କଟକ

କରୋନାରୁ ଆରୋଗ୍ୟ ପାଇଁ ଆୟୁର୍ବେଦ ଔଷଧ ବ୍ୟବହାରକୁ ସ୍ବାଗତ

କଟକ ଅଫିସ୍‌,୯।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀପଦ ନାୟକ ଏବଂ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ ରାଜେଶ କୋଟେଚାଙ୍କ ଘୋଷଣା ଅନୁଯାୟୀ କରୋନାରୁ ଆରୋଗ୍ୟ ପାଇଁ କେତେକ ଆୟୁର୍ବେଦିକ ଔଷଧକୁ ପରୀକ୍ଷାମୂଳକ...

ସର୍ବୋଦୟ ସେବକ ପ୍ରତାପ ଚନ୍ଦ୍ର ମିଶ୍ରଙ୍କ ପରଲୋକ

କଟକ ଅଫିସ,୯।୫: ସର୍ବୋଦୟ ସେବକ ତଥା ଗାନ୍ଧୀବାଦୀ ପ୍ରତାପ ଚନ୍ଦ୍ର ମିଶ୍ରଙ୍କ ଗୁରୁବାର ବିଳମ୍ବିତ ରାତିରେ ଝାଞ୍ଜିରୀମଙ୍ଗଳାସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ରୋଗରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ନିଶ୍ଚିନ୍ତକୋଇଲି,୯।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ତରତ ଶାସନ ପଞ୍ଚାୟତର ୮୩ ମହିଳା ସୟଂସହାୟକ ଗୋଷ୍ଠୀ, ଅଙ୍ଗନୱାଡି କର୍ମୀ ଓ ଆଶାକର୍ମୀ ମିଶି ୬୦,୦୦୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସ୍ଥାନୀୟ ତହସିଲଦାରଙ୍କୁ ଏହି ସହାୟତା...

କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ

କଟକ ଅଫିସ୍‌,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ତଥା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା...

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଚୌଦ୍ୱାରରେ ସିଲ୍‌ ହେଲା ମଦ ଦୋକାନ

ଚୌଦ୍ୱାର,୮ା୫(ଡି.ଏନ୍‌.ଏ)-ମହାମାରୀ କରୋନାକୁ ନେଇ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି। କଟକ ଜିଲାର ଚୌଦ୍ୱାର ସହର ଗ୍ରୀନ ଜୋନରେ ଯାଉଛି। ଗତ ୪ ତାରିଖରେ କେନ୍ଦ୍ର ସରକାର ଗ୍ରୀନ ଜୋନ ଅଞ୍ଚଳରେ ମଦ ଦୋକାନ ଖୋଲିବା ବିଜ୍ଞପ୍ତି ପ୍ରକାଶ ପାଇବା ପରେ...

କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍‌ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍‌ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ ଶଙ୍କର ଚୟନୀ। କଟକ ଜିଲା ଗ୍ରୀନ ଜୋନରେ ରହିଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ...

ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରଶାସନିକ ଅବହେଳା: ୨୧ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର କାର୍ଯ୍ୟ ଅଧାପନ୍ତରିଆ, ଫେରିଲେ ୫୨ ପ୍ରବାସୀ

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଳକ ୪୧ଟି ପଞ୍ଚାୟତ ମଧ୍ୟରୁ ମାତ୍ର ୨୦ଟି ପଞ୍ଚାୟତରେ ପ୍ରବାସୀ ଓଡିଆଙ୍କ ପାଇଁ ସଙ୍ଗରୋଧ କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ଅନ୍ୟ ୨୧ଟି ପଞ୍ଚାୟତରେ କାର୍ଯ୍ୟ ଅଧାପାନ୍ତରିଆ ହୋଇପଡିଛି। ବ୍ଲକ ପ୍ରଶାସନର ବ୍ୟାପକ...

ଭୁବନେଶ୍ୱର ୨୨୭ନଂ ଆକ୍ରାନ୍ତ ନିଶ୍ଚିନ୍ତକୋଇଲି କଟିକଟା ପଞ୍ଚାୟତର: ଦେହ ଖରାପ ହେବା ପରେ ଏକ ମାସ ଧରି ରହିଥିଲେ ଘରେ, ବୁଲିଛନ୍ତି ହାଟ ବଜାର

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- ଭୁବନେଶ୍ୱର ଭିଏସ୍‌ଏସ୍‌ ନଗର କରୋନା ଆକ୍ରାନ୍ତ ହେଉଛନ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ମିରା ସାହିର। ଏହି ୩୪ ବର୍ଷୀୟ ଯୁବକ ଭୁବନେଶ୍ୱରରେ ରହି ଏକ ହୋଟେଲରେ ରହି କାମ କରନ୍ତି। ତେବେ ମାସକ ତଳେ...

ବିଶୋଧନାଗାର ତିଆରି କଲା ଖପୁରିଆ ଆଇଟିଆଇ

କଟକ ଅଫିସ,୮।୫: ଜ୍ଞାନକୌଶଳର ସଦୁପଯୋଗ କରି ଆଉ ଏକ ଦୃଷ୍ଟାନ୍ତମୂଳକ ଉଦ୍ଭାବନ କରିଛି ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲଗାତର ଭାବେ ଏଠାରୁ କରୋନା ମୁକାବିଲା ନିମନ୍ତେ ବିଭିନ୍ନ ଯାନ୍ତ୍ରିକ ଉପକରଣ ତିଆରି ହେଉଛି। ଏହି ଆଇଟିଆଇର ଅଧ୍ୟକ୍ଷ ହୃଷୀକେଶ ମହାନ୍ତିଙ୍କ...

କରୋନା ପାଇଁ ହାଇକୋର୍ଟଙ୍କ ସତର୍କତା: ୬୫ବର୍ଷ ବୟସ୍କ ଓକିଲଙ୍କୁ ଘରୁ ଭିଡିଓ କନ୍‌ଫରେନ୍ସ ସୁବିଧା

କଟକ ଅଫିସ୍‌,୮।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ହାଇକୋର୍ଟ ଭିଡିିଓ କନଫରେନ୍ସ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ହାଇକୋର୍ଟ ରେଜିଷ୍ଟ୍ରାର, ଆଡଭୋକେଟ୍‌ ଜେନେରାଲ୍‌ ଏବଂ ହାଇକୋର୍ଟ ଓକିଲ ସଂଘର କର୍ମକତ୍ତର୍ର୍ାଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: କରୋନା ପରୀକ୍ଷା ପରେ ହିଁ ପ୍ରବାସୀଙ୍କୁ ଓଡ଼ିଶା ଫେରିବାକୁ ଅନୁମତି ମିଳୁ

କଟକ ଅଫିସ,୭।୫- ଓଡ଼ିଶାକୁ ଫେରିବା ପାଇଁ ପଞ୍ଜିକରଣ କରିଥିବା ପ୍ରବାସୀମାନଙ୍କୁ କରୋନା ପରୀକ୍ଷା(ଆର୍‌ଟି-ପିସିଆର୍‌) ପରେ ହିଁ ଫେରିବା ପାଇଁ ଅନୁମତି ଦିଆଯାଉ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଗୁରୁବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।...

କଟକ: ସନ୍ଧ୍ୟା ୭ରୁ ସକାଳ ୭ ସବୁ ବନ୍ଦ

କଟକ ଅଫିସ,୭ା୫: କଟକରେ ବୁଧବାର ଠାରୁ ଲାଗୁ ହୋଇଛି କର୍ଫ୍ୟୁ ଭଳି ପରିସ୍ଥିତି। ସନ୍ଧ୍ୟା ୭ଟା ପରେ ସାଧାରଣ ଚଳପ୍ରଚଳ ଉପରେ କଡ଼ା କଟକଣା ଲାଗିଛି। ସନ୍ଧ୍ୟା ୭ରୁୁ ସକାଳ ୭ଟା ପର୍ଯ୍ୟନ୍ତ ଏହି ପରିସ୍ଥିତି ବଳବତ୍ତର ରହିବ। ସନ୍ଧ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri