କଟକ

ନିଆରା କରୋନା ସଚେତନତା ବାର୍ତ୍ତା : ଘର ଆଗରେ ‘ଅତିଥିଙ୍କୁ ମନା’ ପୋଷ୍ଟର ଲଗାଇଲେ ମହିଳା

କଟକ ଅଫିସ, ୫।୪: କରୋନା ସହ ଲଢିବାକୁ ହେଲେ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି । ଏପରିସ୍ଥଳେ କଟକର କିଛି ମହିଳା କରୋନାକୁ ନେଇ ସଚେତନ କରିବାକୁ ଭିନ୍ନ...

ବିଦ୍ୟୁତ ଆଘାତରେ ବାଳକ ଗୁରୁତର, ମାନବିକତା ଦେଖାଇଲେ ଥାନାଧିକାରୀ

ନରାଜ,୫/୪(ଡି. ଏନ.ଏ) – କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ବ୍ରାହ୍ମଣୀଗାଁ ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ୭ବର୍ଷର ବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ସହି ଗ୍ରାମର ଆଦିତ୍ୟ ଦାସ। ଖବରରୁ ପ୍ରକାଶ, ରବିବାର ଆଦିତ୍ୟ ଘରେ...

ଗାଁ ଦାଣ୍ଡ ଧୋଇଲେ, ଘର କାନ୍ଥ ବିଶୋଧନ କଲେ ଗ୍ରାମବାସୀ

କଣ୍ଟାପଡା, ୫|୪(ଡି.ଏନ.ଏ.) – ମହାମାରୀ କରୋନା ପ୍ରକୋପରୁ ଗାଁକୁ ସୁରକ୍ଷା ଦେବାପାଇଁ ଗତ ୩ ଦିନହେଲା କଟକ ଜିଲା ଅନ୍ତର୍ଗତ କଣ୍ଟାପଡା ଗାଁର ବିଭିନ୍ନ ରାସ୍ତାକୁ ସିଲ କରିଦିଆ ଯାଇଛି। ଏହାସତ୍ତ୍ୱେ କେତେଜଣ ସଂକ୍ରମଣ ଆଶଙ୍କା ରହିଛି। ଫଳରେ ଗ୍ରାମବାସୀମାନେ...

କଟକରେ ଉତ୍ତେଜନା: ପୋଲିସକୁ ଢେଲାମାଡ଼

କଟକ ଅଫିସ, ୫।୪: ସଟ୍ ଡାଉନ ଚାଲିଥିବା ବେଳେ କଟକ ସହରରେ ରବିବାର ଉତ୍ତେଜନା ଦେଖା ଦେଇଛି। କେଶରପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସକାଳେ ଗଣ୍ଡଗୋଳ ଦେଖା ଦେଇଥିଲା। ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ଗୋଷ୍ଠୀଂକ ଭିତରେ ପାଟିତୁଣ୍ଡ...

ସଟ୍ ଡାଉନ : ୨୪ ଘଣ୍ଟାରେ କଟକରେ ୪ ମାମଲା

କଟକ ଅଫିସ,୫।୪- କଟକ ସହରରେ ୪୮ ଘଣ୍ଟିଆ ସଟ୍ ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ନିୟମକୁ ଉଲଘଂନ କରୁଥିବା ବ୍ୟକ୍ତି ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଶନିବାର ସକାଳଠାରୁ ରବିବାର ସକାଳ ଭିତରେ ୪ଟି ମାମଲା ରୁଜୁ କରାଯାଇଛି।...

କଟକରେ ପ୍ରଥମ କରୋନା ଆକ୍ରାନ୍ତ : ପଟାପୋଲ ଅଞ୍ଚଳ ସିଲ କଲା ସିଏମସି

କଟକ ଅଫିସ,୪। ୪- କଟକ ସହରର ପଟାପୋଲ ଅଞ୍ଚଳକୁ ସିଲ କରିଛି କଟକ ମହାନଗର ନିଗମ(ସିଏମସି )। ଶନିବାର ସନ୍ଧ୍ୟାରେ ସିଏମ୍ସି ପକ୍ଷରୁ ଏହା ଘୋଷଣା କରାଯାଇଛି। ପ୍ରଥମ କରୋନା ଆକ୍ରାନ୍ତ ଚିନ୍ହଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି।...

କରୋନା ମୁକାବିଲା ପାଇଁ ସହାୟତାର ହାତ ବଢାଇଲା ରେଭେନଶା

କଟକ ଅଫିସ,୪/୪- ରେଭେନଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪,୫୨,୬୯୧ ଟଙ୍କା ଶନିବାର ସହାୟତା ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ସମସ୍ତ ଅଧ୍ୟାପକ ଏବଂ କର୍ମଚାରୀ ସେମାନଙ୍କର ଗୋଟିଏ ଦିନର ଦରମା କରୋନା ମୁକାବିଲା ପାଇଁ...

ସଫଳ ହେଉଛି ସଟ୍ ଡାଉନ୍‌: କେବଳ ଜରୁରୀକାଳୀନ କର୍ମଚାରୀଙ୍କୁ ପାସ୍‌

କଟକ ଅଫିସ୍‌, ୪ା୪(ବ୍ୟୁରୋ) : ୪୮ ଘଣ୍ଟିଆ ସଟ୍ ଡାଉନ୍ ଘୋଷଣା ପରେ ସହରର ପ୍ରତ୍ୟେକ ଛକ, ଗଳିର ପ୍ରବେଶ ପଥରେ ଜଗି ରହିଛି ପୋଲିସ । ପୋଲିସର ଅସ୍ଥାୟୀ ଶିବିର ସାଧାରଣ ଲୋକଙ୍କ ଗତିବିଧି ଉପରେ ନଜର ରଖୁଛି...

କଟକରେ କଡ଼ା କଟକଣା: ଗ୍ରୀନ କରିଡରରେ ଆସିଲେ ଗର୍ଭବତୀ

କଟକ ଅଫିସ୍‌, ୪ା୪- ସଟ୍ ଡାଉନରେ ଫସିଥିବା ଜଣେ ଗର୍ଭବତୀଙ୍କୁ ତୁରନ୍ତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପୋଲିସ ପ୍ରସ୍ତୁତ କରିଥିଲା ଗ୍ରୀନ କରିଡର । ରାସ୍ତା ଉପରୁ ହଟିଗଲା ସମସ୍ତ ବ୍ୟାରିକେଡ୍ । ଗର୍ଭବତୀ ଜଣଙ୍କ କିପରି ତୁରନ୍ତ...

କରୋନା କଟକଣା ଉଲଘଂନ: ୨୪୫ ମାମଲା ରୁଜୁ

କଟକ ଅଫିସ,୪।୪- କରୋନା ଭୁତାଣୁକୁ ନେଇ ରାଜ୍ୟ ସରକାର ସାରା ରାଜ୍ୟରେ କେତେକ ସ୍ୱତନ୍ତ୍ର କଟକଣା ଜାରି କରିଛନ୍ତି। କଟକଣା ଉଲଘଂନ କଲେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି। ଏହି କ୍ରମରେ ଶୁକ୍ରବାର ସକାଳ ଠାରୁ ଶନିବାର ସକାଳ ମଧ୍ୟରେ ସାରା...

କଟକର ପ୍ରଥମ କରୋନା ସଂକ୍ରମିତଙ୍କ ଅଞ୍ଚଳରେ ବିଶୋଧନ

କଟକ ଅଫିସ,୪। ୪- କଟକ ସହରରେ ପ୍ରଥମ କରୋନା ସଂକ୍ରମିତ ଶୁକ୍ରବାର ଚିନ୍ହଟ ହୋଇଥିଲେ। ସେ ରହୁଥିବା ସଂପୂର୍ଣ୍ଣ ଅଞ୍ଚଳକୁ କଟକ ମହାନଗର ନିଗମ ପକ୍ଷରୁ ଶନିବାର ବିଶୋଧନ କରାଯାଇଛି। ନିଗମର କର୍ମଚାରୀମାନେ ପୁରା ଅଞ୍ଚଳ ବୁଲି କୀଟନାଶକ ସ୍ପ୍ରେ...

କଟକରେ କଟକଣା ଉଲ୍ଲଂଘନ: ୨୪ ଘଣ୍ଟାରେ ୫୫ ବାଇକ ଜବତ, ୪,୩୫,୦୦୦ ଟଙ୍କା ଜରିମାନା ଆଦାୟ

କଟକ ଅଫିସ,୪।୪- କରୋନା ଭୁତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି। ଏହିସବୁ କଟକଣା ଉଲଘଂନ ଅଭିଯୋଗରେ କଟକ ପୋଲିସ ଶୁକ୍ରବାର ସକାଳ ୯ଟା ଠାରୁ ଶନିବାର ସକାଳ ୯ଟା ଭିତରେ ୧୩ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri