦ୍ୱାର ସହରର ଚୌଦ୍ୱାର ପୌରପାଳିକା ତରଫରୁ ଗାନ୍ଧିଛକ ଟାଉନହଲରେ କ୍ୱାରେନଟାଇନ କେନ୍ଦ୍ର କରାଯାଇଛିି। ବୁଧବାର ଚୌଦ୍ୱାର-କଟକ ବିଧାୟକ ଶୌଭିକ୍‌...

ଅର୍ଥପାଇଁ ସଂକ୍ରମଣକୁ ଭୟନାହିଁ: କଣ୍ଟାପଡ଼ାର ବିଭିନ୍ନ ବ୍ୟାଙ୍କରେ ସାମାଜିକ ଦୂରତ୍ୱକୁ ଫୁ’

କଣ୍ଟାପଡା, ୧୬।୪(ଡି.ଏନ୍‌.ଏ.): ଜନଧନ ଆକାଉଣ୍ଟଧାରୀଙ୍କ ଖାତାକୁ କେନ୍ଦ୍ର ସରକାର ଟଙ୍କା ପଠାଇଥିବା ଖବର ପ୍ରକାଶ ପାଇବା ପରେ କଣ୍ଟାପଡା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବ୍ୟାଙ୍କରେ ଭିଡ ପରିଲକ୍ଷିତ ହୋଇଛି। ବୁଧବାର ବ୍ୟାଙ୍କରେ ବ୍ୟାଙ୍କ ଖାତା ଚେକ କରିବାପାଇଁ ଭିଡ...

ରାଜ୍ୟ ଓକିଲ ସଂଘ ନିର୍ବାଚନ ସ୍ଥଗିତ

କଟକ ଅଫିସ୍‌,୧୬ା୪: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅନୁବନ୍ଧିତ ସମସ୍ତ ଓକିଲ ସଂଘର ନିର୍ବାଚନ ଏପ୍ରିଲ୍‌ ୨୫ରେ ହେବାର ଥିଲା। ହେଲେ କରୋନା ଭୂତାଣୁ ଯୋଗୁ ଦେଖାଦେଇଥିବା ପରିସ୍ଥିତି ପାଇଁ ଏହାକୁ ପୁଣିଥରେ ସ୍ଥଗିତ ରଖାଯାଇଛି। ବୁଧବାର ପରିଷଦ ପକ୍ଷରୁ...

ବଢ଼ିଲା ଯାନବାହନ ବୈଧତା ଅବଧି

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଅଧ୍ୟକ୍ଷଙ୍କ ତରଫରୁ ସୂଚନା ଦିଆଯାଇଛି। ଲକ୍‌ଡାଉନ୍‌ ଯୋଗୁ ପ୍ରଦୂଷଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri