କଟକ

ମାଞ୍ଜାସୂତାରେ ଗୁଡ଼ି ଉଡ଼ାଇବା ନିଷେଧ

କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁଡିଉଡା ପାଇଁ ପ୍ରଶାସନ ପକ୍ଷରୁ ୧୦ଟି...

ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ

ବଡମ୍ବା,୧୧ା୧(ଡି.ଏନ୍‌.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ ନିକଟରେ ଶୁକ୍ରବାର ଅପରାହ୍ନରେ ଘଟିଛି ଏହି ଘଟଣା। ଦେଖଣାହାରୀଙ୍କ କହିବା ମୁତାବକ...

ଦେୱାନ ମହମ୍ମଦଙ୍କ ନାମାନୁଯାୟୀ ମହମ୍ମଦିଆ ବଜାର

କଟକ ଅଫିସ,୧୦ା୧: ପ୍ରାଚୀନ ସହର କଟକ। ଏହି ସହରର ପ୍ରତ୍ୟେକ ଗଳିକନ୍ଦିରେ ଲୁଚି ରହିଛି ସାହିତ୍ୟ, ସଂସ୍କୃତି, ଐତିହ୍ୟର ଅଲିଭା ଛିଟା। ବାଉନ ବଜାର ତେପନ ଗଳିର ଏହି ସହରର ପ୍ରତ୍ୟେକ ସାହିବସ୍ତିର ନାଁ ପଛରେ ଲୁଚି ରହିଛି ଚମତ୍କାର...

ମହାରାଷ୍ଟ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବାଙ୍କୀ,୧୦।୧(ବି.ପ୍ର): ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ସୋମବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍କୀ ବ୍ଲକ ଅନ୍ତର୍ଗତ ସହଗଁା ଗୋପାଳପୁର ଗ୍ରାମର ସମୀର କୁମାର ସିଠ(୩୩)। ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ...

ଏରସମା ଫାଶୀଦଣ୍ଡ ମାମଲା:୨୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାରେ ଫାଶୀଦଣ୍ଡ ପାଇଥିବା କାଳିଆ ମାନା ମାମଲା ଉପରେ ଗୁରୁବାର ହାଇକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ କୋର୍ଟରେ...

ବାରିପଦା ଫାଶୀଦଣ୍ଡ ମାମଲା: ୧୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିବା ଘଟଣାର ଅଭିଯୁକ୍ତ ଯାମିନୀକାନ୍ତ ମହନ୍ତଙ୍କୁ ତଳକୋର୍ଟ ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି। ଉକ୍ତ ଫାଶୀ ଦଣ୍ଡାଦେଶ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଜଷ୍ଟିସ ଅକ୍ଷୟ କୁମାର...

ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ନରାଜ,୯।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ସୂଚନାନୁଯାୟୀ, ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନ...

କଳାହାଣ୍ଡି ଜିଲାପାଳ, ଏସ୍‌ପିଙ୍କୁ ହାଇକୋର୍ଟଙ୍କ ଆଦେଶ: ଛତର ଯାତ୍ରାରେ ବଳି ବନ୍ଦ ପାଇଁ ପଦକ୍ଷେପ ନିଅ

କଟକ ଅଫିସ, ୯ା୧: କଳାହାଣ୍ଡି ଜିଲାର ପ୍ରସିଦ୍ଧ ଛତର ଯାତ୍ରାରେ ବଳି ବନ୍ଦ ପାଇଁ ଜିଲାପାଳ, ଏସ୍‌ପି ପଦକ୍ଷେପ ନେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଏଥିପାଇଁ ହାଇକୋର୍ଟଙ୍କ ପକ୍ଷରୁ କେତେକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ...

ରାଜ୍ୟରେ ବନ୍ଦ ହେବ ଓଏସ୍‌ଟିଏଫ୍‌

କଟକ ଅଫିସ, ୯ା୧: ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି (ଓଏସ୍‌ଟିଏଫ୍‌) ବନ୍ଦ ହେବାକୁ ଯାଉଛି। ଫେବୃୟାରୀ ମାସ ଅଧାରୁ ଏହି ଯୋଜନାକୁ ବନ୍ଦ କରାଯିବ। ଓଏସ୍‌ଟିଏଫ୍‌କୁ ସାର୍ବଜନୀନ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମିଶାଇ ଦେବାକୁ...

କଟକରେ ଭାରତ ବନ୍ଦର ଆଶିଂକ ପ୍ରଭାବ

କଟକ ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କଟକରେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସରକାରୀ କାର୍ଯ୍ୟାଳୟ, ବଡ ବଡ ଶପିଂ ମଲ ବନ୍ଦ ରହିଛି।...

ଆଜି ଭାରତ ବନ୍ଦ: ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେବେନି ଓକିଲ

କଟକ ଅଫିସ, ୮।୧: ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏଥିପାଇଁ ଓକିଲମାନେ ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେଇପାରିବେନାହିଁ ବୋଲି ବାର୍‌ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର ହାଇକୋର୍ଟ କାର୍ଯ୍ୟ ବନ୍ଦ ରଖିବାକୁ ବାର୍‌ ଆସୋସିଏଶନ...

ପେସା ପୂଜା, ନିଶା କ୍ରିକେଟ୍‌

ପେଟ ପୋଷେ ପରିଶ୍ରମ। ଭିନ୍ନ ଭିନ୍ନ ପରିଶ୍ରମକୁ ନେଇ ମଣିଷ ଏହାର ନଁା ଦେଇଛି ବୃତ୍ତି। କୁଟୁମ୍ବ ପୋଷିବା ପାଇଁ ମଣିଷ ବାଧ୍ୟରେ ଏକ ବୃତ୍ତିରେ ବାନ୍ଧି ହୋଇ ରହେ। ସହରରେ ବୃତ୍ତିକୁ ଆବୋରି ବଞ୍ଚୁଥିବା ମଣିଷମାନଙ୍କ କାହାଣୀକୁ ନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri