କଟକ

ଦରଘା ପ୍ରବେଶଦ୍ୱାର ଭଙ୍ଗାବେଳେ ଉତ୍ତେଜନା

କଟକ ଅଫିସ,୨୦ା୨: ଏସ୍‌ସିବି ମେଡିକାଲର ଉନ୍ନତୀକରଣ ଏବଂ ସମ୍ପ୍ରସାରଣ ପାଇଁ ଆଖପାଖ ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ଯୋବ୍ରା ଅଞ୍ଚଳରେ ଉଚ୍ଛେଦବେଳେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଦର୍‌ଘା ଉଚ୍ଛେଦବେଳେ ଅଞ୍ଚଳବାସୀ ବିରୋଧ କରିଥିଲେ। ୱାକ୍‌ଫ ବୋର୍ଡ଼ର...

ବୁଧବାରଠୁ ମାଟ୍ରିକ ପରୀକ୍ଷା: କପି ରୋକିବାକୁ ୧୦୦୦ କେନ୍ଦ୍ରରେ ସିସିଟିଭି କ୍ୟାମେରା, ୪ସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା

କଟକ ଅଫିସ,୧୮ା୨- ବୁଧବାରଠାରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷା ଗୋଟିଏ ଦିନରୁ ହିଁ ଆରମ୍ଭ ହେବ। ଚଳିତବର୍ଷ ମୋଟ୍‌ ୨୮୮୮...

କାଠଫାଳିଆରେ ପିଟି ଶାଶୁଙ୍କୁ ହତ୍ୟା

କଟକ ଅଫିସ,୧୭ା୨: କଟକ ସହରର ଓଏମ୍‌ପି ଛକ ନିକଟସ୍ଥ ଗୋର୍ଖା କଲୋନୀରେ ରବିବାର ସକାଳେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ଜ୍ୱାଇଁ ତାଙ୍କ ଶାଶୁଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଥିବା...

ନବଜାତକ ପେଟ ବାହାରେ ପାକସ୍ଥଳୀ: ଚିକିତ୍ସା ପାଇଁ ଶିଶୁଭବନରେ ଭର୍ତ୍ତି

କଟକ ଅଫିସ,୧୭ା୨: କଟକ ଶିଶୁଭବନରେ ଜଣେ ନବଜାତକଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତାଙ୍କ ପେଟ ବାହାରକୁ ଲମ୍ବି ଆସିଛି ଅନ୍ତଃନଳୀ ଓ ପାକସ୍ଥଳୀ। ଶିଶୁଭବନ ଆଶୁ ଚିକିତ୍ସା କେନ୍ଦ୍ରର ୩୫ନଂ. ବେଡରେ ଉକ୍ତ ନବଜାତକଙ୍କୁ ରଖାଯାଇଛି। ଖୁବ୍‌ଶୀଘ୍ର ଅସ୍ତ୍ରୋପଚାର...

ଦଣ୍ଡ ଭୟ

ଆମ ସମାଜରେ ଦେଖାଯାଏ, ଅନେକେ ଅଭ୍ୟାସଗତ ଆଇନ ଭଙ୍ଗକାରୀ। ଛେପ ପକାଇବାକୁ ଯେଉଁଠି ବାରଣଥିବ, ସେଠାରେ ହିଁ ସେମାନେ ଛେପ ପକାଇବେ। କିନ୍ତୁ ତା’ ପାଖରେ ଦେବଦେବୀଙ୍କ ଫଟୋଟିଏ ଲାଗିଗଲେ ଛେପ ପକାଇବା ବନ୍ଦ ହୋଇଯାଏ। କାରଣ ପାପ ଲାଗିବ,...

ଅନ୍‌ଲାଇନ୍‌ ଠକେଇ: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ଆକାଉଣ୍ଟରୁ ୧୫ ହଜାର ଗାଏବ

କଟକ ଅଫିସ,୧୬।୨: ଅନ୍‌ଲାଇନ ଠକେଇର ଶିକାର ହୋଇଛନ୍ତି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଆଇଏସ୍‌ଟି ବିଭାଗ ସ୍ନାତକ ତୃତୀୟ ବର୍ଷର ଛାତ୍ର କୈଳାସ ବେହେରା। ତାଙ୍କ ଆକାଉଣ୍ଟରୁ କେହି ଦୁର୍ବୃତ୍ତ ୧୫ ହଜାର ଟଙ୍କା ଠକି ନେଇଥିବା ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, କୈଳାସଙ୍କ...

ବାଙ୍କୀରେ ଡବଲ ମର୍ଡର: ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.): କଟକ ଜିଲା ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ...

ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ ଅଫିସ,୧୫।୨- କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟର ତୃତୀୟ ମହଲାରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଦିବା ପ୍ରାୟ ସାଢ଼େ ୧୨ଟା ବେଳେ ତୃତୀୟ ମହଲାର ଶୌଚାଳୟରୁ ଧୂଆଁ ବାହାରୁଥିବା କର୍ମଚାରୀମାନେ ଦେଖିଥିଲେ। ଏ ନେଇ ଅଗ୍ନିଶମ ବିଭାଗକୁ...

ଶହୀଦ ମନୋଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ନିଆଳି, ୧୫।୨ (ଡି.ଏନ୍‌.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍‌ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଆ ଯବାନ କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ରତନପୁରର ମନୋଜ ବେହେରା ଶହୀଦ ହୋଇଥିଲେ। ଶହୀଦ ଦିବସ ଅବସରରେ ଶୁକ୍ରବାର ମନୋଜଙ୍କ...

ଏସ୍‌ସିବି ମେଡିକାଲରେ ଖୋଲିଲା ଜରୁରୀକାଳୀନ ଲୋକସମ୍ପର୍କ କାର୍ଯ୍ୟାଳୟ

କଟକ ଅଫିସ,୧୫।୨: କଟକ ଏସ୍‌ସିବି ମେଡିକାଲ ପରିସରରେ ୨୪ ଘଣ୍ଟିଆ ଜରୁରିକାଳୀନ ଲୋକ ସମ୍ପର୍କ କାର୍ଯ୍ୟାଳୟ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍‌ଘାଟନ କରି କହିଛନ୍ତି, ଦୁର୍ଘଟଣାର ଶିକାର ହୋଇ ଏସ୍‌ସିବି ମେଡିକାଲରେ ଭର୍ତ୍ତି...

ସ୍ମିତାରାଣୀ ମୃତ୍ୟୁ ମାମଲା: ହାଇକୋର୍ଟରୁ ଜାମିନ ଆବେଦନ ପ୍ରତ୍ୟାହାର କଲେ ରୂପେଶ

କଟକ ଅଫିସ,୧୩।୨: ଯାଜପୁର ଜିଲା ଧର୍ମଶାଳା ବ୍ଳକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରୂପେଶ ଭଦ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ଗୁରୁବାର କୋର୍ଟରୁ ସେ ଜାମିନ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି।...

ଭଙ୍ଗାହେଲା ୧୦ ମନ୍ଦିର

କଟକ ଅଫିସ,୧୩ା୨: କଟକସ୍ଥ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ସଂପ୍ରସାରଣ ଓ ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କ୍ରମରେ ଏହାର ଆଖପାଖ ଅଞ୍ଚଳକୁ ଖାଲି କରାଯାଉଛି। ଏ ନେଇ ବୁଧବାରଠାରୁ ତୃତୀୟ ପର୍ଯ୍ୟାୟ ଉଚ୍ଛେଦ ଅଭିଯାନ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri