କଟକ

ଦଶମ ପାଠ୍ୟପୁସ୍ତକ ପରିବର୍ତ୍ତନକୁ ବିରୋଧ

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ଯୋଗୁ ସାରା ଦେଶରେ ଏବେ ଏକ ପ୍ରକାର ଅଚଳାବସ୍ଥା ଦେଖାଦେଇଛି। ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ଦଶମ ଶ୍ରେଣୀ ପାଠ୍ୟପୁସ୍ତକରେ ପରିବର୍ତ୍ତନ...

ସମ୍ପୂର୍ଣ୍ଣ ବିଶୋଧନ ହେଲା ଚୌଦ୍ୱାର ଜେଲ୍‌

ଚୌଦ୍ୱାର,୧୫।୪(ଡି.ଏନ୍‌.ଏ.): କରୋନା ଭଳି ଭୁତାଣୁ ଜନୀତ ରୋଗରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଆଜି ଉଦ୍‌ବେଗ ଜନିତ ସ୍ଥିତିରେ ଗତିକରୁଛି। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରା୍ଯଯ ସରକାର ପର୍ଯ୍ୟନ୍ତ ଭୁତାଣୁ ରୋକିବା ଦିଗରେ ସଚେତନାହଁି ଏକମାତ୍ର ବିକଳ୍ପ...

ଦିନକର ଦରମା ଦାନକଲେ ‘ନିରତାର’ କର୍ମଚାରୀ

କଣ୍ଟାପଡ଼ା,୧୫ା୪(ଡି.ଏନ୍‌.ଏ.) : କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ ଅଧୀନରେ ଓଲଟପୁରଠାରେ ଥିବା ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା କେନ୍ଦ୍ର ଓ ପାରାମେଡିକାଲ କଲେଜର ସ୍ଥାୟୀ ଏବଂ ଠିକା କର୍ମଚାରୀମାନେ କରୋନା ପାଇଁ ଗଠିତ ପିଏମ୍‌ କେୟାର...

ବସ୍ତିବାସିନ୍ଦାଙ୍କୁ ରନ୍ଧାଖାଦ୍ୟ ବଣ୍ଟନ, ସାମାଜିକ ଦୂରତା ବଜାୟ ରଖିବାକୁ ସଚେତନତା

ଚୌଦ୍ୱାର,୧୫ା୪(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଗରିବ ପରିବାରରେ ଖାଦ୍ୟ ସଂକଟ ଦେଖାଦେଇଛି। ଲୋକେ କାମଧନ୍ଦା ପାଇଁ ବାହାରକୁ ଯାଇ ପାରୁ ନ ଥିବାରୁ ରୋଜଗାରର ସମସ୍ତ ରାସ୍ତା ବନ୍ଦ ହୋଇଯାଇଛି। ଫଳରେ ବସ୍ତି ଅଞ୍ଚଳରେ ରହୁଥିବା ଲୋକମାନେ...

କରୋନା ମୁକାବିଲା: କଟକରୁ ୬୭୯ଟି ଗାଡ଼ି ଜବତ, ୯ ମାମଲା ରୁଜୁ

କଟକ ଅଫିସ,୧୫।୪: କରୋନା(କୋଭିଡ-୧୯) ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ କଟକଣା ଲାଗୁ କରାଯାଇଥିବା ବେଳେ...

ଜିରୋ ବଜେଟରେ ପ୍ରାମାଣିକ ଚଳଚ୍ଚିତ୍ର

କଟକ ଅଫିସ,୧୫ା୪: ଦୃଢ ଇଚ୍ଛାଶକ୍ତି ଓ ନିଷ୍ଠା ଥିଲେ ଅସମ୍ଭବରେ ବି ଭରିଦେଇହେବ ସମ୍ଭାବନାର ରଙ୍ଗ। ମିଳିପାରିବ ସଫଳତା। କେତେଜଣ ଯୁବତୀ ଯୁବକ ଏହା ପ୍ରମାଣିତ କରି ଦେଖାଇଛନ୍ତି। ସେମାନେ ଘରେ ରହି ଓ କୌଣସି ମୂଲ୍ୟବାନ ଯନ୍ତ୍ରପାତି ବ୍ୟବହାର...

ଏସ୍‌ସିବିରେ ଖୋଲିବ କରୋନା ସୂଚନା, ତାଲିମ କେନ୍ଦ୍ର

କଟକ ଅଫିସ୍‌,୧୫ା୪: କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସ୍ବତନ୍ତ୍ର ଭାବେ କରୋନା ସମ୍ପର୍କରେ ତାଲିମ୍‌ ଏବଂ ସୂଚନା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଏହାର ରାଜ୍ୟରେ ପ୍ର୍ରଥମ ବୋଲି କୁହାଯାଉଛି। ମଇକ୍ରୋବାୟୋଲୋଜି...

ଘରୋଇ ହିଂସା ରୋକିବାକୁ ପଦକ୍ଷେପ

କଟକ ଅଫିସ୍‌,୧୫ା୪ କରୋନା ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେ ଲକ୍‌ଡାଉନ୍‌ ସମୟରେ ବଢୁଥିବା ଘରୋଇ ହିଂସାକୁ ନେଇ ଚିନ୍ତା ପ୍ରକଟ କରିଥିଲେ । ଘରୋଇ ହିଂସା...

କରୋନା ସଂକ୍ରମଣ ନିରୋଧ ପାଇଁ ନିରତାରରେ ଗଠନହେଲା ସ୍ବତନ୍ତ୍ର କମିଟି

କଣ୍ଟାପଡ଼ା, ୧୪।୪(ଡି.ଏନ୍‌.ଏ.): ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ଏଥିରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ କେନ୍ଦ୍ର ସରକାର...

ଖାଦ୍ୟ ପାଇଁ ଡହଳବିକଳ ଗୋରୁ, କୁକୁର

କଟକ ଅଫିସ,୧୪ା୪: ଜନଶୂନ୍ୟ ରାସ୍ତାରେ ବୁଲୁଛନ୍ତି ଗୋରୁ ଓ କୁକୁର। ଖାଦ୍ୟ ପାଇଁ ଏମାନେ ଡହଳ ବିକଳ ହେଉଛନ୍ତି। ଏପରି କି ଖାଦ୍ୟାଭାବ ଯୋଗୁ କେତେକ ପଶୁ ଏକପ୍ରକାର ମରଣ ମୁହଁକୁ ଠେଲି ହୋଇଗଲେଣି। କଟକ ମହାନଗର ନିଗମ (ସିଏମ୍‌ସି)...

ଅନ୍‌ଲାଇନ ପାଠପଢ଼ା ବେଳେ ଅଶ୍ଳୀଳ ଭିଡିଓ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ନିଜ ଉଦ୍ୟମରେ ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଉଛି। ସୋମବାର କଟକର ଏକ ଘରୋଇ ସ୍କୁଲ ପକ୍ଷରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିବା ବେଳେ କିଛି...

୨ ଦିନରେ ୧୯ଶହ ଗାଡ଼ି ଜବତ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ କଟକଣାକୁ କଟକ ସହରରେ ପୁଣି ଥରେ ଖୋଲାଖୋଲି ଉଲ୍ଲଂଘନ ଆରମ୍ଭ ହୋଇଛି। ନିୟମିତ ଭାବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଏଥିରେ କିଛି ମାତ୍ରାରେ ଅଙ୍କୁଶ ଲାଗିଥିଲା । ଏବେ ଦୁଇ ଦିନ ହେଲା କଟକଣାକୁ ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri