କଟକ

ରବିବାର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତିମ ଦିନିକିଆ, ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ପୋଲିସ ଡିଜି

କଟକ ଅଫିସ,୨୦।୧୨: ରବିବାର କଟକର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ମ୍ୟାଚ୍‌। ଏହା ପୂର୍ବରୁ ଶୁକ୍ରବାର ପୋଲିସ ଡିଜି ଅଭୟ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି। ତାଙ୍କ ସହ ପୋଲିସ କମିଶନର, କଟକ ଡିସିପି...

ଜେଲ୍‌ ଗଲେ ବିଡିଏ ସେକ୍ସନ ଅଫିସର

କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଭୁବନେଶ୍ୱର...

କଟକରେ ଭାଇଚାରା ସବୁବେଳେ ମିଳିବ

କଟକ ସହ ସମ୍ପର୍କ ଯୋଡ଼ିବା ଲୋକେ ଖୁବ୍‌ କମ୍‌। ହେଲେ ଯିଏ ସମ୍ପର୍କ ଯୋଡ଼ିଛି ସେ ଏହାର ଅସଲି ମଜା ପାଇଛି। ଏହି ସହର ଓ ସହରବାସୀଙ୍କୁ ଭୁଲିବାର ପ୍ରଶ୍ନ ଉଠେନି। ଏ ମାଟିର ବାସ୍ନାରେ ଭରି ରହିଥିବା ଭାଇଚାରାକୁ...

ଆସନ୍ତା ୨୨ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: କାଉଣ୍ଟରରେ ଚାଲିଛି ଟିକେଟ ବିକ୍ରି, ରାତିରୁ ଲାଗିଛି ଲମ୍ବା ଲାଇନ

କଟକ ଅଫିସ,୧୯।୧୨: ଆସନ୍ତା ୨୨ ତାରିଖରେ ବାରବାଟୀରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଏକଦିବସୀୟ ତଥା ନିର୍ଣ୍ଣାୟକ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିପାଇଁ ଉଭୟ ଦଳ ଗୁରୁବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ସକାଳୁ...

ଇତିହାସ ଅଧ୍ୟାପକ ପରୀକ୍ଷା ବାତିଲ୍‌ କଲେ ହାଇକୋର୍ଟ: ସାନି ପରୀକ୍ଷା ପାଇଁ ଆଦେଶ

କଟକ ଅଫିସ, ୧୯।୧୨ : ଅଣଅନୁଦାନପ୍ରାପ୍ତ କଲେଜଗୁଡ଼ିକ ନିମନ୍ତେ ୮୧ଟି ଇତିହାସ ଅଧ୍ୟାପକ ପଦବୀ ପାଇଁ ଗତ ମାର୍ଚ୍ଚ ୧୦ ତାରିଖରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମାତ୍ର ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ରହିଥିଲା। ଏ ନେଇ ଅଭିଯୋଗ ହୋଇଥିଲେ...

୨ ସେବା ସମବାୟ ସମିତିରେ ଖୋଲିଲା ଧାନମଣ୍ଡି: ଚାଷୀଙ୍କୁ ହଇରାଣ ନ କରିବାକୁ ନିର୍ଦ୍ଦେଶ

ବଡମ୍ବା,୧୯।୧୨(ଡି.ଏନ୍‌.ଏ): ବଡମ୍ବା ବ୍ଲକ୍‌ ଅନ୍ତର୍ଗତ ଗୋପପୁର ଓ ବଡମ୍ବା ସେବା ସମବାୟ ସମିତି ଆନୁକୂଲ୍ୟରେ ବୁଧବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବଡମ୍ବା ଓ ଗୋପପୁରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥିଭାବେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଯୋଗଦେଇଥିଲେ...

ହାତୀ ଉପଦ୍ରବ, ଲୋକେ ଆତଙ୍କିତ

ଖୁଣ୍ଟୁଣୀ/ ଚୌଦ୍ୱାର, ୧୯।୧୨(ଡି.ଏନ୍‌.ଏ.):ଖୁଣ୍ଟୁଣୀ ଥାନା ଅଧୀନ ଡାଳଭାଗ ଓ ତଳଗଡ଼ ଗ୍ରାମରେ ହାତୀପଲ ପଶି ଫସଲ ନଷ୍ଟ କରିବା ସହ ଧାନ, ପନିପରିବା ଖାଇଦେଇଛନ୍ତି। ଡାଳଭାଗ ଗ୍ରାମର ନିଧି ମହାନ୍ତିଙ୍କ ବାରିରୁ ୬୦ ହଳା ଓ ଲକ୍ଷ୍ମୀଧର ମହାନ୍ତିଙ୍କ ବାରିରୁ...

କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରି-ବିଡିଂ ବୈଠକ: ‘କମ୍ପାନୀ ହାତକୁ ଯିବାକୁ ଲାଗିବ ୨ ମାସ’

କଟକ ଅଫିସ,୧୯।୧୨: କଟକ ମହାନଗର ନିଗମ(ସିଏମ୍‌ସି)ର କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଆହୁତ ଗ୍ଲୋବାଲ ଟେଣ୍ଡରର ବୁଧବାର ପ୍ରି-ବିଡିଂ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ଟି କମ୍ପାନୀର ପ୍ରାୟ ୧୨ଜଣ ପ୍ରତିନିଧି ଯୋଗଦେଇଥିଲେ। ଆସନ୍ତା ୧୪ତାରିଖରେ ଟେକ୍ନିକାଲ ବିଡ୍‌ ବୈଠକ...

ଦୋକାନର ମାଲିକାନା ଦାବି: ମହିଳାଙ୍କ ଧାରଣା

ନିଶ୍ଚିନ୍ତକୋଇଲି,୧୯।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ କଟିକଟା ବଜାରରେ ଥିବା ଏକ ଜଳଖିଆ ଦୋକାନର ମାଲିକାନା ଦାବି କରି ବୁଧବାର ଜଣେ ବୟସ୍କ ମହିଳା ଧାରଣାରେ ବସିଛନ୍ତି। ସେ ହେଲେ ଅସୁରେଶ୍ୱର ପଞ୍ଚାୟତ ଅନ୍ତର୍ଗତ କୁଳଗାଁଇଶାଳ ଗ୍ରାମର ସ୍ବର୍ଗତ...

ଏସ୍‌ସିବି ମେଡିକାଲ: ୟୁଜର୍ସ ପାଣ୍ଠିରୁ ଠକେଇ

କଟକ ଅଫିସ, ୧୯।୧୨: ଏସ୍‌ସିବି ମେଡିକାଲ ୟୁଜର୍ସ ପାଣ୍ଠିରୁ ବଡ଼ଧରଣର ଠକେଇ କରାଯାଇଛି। ମେଡିକାଲରେ ୟୁଜର୍ସ ଫି’ ଆଦାୟ ଦାୟିତ୍ୱରେ ଥିବା ଏକ ଘରୋଇ ସଂସ୍ଥା ଏହି ଠକେଇ କରିଛି। ଲୋକାଲ ଅଡିଟ୍‌ରୁ ଠକେଇ ଧରାପଡ଼ିବା ପରେ ସମ୍ପୃକ୍ତ ଘରୋଇ...

ପୋଲିସ ଉପରକୁ ଗୁଳି ଚାଳନା ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍‌, ଜରିମାନା

କଟକ ଅଫିସ,୧୯।୧୨: ୨୦୧୦ ଜୁନ୍‌ ୨୪ ତାରିଖରେ କଟକ ଓଡ଼ିଆ ବଜାର ନିକଟରେ ଏକ ଗଣ୍ଡଗୋଳ ଘଟିଥିଲା। ଖବରପାଇ ଏଏସ୍‌ଆଇ ପ୍ରିୟବ୍ରତ୍ତ ଦାସଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପିସିଆର ଭ୍ୟାନ୍‌ରେ ସେଠାକୁ ଯାଇଥିଲେ। ମାତ୍ର ଗଣ୍ଡଗୋଳ କରୁଥିବା ସୟଦ୍‌ ଖାନ୍‌...

ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ଟିମ୍‌ ଯାଞ୍ଚ କରିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri