କଟକ ଅଫିସ,୨୩ା୩- କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ହାଇକୋର୍ଟ ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ହାଇକୋର୍ଟ ରେଜିଷ୍ଟ୍ରାର୍(ଜୁଡିସିଆଲ୍) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସରକାର ୧୪ଟି ଜିଲା ପାଇଁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଆସନ୍ତା ୨୯ତାରିଖ...
କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ପକ୍ଷରୁ ଅଧୀନସ୍ଥ କୋର୍ଟଗୁଡିକ ପାଇଁ ସୋମବାର ନୂତନ ନିର୍ଦ୍ଦେଶନାମା ଜାରି...
କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ। ଆସନ୍ତ ୩୧ ତାରିଖ ପର୍ଯ୍ୟନ୍ତ ଆଉ କୌଣସି ମାମଲା ତାଲିକାଭୁକ୍ତ ହେବ...
Archives
Model This Week
ପିଲାଙ୍କ ଧରିତ୍ରୀ