କଟକ

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି ମହତାବ ଓ କଂଗ୍ରେସ ସୁରେଶ ମହାପାତ୍ରଙ୍କୁ ପ୍ରାର୍ଥୀ କରିଛି। ତେଣୁ ଏଥର ଅଭିଜ୍ଞ...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ କରିବା ସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏଥର ଡିଜିଟାଲ ପ୍ରଚାର ବ୍ୟବସ୍ଥା...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ ଶିବନନ୍ଦନ ୧୪- କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରୁଛି। ଏଠାରେ ଉଭୟ ସି-ଭିଜିଲ୍‌ ଆପ୍‌ ଏବଂ ଟେଲିଫୋନ୍‌ ମାଧ୍ୟମରେ ଆଦର୍ଶ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା...

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଆୟୋଜିତ ସମାବେଶରେ ଏଆଇସିସିର ସାଧାରଣ ସମ୍ପାଦକ ଅଜୟ କୁମାର, କଟକ ନଗର...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଶନିବାର ତାଙ୍କ ନାଁ ସୁପାରିସ କରିଛି ପ୍ରଦେଶ କଂଗ୍ରେସ। ଏନେଇ ଏଆଇସିସିକୁ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା ନିର୍ଦୟତାର ମାମଲାରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏହି ରାୟ ଦେଇଛନ୍ତି। ଯାହା...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର ବିଧାନସଭା ଆସନ ସ୍ଥିତିକୁ ନେଇ ଉଠିଛି ପ୍ରଶ୍ନ। ଦଳ କାହାକୁ ପ୍ରାର୍ଥୀ କରିବ,...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ ଧରି ଚାଲିଥିଲେ ସୁଦ୍ଧା ଶେଷ ହେଉନାହିଁ। ଯଦ୍ୱାରା ପଶ୍ଚିମ ଓଡ଼ିଶାକୁ ସଂଯୋଗ କରୁଥିବା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି । ବାପାଙ୍କ ସହ ମିଶି ନିର୍ବାଚନ ଲଢ଼ିଲେ, ଏଥର ଡବଲ ମାର୍ଜିନରେ ଜିତିବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri