କଟକ

କରୋନା ମୁକାବିଲା ପାଇଁ ଏସ୍‌ସିବି ପ୍ରସ୍ତୁତ

କଟକ ଅଫିସ, ୧୪।୩: ଚାଇନାରୁ ସୃଷ୍ଟି ହୋଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କଟକ ଏସ୍‌ସିବି ମେଡିକାଲ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏ ନେଇ ଶନିବାର ଜରୁରିକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ତାଙ୍କ...

‘ସତର୍କ ରହିଲେ ମୁକାବିଲା କରିହେବ’

କଟକ ଅଫିସ, ୧୪।୩: ରାଜ୍ୟରେ କରୋନା ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ବାଟାଲିୟନ୍‌, ବାରାକ୍ସ ଓ ବିଭିନ୍ନ ପୋଲିସ ପ୍ରତିଷ୍ଠାନକୁ କରୋନା ଭୟ ରହିଥିବାରୁ ଏଥିପାଇଁ ସତର୍କ ହୋଇପଡିଛି ପୋଲିସ...

କସର୍ଦା ଫାଣ୍ଡିକୁ ବୋମା ମାଡ଼, ଅଭିଯୁକ୍ତ ଗିରଫ

ନିଆଳି,୧୪।୩(ଡି.ଏନ୍‌.ଏ.): ନିଆଳି ଥାନା ଅନ୍ତର୍ଗତ ଦେବୀ-କନ୍ଦଳ ଦ୍ୱୀପାଞ୍ଚଳର କସର୍ଦା ଫାଣ୍ଡି ଉପରକୁ ବୋମାମାଡ଼ କରିବା ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ କର୍ସଦା ଗ୍ରାମର ଦିଲୀପ ପ୍ରଧାନ। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ରାତିରେ...

ସିନେମା ହଲ୍‌, ଜିମ୍‌ରେ କରୋନା ପ୍ରଭାବ

କଟକ ଅଫିସ,୧୪।୩: କରୋନା ଭୂତାଣୁ ସଂକ୍ରମଣର ଭୟ ଏବେ ସମଗ୍ର ବିଶ୍ୱକୁ ଚିନ୍ତିତ କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଜନସମାଗମକୁ ଏଡାଇବା ଏହି ପଦକ୍ଷେପର ମୂଳଲକ୍ଷ୍ୟ।...

ବିଚାର ହେବନି ଏକକାଳୀନ ୧୦ରୁ ଊର୍ଦ୍ଧ୍ୱ ମାମଲା

କଟକ ଅଫିସ୍‌,୧୪।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟ ଏବଂ ରାଜ୍ୟର ଅନ୍ୟ କେତେକ ହାଇକୋର୍ଟ ଭଳି ଓଡ଼ିଶା ହାଇକୋର୍ଟ ମଧ୍ୟ ଶୁକ୍ରବାର ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ହାଇକୋର୍ଟ ପରିସରରେ ଅଯଥା ଗହଳି ନ କରିବା ଏବଂ ଏକକାଳୀନ...

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

କଟକ ଅଫିସ,୧୪।୩: ଚାଉଳିଆଗଞ୍ଜ ଅଞ୍ଚଳରେ ଥିବା ଏକ ହଷ୍ଟେଲରୁ ଶୁକ୍ରବାର ପୋଲିସ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କନ୍ଧମାଳ ଜିଲା ବ୍ରାହ୍ମଣିଗଁ। ଥାନା ଅଞ୍ଚଳର ଅରୁଣ ଉଥାନ ସିଂହଙ୍କ ଝିଅ ପ୍ରୀୟା ଉଥାନ ସିଂହ(୧୨)। ତାଙ୍କ...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର, ଯୁବକ ଗିରଫ

ନିଆଳି,୧୪।୩ (ଡି.ଏନ୍‌.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ପରିଡା(କୁନା)।...

‘ପ୍ରୋତ୍ସାହନ ନ ମିଳିଲେ ବୁଡ଼ିଯିବ ଛଉନୃତ୍ୟ’

କଟକ ଅଫିସ,୧୪।୩: ଓଡ଼ିଶା ମାଟିର ନିଜସ୍ବ ଲୋକନୃତ୍ୟ ହେଉଛି ଛଉ। ମୟୂରଭଞ୍ଜରେ ଏହି କଳାର ଉତ୍ପତ୍ତି। ଭାରତର ସମସ୍ତ ଲୋକନୃତ୍ୟଗୁଡ଼ିକ ଭିତରେ ଛଉନୃତ୍ୟର ସ୍ଥାନ ମଧ୍ୟ ସ୍ବତନ୍ତ୍ର। ପଣ୍ଡିତ ଗୁରୁ ଶ୍ୟାମା ଚରଣ ଏଯାବତ୍‌ ୬୮ଟି ରାଷ୍ଟ୍ରରେ ଛଉନୃତ୍ୟ ପରିବେଷଣ...

ଏସ୍‌ସିବିରେ ୨ ସ୍ବାଇନ୍‌ ଫ୍ଲୁ ସନ୍ଦିଗ୍ଧ

କଟକ ଅଫିସ,୧୪।୩: କଟକ ଏସ୍‌ସିବି ମେଡିକାଲରେ ସ୍ବାଇନ୍‌ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଦୁଇଜଣ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ର ସହରର ଏକ କଲେଜରେ ପଢୁଛନ୍ତି। ଏହି ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ଜଣଙ୍କୁ ଅବଜର୍‌ଭେସନ୍‌ରେ ରଖାଯାଇଥିବା...

କରୋନା ମୁକାବିଲା ପ୍ରସ୍ତୁତି: ଔଷଧ, ଷ୍ଟାଫ୍‌ ମାଗିଲା ଏସ୍‌ସିବି

କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍‌ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ ଓ ଷ୍ଟାଫ୍‌ ଯୋଗାଇ ଦେବାକୁ ଏସ୍‌ସିବି ମେଡିକାଲ ଅଧିକ୍ଷକଙ୍କ ପକ୍ଷରୁ ଶୁକ୍ରବାର ଡିଏମ୍‌ଇଟିଙ୍କୁ...

ପାଟ୍ରୋଲିଂ ସମୟରେ ଚୋରା ଗାଡ଼ି ଧରିଲା ପୋଲିସ

ଆଠଗଡ଼,୧୩।୩(ସ୍ବ.ପ୍ର.): ଚୋରଙ୍କୁ ଅଡୁଆ ଏବେ ପୋଲିସର ଚେକିଂ। ଏହାର ପ୍ରଭାବ ଆଠଗଡ଼ରେ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ଏକ ଚାରିଚକିଆ ଚୋରା ଗାଡ଼ିକୁ ଦୁର୍ବୃତ୍ତମାନେ ଆଠଗଡ଼ ରଥଗଡ଼ା ଛକଠାରେ ଛାଡ଼ି ଫେରାର ହୋଇଯାଇଥିଲେ। ଏହାକୁ ପାଟ୍ରୋଲିଂ କରୁଥିବା ପୋଲିସ ଉଦ୍ଧାର...

କାଠଯୋଡ଼ିରୁ ଅଚିହ୍ନା ମୃତଦେହ ଉଦ୍ଧାର: ହୋଲିରେ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ

କଟକ ଅଫିସ,୧୩।୩: ସହରର ସୁଭାଷ ସେତୁ ନିକଟସ୍ଥ କାଠଯୋଡ଼ି ନଦୀରୁ ଶୁକ୍ରବାର ମଧ୍ୟାହ୍ନରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସିଡିଏ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଏହି ମୃତଦେହ ଉଦ୍ଧାର କରିଥିବା ବେଳେ ମୃତକଙ୍କର କୌଣସି ପରିଚୟ ମିଳିପାରିନାର୍ହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri