କଟକ

ପୋଲିସ ଜାଣତରେ ଦେହ ବ୍ୟବସାୟ

କଟକ ଅଫିସ,୭।୨: କଟକ ରେଳଷ୍ଟେଶନ ନିକଟରେ ବେଧଡକ ଭାବେ ଚାଲିଛି ସେକ୍ସ ର଼୍ୟାକେଟ୍‌। ଏହି ବେଆଇନ କାର୍ଯ୍ୟ ସମ୍ପର୍କରେ ପୋଲିସକୁ ଅଛପା ନାହିଁ। ପିସିଆର ଭ୍ୟାନ ଏହି ଅଞ୍ଚଳ ଦେଇ ନିୟମିତ ପାଟ୍ରୋଲିଂ କରୁଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ। ଏ...

ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥିନିମନ୍ତେ ଆଡ୍‌ମିଟ କାର୍ଡ ଗୁରୁବାରଠାରୁ ମିଳିଛି। ବୋର୍ଡ କର୍ତ୍ତୃପକ୍ଷ...

ଏସ୍‌ସିବି ମେଡିକାଲରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ

କଟକ ଅଫିସ,୭।୨: କଟକ ଏସ୍‌ସିବି ମେଡିକାଲରେ ଚଳିତବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଭର୍ତ୍ତି ହୋଇଛନ୍ତି। ୩୦ ବର୍ଷୀୟ ଏହି ଯୁବକଙ୍କ ଘର ଢେଙ୍କାନାଳ ଜିଲାରେ ବୋଲି ଜଣାପଡ଼ିଛି। ପଲ୍ୟୁମନାରୀ ବିଭାଗ ଅଧୀନ ସ୍ବତନ୍ତ୍ର ୱାର୍ଡରେ ସେ ଚିକିତ୍ସିତ ହେଉଥିବାବେଳେ...

କରୋନା ମୁକାବିଲା ଚିନ୍ତା: ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌; ଏସ୍‌ସିବିରେ କରୁଛନ୍ତି ପରିସ୍ଥିତି ଅନୁଧ୍ୟାନ

କଟକ ଅଫିସ,୬।୨: ସାରା ବିଶ୍ୱରେ ପ୍ରାଣଘାତକ କରୋନା ଭୂତାଣୁ ଆତଙ୍କ ଖେଳାଇଥିବା ବେଳେ ଭାରତର କେରଳରେ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛି। ଓଡ଼ିଶାରେ ମଧ୍ୟ କିଛି ରୋଗୀଙ୍କଠାରେ କରୋନା ଲକ୍ଷଣ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ଟିମ୍‌...

ଏସ୍‌ସିବିରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା...

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି ଅଫିସଠାରୁ ଚୂନଭାଟି ଗଳି ଏବଂ ନାଳକଡ଼ ରାସ୍ତାରୁ ଉଚ୍ଛେଦ କରାଯାଉଥିବା ବେଳେ ସ୍ଥାନୀୟ...

୯ ଦିନରେ ଏନ୍‌ବିଡବ୍ଲ୍ୟୁରେ ବନ୍ଧାହେଲେ ୫୧୨୧

କଟକ ଅଫିସ, ୬ା୨: ପୋଲିସ ଡିଜି ଅଭୟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ଜାମିନବିହୀନ ଗିରଫ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ)ଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ଗତ ୨୭ ତାରିଖରୁ ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ...

ନିଯୁକ୍ତି ବ୍ୟବସ୍ଥାରେ ସ୍ବଚ୍ଛତା ପ୍ରୟାସ: ଓପିଏସ୍‌ସି ଆରମ୍ଭ କଲା ୱେବ୍‌ପୋର୍ଟାଲ

କଟକ ଅଫିସ୍‌, ୬ା୨: ସରକାରୀ ପଦ ପଦବୀ ଲାଗି ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଦିଗରେ ପଦକ୍ଷେପ ନେଇଛି ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)। ବୁଧବାର ଓପିଏସ୍‌ସି ପକ୍ଷରୁ ଅତ୍ୟାଧୁନିକ ୱେବ୍‌ପୋର୍ଟାଲ ବା କମ୍ପ୍ରେହେନ୍‌ସିଭ୍‌ ସିଲେକ୍ସନ୍‌ ମ୍ୟାନେଜମେଣ୍ଟ ସିଷ୍ଟମ୍‌ (ସିଏସ୍‌ଏମ୍‌ଏସ୍‌)...

ଓପିଏସ୍‌ସିର ନୂଆ ପୋର୍ଟାଲ ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କୁ ମିଳିବ ସମସ୍ତ ତଥ୍ୟ

କଟକ ଅଫିସ,୫।୨: ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)ର ନୂଆ କମ୍ପ୍ରେନସିଭ୍‌ ସିଲେକ୍ସନ ମ୍ୟାନେଜମେଣ୍ଟ ସିଷ୍ଟମ (ସିଏସ୍‌ଏମ୍‌ଏସ୍‌) ପୋର୍ଟାଲ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ପୋର୍ଟାଲରେ ଆଶାୟୀ ଛାତ୍ରୀଛାତ୍ରଙ୍କୁ ଓପିଏସ୍‌ସିର ସମସ୍ତ ତଥ୍ୟ ମିଳିପାରିବ। ଏପରିକି ଏଥିରେ ପଞ୍ଜୀକରଣ ବେଳେ ପରୀକ୍ଷାର୍ଥୀଙ୍କୁ...

ଏସ୍‌ସିବି ପୁନର୍ବିନ୍ୟାସ: ଉଚ୍ଛେଦ ପରେ ୫୫ଜଣଙ୍କୁ କ୍ଷତିପୂରଣ ପ୍ରଦାନ

କଟକ ଅଫିସ, ୪।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ନବକଳେବର ଲାଗି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଏସ୍‌ସିବି ଚାରିପଟରୁ ଉଚ୍ଛେଦ କରାଯିବା ପରେ କ୍ଷତିପୂରଣ ପ୍ରଦାନ କରାଯାଇଛି। ପ୍ରଶାସନ ପକ୍ଷରୁ ମୋଟ ୫୫ଜଣଙ୍କୁ...

ନେଗେଟିଭ୍‌ ଆସିଲା ଫୁଲବାଣୀ ଛାତ୍ରଙ୍କ ରକ୍ତ ନମୂନା

କଟକ ଅଫିସ, ୪।୨: ଚାଇନାର ସିଚୁଆନସ୍ଥିତ ସାଉଥ୍‌ ଓ୍ବେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ୍‌ ପଢ଼ୁଥିବା ଫୁଲବାଣୀର ଜଣେ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଥିଲା। ହେଲେ ମଙ୍ଗଳବାର ତାଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ୍‌ ଆସିଛି। ଫଳରେ...

ଏଲ୍‌ଇଡି ଲାଇଟ୍‌ କିଣାରେ ଅନିୟମିତତା: ୭୨ ଘଣ୍ଟାରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

କଟକ ସଦର,୩ା୨(ଡି.ଏନ୍‌.ଏ.): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକୁ ଉଲ୍ଲଂଘନ କରି କଟକସଦର ସମେତ ଜିଲାର ଅଧିକାଂଶ ବ୍ଲକରେ ଏଲ୍‌ଇଡି ଲାଇଟ୍‌ କିଣାଯାଇଥିଲା। ଏ ନେଇ ‘ଧରିତ୍ରୀ’ରେ ଶନିବାର ରିପୋର୍ଟ ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri