କଟକ

ପୁଞ୍ଜିଲାଲଙ୍କୁ ୪ ଦିନିଆ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ

କଟକ ଅଫିସ,୨୨।୧: ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବୁଧବାର ଅନ୍ତରୀଣ ଜାମିନ ମିଳିଛି। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ଲାଗି ହାଇକୋର୍ଟ ତାଙ୍କୁ ୪ ଦିନ ଜାମିନ...

କଟକରେ ବ୍ୟବସାୟୀଙ୍କଠାରୁ ଜାଲନୋଟ ଜବତ, ଜମା ପାଇଁ ବ୍ୟାଙ୍କ ନେଇଥିବା ବେଳେ ଧରାପଡ଼ିଲେ

କଟକ ଅଫିସ,୨୨।୧: ମର୍କତନଗର ଥାନା ପୋଲିସ ବୁଧବାର ଜଣେ ବ୍ୟବସାୟୀଙ୍କଠାରୁ ଜାଲ ନୋଟ ଜବତ କରିଛି। ବ୍ୟବସାୟୀ ଜଣକ ସେକ୍ଟର -୯ରେ ଥିବା ଏସ୍‌ବିଆଇ ଶାଖାରେ ୧ ଲକ୍ଷ ୬୦ହଜାର ଜମା ରଖିବା ଲାଗି ଆଣିଥିଲେ। ଏହି ସମୟରେ ବ୍ୟାଙ୍କ...

କୋଇଲା ବୋଝେଇ ଟ୍ରକ୍‌ ସହ ସ୍କୁଟି ମୁହାଁମୁହିଁ : ୨ ଗୁରୁତର

ନିଶ୍ଚିନ୍ତକୋଇଲି,୨୨।୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା କଟିକଟା ବଜାରରେ ବୁଧବାର ସକାଳେ ଦୁର୍ଘଟଣା ଘଟିଛି। ଏକ କୋଇଲା ବୋଝେଇ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବା ଫଳରେ ସ୍କୁଟି ଚାଳକଙ୍କ ସମେତ ତାଙ୍କ ଭାଇ ଗୁରୁତର ହୋଇଛନ୍ତି। ଗୁରୁତର ହେଲେ କଟିକଟା...

କଟକରେ ୫ଟି ସଚିବ: ବିଭିନ୍ନ ପ୍ରକଳ୍ପର କଲେ ଅନୁଧ୍ୟାନ

କଟକ ଅଫିସ,୨୨।୧: କଟକରେ ପହଞ୍ଚିଛନ୍ତି ୫ଟି ସଚିବ ଭି.ପାଣ୍ଡିଆନ। ବୁଧବାର ସକାଳ ୫ଟାରେ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ମୁଖ୍ୟତଃ ହାଡ଼ିଆପଡାଠାରେ ପ୍ରସ୍ତାବିତ ବରଫି ପ୍ରକଳ୍ପ କାର୍ଯ୍ୟ ଉପରେ ପାଣ୍ଡିଆନ ସମୀକ୍ଷା କରିବା ସହିତ...

ଜାତୀୟ ଚାମ୍ପିୟନ୍‌ଶିପ୍‌ରେ ଭାଗନେବ ହକି ଓଡ଼ିଶା: ହାଇକୋର୍ଟ

କଟକ ଅଫିସ,୨୨ା୧:ଜାତୀୟ ହକି ଚାମ୍ପିୟନ୍‌ଶିପ୍‌ରେ ହକି ଓଡ଼ିଶା ଭାଗ ନେବ। ହାଇକୋର୍ଟ ଦେଇଛନ୍ତି ଏହି ଆଦେଶ। ହକି ଇଣ୍ଡିଆ ପକ୍ଷରୁ ଆସନ୍ତା ୨୩ରୁ ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ଉତ୍ତରପ୍ରଦେଶର ଝାନ୍‌ସିଠାରେ ଜାତୀୟ ହକି ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଉଭୟ...

ରାତି ଅଧରେ ରୋଗୀ ପାଇବେ ମାଗଣା ଔଷଧ

କଟକ ଅଫିସ,୨୨ା୧:ଏଣିକି ରାତି ଅଧରେ ଏସ୍‌ସିବି ମେଡିକାଲକୁ ଆସୁଥିବା ରୋଗୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ। ରୋଗୀଙ୍କୁ ୨୪ ଘଣ୍ଟିଆ ସହାୟତା ଯୋଗାଇବା ପାଇଁ ଦିନରାତି ଖୋଲା ରହିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ର କାଉଣ୍ଟର।...

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ: ଅଧ୍ୟାପକଙ୍କୁ କୋର୍ଟଚାଲାଣ

କଣ୍ଟାପଡା,୨୧।୧(ଡି.ଏନ୍‌.ଏ.): ଟ୍ୟୁଶନ ଲାଗି କୋଚିଂ ସେଣ୍ଟରକୁ ଯାଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଜଣେ ଅଧ୍ୟାପକଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଧ୍ୟାପକ ହେଲେ କଟକ ଜିଲ୍ଲା ଅଡଶପୁର ଉଦୟନାଥ ମହାବିଦ୍ୟାଳୟ ବାଣିଜ୍ୟ...

ଏସ୍‌ସିବି ପ୍ରସୂତି ରୋଗ ବିଭାଗ ହେବ ସେଣ୍ଟର ଅଫ ଏକ୍ସିଲେନ୍ସ

କଟକ ଅଫିସ, ୨୧। ୧: ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଉତ୍କର୍ଷ ପ୍ରତିଷ୍ଠାନ ବା ସେଣ୍ଟର ଅଫ ଏକ୍ସିଲେନ୍ସ ମାନ୍ୟତା ପାଇବ। ୨୧୦ ବେଡ୍‌ ବିଶିଷ୍ଟ ଏହି ବିଭାଗରେ ଏବେ ବିଇଏମ୍‌ଓସି, ଇଏମ୍‌ଓସି, ଦକ୍ଷତା, ନବଜାତ...

ସାର୍ବଜନୀନ ହେଉନି ଜଷ୍ଟିସ୍‌ ସି.ଆର. ପାଲ୍‌ କମିଶନ ରିପୋର୍ଟ: ହାଇକୋର୍ଟରେ ମାମଲା, ସରକାରଙ୍କୁ ନୋଟିସ

କଟକ ଅଫିସ,୨୧।୧ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆନ୍ଦୋଳନ ହୋଇଥିଲା। ଉପରୋକ୍ତ ଅଞ୍ଚଳରେ ବେଞ୍ଚ ପ୍ରତିଷ୍ଠା ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପାଇଁ ଜଷ୍ଟିସ୍‌ ସି.ଆର. ପାଲ୍‌ଙ୍କ ଅଧ୍ୟକ୍ଷତାରେ ୨୦୦୮ ମାର୍ଚ୍ଚ ୧୧ ତାରିଖରେ ଏକ...

କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ

କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ...

ବାଲିଆପାଳ ଆବାସ ଯୋଜନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୮ା୧- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ସରକାରଙ୍କ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଛି। ଏଥିରେ ସରକାରୀ କର୍ମଚାରୀମାନଙ୍କ ଭୂମିକା ରହିଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ...

ବାରବାଟୀ-କଟକ ନିର୍ବାଚନୀ ମାମଲାରେ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୮ା୧: ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ବରିଷ୍ଠ ଆଡଭୋକେଟ ବିଦ୍ୟାଧର ମିଶ୍ର ଶୁକ୍ରବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ଶୁଣାଣି ଅଧାରେ ରହିଥିଲା। ମାମଲାର ପରବର୍ତ୍ତୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri