କଟକ

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ବବ୍‌ଲୁ ଆହତ

କଟକ ଅଫିସ୍‌, ୧୧।୧୨: କଟକ ନାରାଜରେ ବୁଧବାର ସକାଳେ ପୋଲିସ ଏନକାଉଣ୍ଟର କରିଛି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡର ମିଳିତ ଭାବେ କରାଯାଇଥିବା ଏହି ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ସଚିନ ପାୱାର ଓରଫ ବବୁଲ ଆହତ ହୋଇଛନ୍ତି। ବବୁଲଙ୍କ...

ଦାୟିତ୍ୱ ନେଲେ ଡିଜିପି ଅଭୟ: ୬ ଦିଗ ଉପରେ ଦେବେ ପ୍ରାଧାନ୍ୟ

କଟକ ଅଫିସ, ୧୦।୧୨:ରାଜ୍ୟରେ ଆଉ ଚାଲିବନି ମାଫିଆ ରାଜ। ଏମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟ ସୋମବାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ...

ପୋଲିସ ଡିଜିପି ଭାବେ ଦାୟିତ୍ୱ ନେଲେ ଅଭୟ

କଟକ ଅଫିସ୍‌, ୯।୧୨:ସୋମବାର ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଭୟ। କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱଗ୍ରହଣ କରିଛନ୍ତି। ଅନ୍ତରୀଣ ଡିଜି ଭାବେ ଅବସ୍ଥାପିତ ସତ୍ୟଜିତ ମହାନ୍ତି ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ନୂଆ...

ସାପକାମୁଡ଼ା ଜାଣିବା ପାଇଁ ନୂଆ ବ୍ୟବସ୍ଥା

କଟକ ଅଫିସ,୯ା୧୨: ସାପ କାମୁଡ଼ାରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯାଉଛି। ତେଣୁ ଏହାର ଫାଇଦା କିଛି ଲୋକ ନେଉଛନ୍ତି। ହୃଦ୍‌ଘାତ କିମ୍ବା ବ୍ରେନ୍‌ ଷ୍ଟ୍ରୋକ୍‌ରେ ମୃତ୍ୟୁବରଣ କରୁଥିବା ରୋଗୀ ସାପ କାମୁଡ଼ାଜନିତ ଦର୍ଶାଇ ସରକାରୀ ସହାୟତା...

ଦାଦାବଟି ଆଦାୟ ଅଭିଯୋଗ: ଯୁବ କଂଗ୍ରେସ ନେତା ଗିରଫ

କଟକ ଅଫିସ, ୯ା୧୨: ଖ୍ରୀଷ୍ଟ ମହାବିଦ୍ୟାଳୟ ଓ ବକ୍ସିବଜାର ଅଞ୍ଚଳରେ ଆତଙ୍କରାଜ ଚଳାଇବା ଏବଂ ଦାଦାବଟି ଆଦାୟ କରିବା ଅଭିଯୋଗରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଯୁବ କଂଗ୍ରେସ ନେତା ସେକ୍‌ ଗୁଲଜାର(୩୪)ଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଏହାସହ...

ସାଧୁ ବେଶରେ ଚୋରି କରି ୨ ଗିରଫ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଚୋରି ପାଇଁ ସାଧୁବେଶ ଭଳି ଅଭିନବ ଉପାୟ ଆପଣେଇବା ଶେଷରେ ମହଙ୍ଗା ପଡ଼ିଛି। ମିଠା କହି ଲୋକଙ୍କ ମନରେ ବିଶ୍ୱାସ ଜନ୍ମାଇ ଘରେ କଳାକନା ବୁଲାଉଥିବା ୨ ଅଭିଯୁକ୍ତଙ୍କୁ ରବିବାର ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ସେମାନେ...

କ୍ୟାମ୍ପସ୍‌ ହାଲଚାଲ୍‌: ପରୀକ୍ଷାଠୁ ପିକ୍‌ନିକ୍‌ ଯାଏ ଚାଲିଛି ଚର୍ଚ୍ଚା

କଟକ ଅଫିସ,୯ା୧୨- ସୋସିଆଲ ମିଡ଼ିଆ ସହ ଅଧିକ ମାତ୍ରାରେ ଜଡ଼ିତ ଯୁବପିଢ଼ି। ଏହି ଜରିଆରେ ଯୁବପିଢିଙ୍କ ପାଖରେ ଦେଶବିଦେଶର ଖବର ସବୁବେଳେ ମହଜୁଦ। ଘଟଣା ହେଉ କି ଦୁର୍ଘଟଣା, ଦେଶର ରାଜନୀତି ହେଉ କି ଅର୍ଥନୀତି। ସବୁ ପ୍ରସଙ୍ଗରେ ଯୁବପିଢି...

ନୋଟ୍‌ ବଦଳ ପାଇଁ କମିଶନ ୨ଲକ୍ଷ ଠକେଇ: ୪ ଗିରଫ

କଟକ ଅଫିସ,୯ା୧୨: ପୁରୀସ୍ଥିତ ଏକ ମଠର କର୍ମଚାରୀ ପରିଚୟ ଦେଇ ନୋଟ୍‌ ଏକ୍ସଚେଞ୍ଜ କରିବା ପାଇଁ କମିଶନ ଦେବାକୁ କହି ୨ଲକ୍ଷ ଟଙ୍କା ଠକି ନେବା ଅଭିଯୋଗରେ ୪ ଆନ୍ତଃଜିଲା ଠକଙ୍କୁ ଚାଉଳିଆଗଞ୍ଜ ପୋଲିସ ଗିରଫ କରି ରବିବାର କୋର୍ଟଚାଲାଣ...

ଖ୍ରୀଷ୍ଟ କଲେଜ ପରିସରରେ କ୍ରିସ୍‌ମାସ କ୍ୟାରୋଲ ଉତ୍ସବ

କଟକ ଅଫିସ,୮।୧୨: କଟକସ୍ଥିତ ଖ୍ରୀଷ୍ଟ କଲେଜ ପରିସରରେ କ୍ରିସ୍‌ମାସ କ୍ୟାରୋଲ ଉତ୍ସବ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି କଟକ ଓଡ଼ିଆ ବାପ୍‌ଟିଷ୍ଟ ଚର୍ଚ୍ଚର ସଭାପତି ଲାଲମୋହନ ରାଉଳ କହିଥିଲେ, କଟକ ଭାଇଚାରା ସଂସ୍କୃତିରେ କ୍ୟାରେଲ ଉତ୍ସବ ଶାନ୍ତି...

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ: ଦୂର ହେଉନି ଅଧ୍ୟାପକ ସଙ୍କଟ, ୨୬୭ ପଦବୀରେ ଅଛନ୍ତି ୯୫

କଟକ ଅଫିସ,୮।୧୨: ରାଜ୍ୟର ଐତିହାସିକ ଶିକ୍ଷାନୁଷ୍ଠାନ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରୁ ଦୂରହେବା ନଁା ଧରୁନି ଅଧ୍ୟାପକ ସଙ୍କଟ। ଦୀର୍ଘବର୍ଷ ଧରି ଏହି ସମସ୍ୟା ଲାଗି ରହିଥିଲେ ମଧ୍ୟ ଏହାର ସ୍ଥାୟୀ ସମାଧାନ କରାଯାଉନାହିଁ। ଶୁକ୍ରବାର ଚଳିତବର୍ଷର ଶେଷ କାର୍ଯ୍ୟନିର୍ବାହୀ ବୈଠକ(ଇସି) ବିଶ୍ୱବିଦ୍ୟାଳୟ...

ରବିବାର ହେଲେ ଖୋଜା ପଡ଼େ ‘ରୟାଲ କ୍ଲବ’

ସାମାଜିକ କାର୍ଯ୍ୟକଳାପ ସହ ଯୋଡ଼ି ହେଉଛନ୍ତି ଯୁବପିଢ଼ି। ଅଧିକରୁ ଅଧିକ ସଂଖ୍ୟାରେ ଯୁବଗୋଷ୍ଠୀ ଏବେ ନିଜକୁ ସମାଜସେବାରେ ସାମିଲ କରୁଥିବା ଦେଖିବାକୁ ମିଳିଲାଣି। ଫଳରେ ଦିନକୁ ଦିନ କ୍ଲବ ସଂଖ୍ୟା ବଢୁଛି। କେତେଜଣ ଯୁବକ ଏକତ୍ରିତ ହୋଇ ତିଆରି କରୁଛନ୍ତି...

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ: ପ୍ରାୟ ୧୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ସୂଚନା

କଟକ ଅଫିସ,୭।୧୨: କଟକ ଜିଲା ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ପ୍ରାୟ ୧୦ଲକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri