କଟକ

ବାରବାଟୀରେ ଭାରତୀୟ ଦଳର ଅଭ୍ୟାସ: କୋହଲିଙ୍କୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ଼

କଟକ ଅଫିସ,୨୧।୧୨: ରବିବାର ବାରବାଟୀରେ ଖେଳାଯିବ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌। ଏହା ପୂର୍ବରୁ ଶନିବାର ବାରବାଟୀରେ ଅଭ୍ୟାସ ଆରମ୍ଭ କରିଛି ବିରାଟ ବାହିନୀ। ୪ଟି ନେଟ୍ସରେ ଭାରତୀୟ...

ସଙ୍କଟାପନ୍ନ ଅବସ୍ଥାରେ ୪୮ କିଡ୍‌ନୀ ରୋଗୀ

କଟକ ଅଫିସ,୨୧ା୧୨: କଟକ ଏସ୍‌ସିବି ମେଡିକାଲରେ ୪୮ ଜଣ କିଡ୍‌ନୀ ରୋଗୀଙ୍କ ଡାୟାଲିସିସ କରାଯାଉଛି। ମାତ୍ର ଡାୟାଲିସିସ୍‌ ପାଇଁ ଆବଶ୍ୟକ ଫ୍ଲୁଇଡ୍‌ ଏବେ ଏସ୍‌ସିବି ମେଡିକାଲରେ ମାଗଣାରେ ମିଳୁନି। ଅନ୍ୟପକ୍ଷରେ ସରକାରଙ୍କ ସହିତ ସହବନ୍ଧିତ ହୋଇଥିବା ଔଷଧ ଦୋକାନ ଡାୟାଲିସିସ୍‌...

କନ୍ତୋଲରେ ବୋମାମାଡ଼, ଜଣେ ଗୁରୁତର

ଆଠଗଡ଼,୨୦।୧୨(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କନ୍ତୋଲ ବଉଳ ମଣ୍ଡପ ସାହିର ପ୍ରକାଶ କୁମାର ନାୟକଙ୍କ ଘର ଉପରେ ବୋମାମାଡ଼ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପ୍ରକାଶଙ୍କ ଘର ଉପରକୁ ଲଗାତର ୩ଟି ବୋମା ଫିଙ୍ଗିଥିଲେ। ଫଳରେ...

ରବିବାର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତିମ ଦିନିକିଆ, ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ପୋଲିସ ଡିଜି

କଟକ ଅଫିସ,୨୦।୧୨: ରବିବାର କଟକର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ମ୍ୟାଚ୍‌। ଏହା ପୂର୍ବରୁ ଶୁକ୍ରବାର ପୋଲିସ ଡିଜି ଅଭୟ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି। ତାଙ୍କ ସହ ପୋଲିସ କମିଶନର, କଟକ ଡିସିପି...

ଜେଲ୍‌ ଗଲେ ବିଡିଏ ସେକ୍ସନ ଅଫିସର

କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଭୁବନେଶ୍ୱର...

କଟକରେ ଭାଇଚାରା ସବୁବେଳେ ମିଳିବ

କଟକ ସହ ସମ୍ପର୍କ ଯୋଡ଼ିବା ଲୋକେ ଖୁବ୍‌ କମ୍‌। ହେଲେ ଯିଏ ସମ୍ପର୍କ ଯୋଡ଼ିଛି ସେ ଏହାର ଅସଲି ମଜା ପାଇଛି। ଏହି ସହର ଓ ସହରବାସୀଙ୍କୁ ଭୁଲିବାର ପ୍ରଶ୍ନ ଉଠେନି। ଏ ମାଟିର ବାସ୍ନାରେ ଭରି ରହିଥିବା ଭାଇଚାରାକୁ...

ଆସନ୍ତା ୨୨ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: କାଉଣ୍ଟରରେ ଚାଲିଛି ଟିକେଟ ବିକ୍ରି, ରାତିରୁ ଲାଗିଛି ଲମ୍ବା ଲାଇନ

କଟକ ଅଫିସ,୧୯।୧୨: ଆସନ୍ତା ୨୨ ତାରିଖରେ ବାରବାଟୀରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଏକଦିବସୀୟ ତଥା ନିର୍ଣ୍ଣାୟକ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିପାଇଁ ଉଭୟ ଦଳ ଗୁରୁବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ସକାଳୁ...

ଇତିହାସ ଅଧ୍ୟାପକ ପରୀକ୍ଷା ବାତିଲ୍‌ କଲେ ହାଇକୋର୍ଟ: ସାନି ପରୀକ୍ଷା ପାଇଁ ଆଦେଶ

କଟକ ଅଫିସ, ୧୯।୧୨ : ଅଣଅନୁଦାନପ୍ରାପ୍ତ କଲେଜଗୁଡ଼ିକ ନିମନ୍ତେ ୮୧ଟି ଇତିହାସ ଅଧ୍ୟାପକ ପଦବୀ ପାଇଁ ଗତ ମାର୍ଚ୍ଚ ୧୦ ତାରିଖରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମାତ୍ର ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ରହିଥିଲା। ଏ ନେଇ ଅଭିଯୋଗ ହୋଇଥିଲେ...

୨ ସେବା ସମବାୟ ସମିତିରେ ଖୋଲିଲା ଧାନମଣ୍ଡି: ଚାଷୀଙ୍କୁ ହଇରାଣ ନ କରିବାକୁ ନିର୍ଦ୍ଦେଶ

ବଡମ୍ବା,୧୯।୧୨(ଡି.ଏନ୍‌.ଏ): ବଡମ୍ବା ବ୍ଲକ୍‌ ଅନ୍ତର୍ଗତ ଗୋପପୁର ଓ ବଡମ୍ବା ସେବା ସମବାୟ ସମିତି ଆନୁକୂଲ୍ୟରେ ବୁଧବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବଡମ୍ବା ଓ ଗୋପପୁରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥିଭାବେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଯୋଗଦେଇଥିଲେ...

ହାତୀ ଉପଦ୍ରବ, ଲୋକେ ଆତଙ୍କିତ

ଖୁଣ୍ଟୁଣୀ/ ଚୌଦ୍ୱାର, ୧୯।୧୨(ଡି.ଏନ୍‌.ଏ.):ଖୁଣ୍ଟୁଣୀ ଥାନା ଅଧୀନ ଡାଳଭାଗ ଓ ତଳଗଡ଼ ଗ୍ରାମରେ ହାତୀପଲ ପଶି ଫସଲ ନଷ୍ଟ କରିବା ସହ ଧାନ, ପନିପରିବା ଖାଇଦେଇଛନ୍ତି। ଡାଳଭାଗ ଗ୍ରାମର ନିଧି ମହାନ୍ତିଙ୍କ ବାରିରୁ ୬୦ ହଳା ଓ ଲକ୍ଷ୍ମୀଧର ମହାନ୍ତିଙ୍କ ବାରିରୁ...

କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରି-ବିଡିଂ ବୈଠକ: ‘କମ୍ପାନୀ ହାତକୁ ଯିବାକୁ ଲାଗିବ ୨ ମାସ’

କଟକ ଅଫିସ,୧୯।୧୨: କଟକ ମହାନଗର ନିଗମ(ସିଏମ୍‌ସି)ର କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଆହୁତ ଗ୍ଲୋବାଲ ଟେଣ୍ଡରର ବୁଧବାର ପ୍ରି-ବିଡିଂ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ଟି କମ୍ପାନୀର ପ୍ରାୟ ୧୨ଜଣ ପ୍ରତିନିଧି ଯୋଗଦେଇଥିଲେ। ଆସନ୍ତା ୧୪ତାରିଖରେ ଟେକ୍ନିକାଲ ବିଡ୍‌ ବୈଠକ...

ଦୋକାନର ମାଲିକାନା ଦାବି: ମହିଳାଙ୍କ ଧାରଣା

ନିଶ୍ଚିନ୍ତକୋଇଲି,୧୯।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ କଟିକଟା ବଜାରରେ ଥିବା ଏକ ଜଳଖିଆ ଦୋକାନର ମାଲିକାନା ଦାବି କରି ବୁଧବାର ଜଣେ ବୟସ୍କ ମହିଳା ଧାରଣାରେ ବସିଛନ୍ତି। ସେ ହେଲେ ଅସୁରେଶ୍ୱର ପଞ୍ଚାୟତ ଅନ୍ତର୍ଗତ କୁଳଗାଁଇଶାଳ ଗ୍ରାମର ସ୍ବର୍ଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri