କଟକ

କାଠଯୋଡ଼ିରୁ ଅଚିହ୍ନା ମୃତଦେହ ଉଦ୍ଧାର: ହୋଲିରେ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ

କଟକ ଅଫିସ,୧୩।୩: ସହରର ସୁଭାଷ ସେତୁ ନିକଟସ୍ଥ କାଠଯୋଡ଼ି ନଦୀରୁ ଶୁକ୍ରବାର ମଧ୍ୟାହ୍ନରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସିଡିଏ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଏହି ମୃତଦେହ ଉଦ୍ଧାର କରିଥିବା ବେଳେ ମୃତକଙ୍କର କୌଣସି ପରିଚୟ ମିଳିପାରିନାର୍ହିଁ।...

ଲାଞ୍ଚ ନେଇ କନିଷ୍ଠ କିରାଣି ଗିରଫ

କଟକ ଅଫିସ,୧୩।୩: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ କଟକ କାଜିବଜାରସ୍ଥିତ ଭକ୍ତମଧୁ ବିଦ୍ୟାପୀଠର କନିଷ୍ଠ କିରାଣି ନାରାୟଣ ସାହୁଙ୍କୁ ଗୁରୁବାର ଭିଜିଲାନ୍ସ ବିଭାଗ ଗିରଫ କରି କୋର୍ଟଚାଲାଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ସହକାରୀ ଶିକ୍ଷକ ସୁମନ୍ତ କୁମାର...

ଅଧାବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ, ମଙ୍ଗୁଳା ରହିଲେ କନ୍ୟା

ଆଠଗଡ଼,୧୨।୩(ସ୍ବ.ପ୍ର.): କଟକ ଜିଲା ବାଙ୍କି ଥାନା ଅନ୍ତର୍ଗତ କଦଳୀବାଡ଼ି ଗ୍ରାମରେ ଜମିଜମା ଗଣ୍ଡଗୋଳକୁ ନେଇ ୨୦୧୮ ଫେବୃୟାରୀ ୭ ତାରିଖରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଉକ୍ତ ହତ୍ୟାକାଣ୍ଡରେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ତାଳବରକୋଟ ଗ୍ରାମର ରମେଶ ସ୍ବାଇଁଙ୍କ ପୁଅ...

ସଂଶୋଧିତ ମୋଟର ଯାନ ଆଇନ: ୧୦ଦିନରେ କଟିଲା ୨୩ ହଜାର ଚାଲାଣ

କଟକ ଅଫିସ,୧୨ା୩: ଓଡ଼ିଶାରେ ସଂଶୋଧିତ ମୋଟରଯାନ ଆଇନ ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟବ୍ୟାପୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) ଏବଂ ପୋଲିସ ତରଫରୁ ବ୍ୟାପକ ଯାଞ୍ଚ ଏବଂ ଜରିମାନା ଆଦାୟ କରାଯାଉଛି। ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ତରଫରୁ ମିଳିଥିବା...

ଏସ୍‌ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍‌

କଟକ ଅଫିସ୍‌,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ରହିଛି। ସେମାନଙ୍କ ମଧ୍ୟରୁ ୪ଜଣଙ୍କୁ ବୁଧବାର ଡିସ୍‌ଚାର୍ଜ କରାଯାଇଛି। ସେମାନଙ୍କ...

ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର ମାର୍ଗଠାରେ ବୁଧବାର ଲୋକାର୍ପିତ କରାଯାଇଛି। ସ୍ବର୍ଗତ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ...

ଅନିଶ୍ଚିତତାରେ ଚିଟ୍‌ଫଣ୍ଡ କ୍ଷୁଦ୍ର ଜମାକାରୀଙ୍କ ଭାଗ୍ୟ

କଟକ ଅଫିସ୍‌,୧୨ା୩: ଓଡ଼ିଶାରେ ଚିଟ୍‌ଫଣ୍ଡ ଏକ ରାଜନୈତିକ ପ୍ରସଙ୍ଗ ହୋଇଆସିଛି। ସରକାରଙ୍କୁ ଘେରିବା ପାଇଁ ବିରୋଧୀମାନେ ଚିଟ୍‌ଫଣ୍ଡ ଅସ୍ତ୍ରକୁ ପୂର୍ବରୁ ବ୍ୟବହାର କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୧୩ ଜୁଲାଇ ୯ରେ ତଦନ୍ତ କମିଶନ ଗଠନ କରିଥିଲେ...

ହୋଲି ଖେଳସାରି କାଠଯୋଡ଼ିରେ ଗାଧୋଇବା ବେଳେ ବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ନରାଜ,୧୦।୩ (ଡି.ଏନ୍‌.ଏ.): ହୋଲିରେ ରଙ୍ଗ ଖେଳି ଗାଧୋଇବା ବେଳେ କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ବ୍ୟାରେଜ ଅରିଲ ଗ୍ରାମ ନିକଟ କାଠଯୋଡ଼ି ନଦୀରେ ବୁଡି ମଙ୍ଗଳବାର ଜଣେ ବାଳକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଭୁବନେଶ୍ୱରର ଏକ...

ହୋଲି ପରେ ଗାଧୁଆ: କାଠଯୋଡ଼ିରେ ବୁଡ଼ି ଦୁଇ ବାଳକ ମୃତ

କଟକ ଅଫିସ/କଟକ ସଦର(ଡି.ଏନ୍‌.ଏ.),୧୦।୩: କଟକ ନିକଟ ୪୨ମୌଜାର କାଠଯୋଡ଼ି ନଦୀରେ ବୁଡି ମଙ୍ଗଳବାର ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି। ମୃତକଦ୍ବୟ ହେଲେ ନିଶାନ୍ତ ପାଢ଼ୀ ଏବଂ ଶୁଭମ କୁମାର ବେହେରା। ଉଭୟଙ୍କ ଘର ନେତାଜୀ ନଗର ହୋଇଥିବା ବେଳେ ସେମାନେ...

ଭୋର ୪ଟାରେ କଟକରେ ପହଞ୍ଚିଲେ ୫-ଟି ସଚିବ: ଖାନନଗରକୁ ଘୁଞ୍ଚିବ ବାଦାମବାଡ଼ି ବସ୍‌ଷ୍ଟାଣ୍ଡ

କଟକ ଅଫିସ୍‌,୧୦ା୩: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଭୋର ପ୍ରାୟ ୪ଟା ବେଳେ କଟକ ବାଦାମବାଡ଼ିରେ ପହଞ୍ଚିଥିଲେ । ବାଦାମବାଡ଼ି ବସ୍‌ଷ୍ଟାଣ୍ଡର ଉନ୍ନତୀକରଣ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ବସ୍‌ଷ୍ଟାଣ୍ଡରେ ଯାତ୍ରୀଙ୍କ...

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର...

ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା

କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍‌ରେ ଲେଖାଯାଇଛି, ରାଜ୍ୟବ୍ୟାପୀ ବିଭିନ୍ନ ଥାନା ଦାୟିତ୍ୱରେ ବର୍ତ୍ତମାନ ୧୦୩ ଜଣ ଇନ୍ସପେକ୍ଟର ଏବଂ ସବ୍‌ଇନ୍ସପେକ୍ଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri