କଟକ

୪୮ ଘଣ୍ଟାରେ ୨ ବୋମାମାଡ଼

କଟକ ଅଫିସ, ୨୩ା୧୧: ଗତ ୪୮ଘଣ୍ଟା ମଧ୍ୟରେ କଟକ କମିଶନରେଟ୍‌ ପୋଲିସ ଅଧୀନ ଦୁଇଟି ସ୍ଥାନରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ସହରବାସୀ ଆତଙ୍କିତ ହୋଇପଡ଼ିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି।...

ମିଲରଙ୍କଠାରୁ ଚାଉଳ ସଂଗ୍ରହରେ ମୁନମୁଖି କାର୍ଯ୍ୟ: ତଦନ୍ତ ନିର୍ଦ୍ଦେଶ ଦେଲେ ସିସିଆଇ

କଟକ ଅଫିସ, ୨୩ା୧୧: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ମନମୁଖି କାର୍ଯ୍ୟର ତଦନ୍ତ ପାଇଁ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ଏହାର ଡାଇରେକ୍ଟର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ...

ଗୁଞ୍ଜନ ଡ୍ୟାନ୍ସ ଏକାଡେମୀର ନୃତ୍ୟ, ସଙ୍ଗୀତ ଉତ୍ସବ ଉଦ୍‌ଘାଟିତ: ଜଗନ୍ନାଥ ମଙ୍ଗଳମ୍‌ରେ ମୁଗ୍ଧ ହେଲେ ଦର୍ଶକ

କଟକ ଅଫିସ,୨୩ା୧୧: ମଞ୍ଚରେ ହେଲା ପହଣ୍ଡି ବିଜେ ଆଉ ରଥଟଣା। ବାଜିଲା ‘ଚତର୍ଭୁଜ ଜଗନ୍ନାଥ କଣ୍ଠ ଶୋଭିତ କୌସ୍ତୁଭ’ ଗୀତ। ଜଗନ୍ନାଥ ମଙ୍ଗଳମ୍‌ ନୃତ୍ୟରେ ସୃଷ୍ଟି ହେଲା ଅପୂର୍ବ ପରିବେଶ। ଗୀତରେ ପ୍ରତି ପଦରେ ଓ ସଙ୍ଗୀତର ତାଳେତାଳେ ଜଗନ୍ନାଥ...

ଇତିହାସ ରଚିଲା ଓଲିଉଡ୍‌: ଆମେରିକାରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ‘ଛବିରାଣୀ’

କଟକ ଅଫିସ,୨୩ା୧୧: ଆଠ ଦଶନ୍ଧି ଅତିକ୍ରମ କରିବା ପରେ ଓଡ଼ିଆ ସିନେ ଜଗତ ତଥା ଓଲିଉଡ୍‌ ଏକ ଭିନ୍ନ ଧରଣରେ ଇତିହାସ ରଚିଛି। ପ୍ରଥମଥର ନିମନ୍ତେ ଓଡ଼ିଶାର ଏକ ଫିଲ୍ମ ଆମେରିକାର ହଲ୍‌ରେ ମୁକ୍ତିଲାଭ କରିବାକୁ ଯାଉଛି। ବହୁ ଚର୍ଚ୍ଚିତ...

ନାଚ ଶିଖାଇ ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ: ୪ ଅଟକ

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ପୀଡିତାଙ୍କ ବାପା ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏକ ଅପେରା ପାର୍ଟିର ଡ୍ୟାନ୍ସ ମାଷ୍ଟର ନାଚ ଶିଖାଇ ଦେବାର ପ୍ରଲୋଭନ...

ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ୍‌ ବିଭାଗ ଜୁନିୟର ଇଞ୍ଜିନିୟର

କଟକ ଅଫିସ,୨୨।୧୧: ଲାଞ୍ଚ ନେବାବେଳେ କଟକ ଗୋଡ଼ିସାହି ବିଦ୍ୟୁତ୍‌ ବିଭାଗ ଜୁନିୟର ଇଞ୍ଜିନିୟର ଭବାନୀ ଶଙ୍କର ମହାନ୍ତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମଙ୍ଗଳାବାଗର ବିଜୟ ପାତ୍ରଙ୍କଠାରୁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଥିଲା।...

ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ ବାଘାମ୍ବର ପଟ୍ଟନାୟକଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ଏହି...

ସରିଛି ବାଲିଯାତ୍ରା, ହେଲେ ଭରିନି ମନ

କଟକ ଅଫିସ, ୨୧।୧୧: ସରିଛି ବାଲିଯାତ୍ରା, ହେଲେ ଭରିନି ମନ। ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଥିଲେ ହେଁ ମହାନଦୀ ପଠା ଚଳଚଞ୍ଚଳ ରହିଛି। ଗୁରୁବାର ବାଲିଯାତ୍ରା ତଳ ପଡ଼ିଆରେ ଗୃହ ଉପକରଣ, ସାଜସଜ୍ଜା ସାମଗ୍ରୀ ଆଦି କିଣିବା...

ଅନ୍ତରୀଣ ଡିଜିପି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କଲେ ସତ୍ୟଜିତ: ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ରାଜ୍ୟ ପୋଲିସର ଅନ୍ତରୀଣ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ କାରାଗାର ଡିଜି ସତ୍ୟଜିତ ମହାନ୍ତି। କଟକ ପୋଲିସ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯିବା ପରେ ବିଧିବଦ୍ଧ ଭାବେ ସେ...

୩୦ରେ ପୂରିବ ସଂଶୋଧିତ ମୋଟରଯାନ ଆଇନ କୋହଳ ଅବଧି: ଡ୍ରାଇଭିଂ ଲାଇସେନ୍ସଧାରୀଙ୍କ ସଂଖ୍ୟା ୭ ଗୁଣ ବୃଦ୍ଧି

କଟକ ଅଫିସ, ୨୧।୧୧: ସଂଶୋଧିତ ମୋଟରଯାନ ଆଇନର କୋହଳ ଅବଧି ନଭେମ୍ବର ୩୦ରେ ପୂରିଯିବ। ଡିସେମ୍ବର ପହିଲାରୁ ରାଜ୍ୟରେ ପୁଣି ଏହି ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏହି କୋହଳ ଅବଧି ମଧ୍ୟରେ ଏକ ବଡ଼ ତଥ୍ୟ ସାମ୍ନାକୁ...

ବାରଙ୍ଗ କାଚ କାରଖାନା ପ୍ରତିଷ୍ଠାତାଙ୍କ ପରଲୋକ

ନରାଜ, ୨୧।୧୧(ଡି.ଏନ୍‌.ଏ.): ବାରଙ୍ଗ କାଚ କାରଖାନାର ପ୍ରତିଷ୍ଠାତା ଯୁଗଳ କିଶୋର ଝୁନଝୁନୱାଲାଙ୍କ ୮୯ ବର୍ଷରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅପରାହ୍ନରେ ତାଙ୍କ ମୃତ୍ୟୁ ଘଟିଛି। କିଛି ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶିଳ୍ପପତି...

ମନ ମୋହିଲା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

କଟକ ଅଫିସ, ୨୧।୧୧: ବାଲିଯାତ୍ରାର ଅନ୍ତିମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚ ଓ ମହାନଦୀ ମଞ୍ଚରେ ଓଡ଼ିିଶାର ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ନେଇ ବିଭିନ୍ନ ନୃତ୍ୟ ଓ ଗୀତ ପରିବେଷଣ କରାଯାଇଥିଲା। ଲୋକେ ଏହି କାର୍ଯ୍ୟକ୍ରମର ମଜା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri