କଟକ

ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ଆଇନଜୀବୀ ବିପିନ କୁମାର ଚୌଧୁରୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର...

ଶଯ୍ୟା ଅଭାବ, ଚଟାଣରେ ରୋଗୀ

କଟକ ଅଫିସ, ୩୧।୮ – କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍‌ସିବି)ରେ ଦିନକୁ ଦିନ ସମସ୍ୟା ବଢିବାରେ ଲାଗିଛି। ଏହି ହସ୍ପିଟାଲ ଉପରେ କଟକ ସହର ସମେତ ରାଜ୍ୟର ବହୁ ରୋଗୀ ନିର୍ଭର କରିଥାନ୍ତି।...

ଜାମିନ ସର୍ତ୍ତରେ କୋହଳ ଲାଗି ହାଇକୋର୍ଟରେ ସାରଥିଙ୍କ ଆବେଦନ

କଟକ ଅଫିସ, ୩୧ା୮: ପ୍ରାୟ ୪ ବର୍ଷ ଜେଲ୍‌ରେ ରହିବା ପରେ ସାରଥି ବାବା ଓରଫ ସନ୍ତୋଷ ରାଉଳ ଗତ ଜୁଲାଇ ୨୫ରେ ଜାମିନରେ ମୁକୁଳିଥିଲେ। ଏକାଧିକ ସର୍ତ୍ତ ରଖି ହାଇକୋର୍ଟ ସାରଥିଙ୍କୁ ଜାମିନ ଦେଇଥିଲେ। ତେବେ ଉକ୍ତ ସର୍ତ୍ତ...

ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ ଅଫିସ, ୩୧ା୮: ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ଏ. ରବୀନ୍ଦ୍ର ଭଟ୍ଟ ଖୁବ୍‌ଶୀଘ୍ର ସୁପ୍ରିମ୍‌କୋର୍ଟ ବିଚାରପତି ଭାବେ ଯୋଗଦେବେ। ଫଳରେ ରାଜସ୍ଥାନ ମୁଖ୍ୟ ବିଚାରପତିଙ୍କ ପଦ ଖାଲି ପଡ଼ିବ। ତେଣୁ ସୁପ୍ରିମକୋର୍ଟଙ୍କ କଲେଜିୟମ ଏହି ପଦବୀ...

ହାଇକୋର୍ଟରେ ମହିମାଙ୍କ ଜାମିନ ସଂକ୍ରାନ୍ତ ତଥ୍ୟ ଦାଖଲ

କଟକ ଅଫିସ, ୨୯।୮: ସିୱେଜ୍‌ ଶିପିଂ ପରିଚାଳକ ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ଜାମିନ ଆବେଦନ ସମ୍ପର୍କିତ ତଥ୍ୟ ବୁଧବାର ହାଇକୋର୍ଟରେ ଦାଖଲ କରାଯାଇଛି। ଗତ ୧୪ ତାରିଖରେ ଅନୁଷ୍ଠିତ ଶୁଣାଣି ପରେ ବିଚାରପତି ଜଷ୍ଟିସ...

ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ

କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି...

ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅଚାନକ ଚଢ଼ାଉ: ଧରାପଡ଼ିଲେ ୮ ଅଣଛାତ୍ର

କଟକ ଅଫିସ,୨୯।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ବୁଧବାର ରାତି ପ୍ରାୟ ୧୦ଟାରେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ଅଚାନକ ଚଢ଼ାଉ କରିଛନ୍ତି। ଏହି ସମୟରେ ବିଶ୍ୱବିଦ୍ୟାଳୟ ପରିସରରେ ୮ଜଣ ଅଣଛାତ୍ର ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ପୋଲିସ ପଚରାଉଚରା କରି ଛାଡ଼ି...

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା: ପ୍ରସ୍ତୁତିର ସମୀକ୍ଷା କଲେ ଡିଜିପି

କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପୋଲିସ ଡିଜି ବିିଜୟ କୁମାର...

ଦବିଲା କାଠଯୋଡି ବ୍ରିଜ୍‌

କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍‌ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍‌ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍‌ ରାସ୍ତାକଡ଼କୁ ପୋଲିସ କର୍ଡନ କରିଥିବା ସୂଚନା ମିଳିଛି।

ଫୁଲନଖରା ନକଲି ତେଲ କାରଖାନା ଉପରେ ଚଢ଼ାଉ: ମେଶିନ ସହ ବିଭିନ୍ନ ସାମଗ୍ରୀ ଜବତ

ଫୁଲନଖରା,୨୮।୮(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଫୁଲନଖରା ନିକଟ ବମ୍ଫକୁଦଠାରେ ଚାଲିଥିବା ନକଲି ଖାଇବାତେଲ କାରଖାନା ଉପରେ ବୁଧବାର ସକାଳେ ପୋଲିସ ଚଢ଼ାଉ କରିଛି। ଏଥିରେ ୧୦ ହଜାର ଅପମିଶ୍ରିିତ ତେଲ ଟିଣ, ମେଶିନ, ଖାଲି...

କାଡ଼ାନାଳ ଅବରୋଧ ପ୍ରତିବାଦ: କଟକ-ପାରାଦୀପ ରାସ୍ତାରୋକୋ

କଟକ ସଦର,୨୬।୮(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ ବାରାହପାଟ କାଡ଼ାନାଳକୁ ଅବରୋଧମୁକ୍ତ କରିବା ଦାବିରେ ସୋମବାରଠାରୁ ଚାଷୀମାନେ କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି। ଏହି ନାଳକୁ ସଫା କରିବା ସହ ଅବରୋଧ ହଟାଇବା ପାଇଁ ଗତ ୩ ବର୍ଷ ହେବ ସ୍ଥାନୀୟ...

ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍‌.ଆଇ ପରିଜାଙ୍କ ପରଲୋକ

କଟକ ଅଫିସ, ୨୬।୮: ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍‌.ଆଇ ପରିଜାଙ୍କର ସୋମବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri