କଟକ

ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲା:ହାଇକୋର୍ଟଙ୍କ ମୁଖ୍ୟ ଖଣ୍ଡପୀଠକୁ ଗଲା ମାମଲା

କଟକ ଅଫିସ, ୬ା୧୧:ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି କରିବାକୁ ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଅନିଚ୍ଛା ପ୍ରକାଶ କରିଛନ୍ତି। ମଙ୍ଗଳବାର ଏହି ମାମଲାର ଶୁଣାଣି ହେବାକୁ ଥିବାବେଳେ ବିଚାରପତି ଶୁଣାଣି ପାଇଁ ମନା କରିବାରୁ ଏହାକୁ...

ଏସ୍‌ସିବି ମେଡିକାଲ: ଦାୟିତ୍ୱ ନେଲେ ନୂଆ ଅଧୀକ୍ଷକ

କଟକ ଅଫିସ, ୬ା୧୧:ଏସ୍‌ସିବି ମେଡିକାଲର ନୂଆ ଅଧୀକ୍ଷକ ଭାବେ ପ୍ରଫେସର ଡାକ୍ତର ସରୋଜକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଅଧୀକ୍ଷକ ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଫେସର ମହାନ୍ତି ଡିଏମ୍‌ଇଟିର...

ବେଣ୍ଟକାରପଡ଼ା ଛକ ନିକଟରେ ଆକ୍ଟିଭା-କାର୍‌ ଧକ୍କା: ଜଣେ ମୃତ, ଚାଳକ ଗିରଫ

ନରାଜ,୫।୧୧(ଡି.ଏନ୍‌.ଏ.)- କଟକ-ବାଙ୍କୀ ମୁଖ୍ୟରାସ୍ତାର ବେଣ୍ଟକାରପଡ଼ା ଛକ ନିକଟରେ ମଙ୍ଗଳବାର ଏକ କାର୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପୋଲିସ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲାର ଘାଗରାମୁଣ୍ଡା ଗ୍ରାମର ରଞ୍ଜନ ସେଠୀ। ମୃତକ ହେଲେ ବାରଙ୍ଗ ଥାନା...

ଏସ୍‌ସିବି ମେଡିକାଲ: ୫୦୦ରୁ ୨୫୦ ପ୍ରକାର ଔଷଧ ମିଳୁଛି

କଟକ ଅଫିସ, ୩।୧୧: ନିରାମୟ ଯୋଜନାରେ ସରକାର ୫୦୦ରୁ ଊର୍ଦ୍ଧ୍ୱ ପ୍ରକାରର ଔଷଧ ଯୋଗାଇଦେବା ପାଇଁ ବ୍ୟବସ୍ଥା କରିଥିଲେ। ମାତ୍ର ଏବେ ଏସ୍‌ସିବି ମେଡିକାଲରେ ୨୦୦ରୁ ୨୫୦ ପ୍ରକାରର ଔଷଧ ମହଜୁଦ ରହୁଛି। ଜୀବନରକ୍ଷାକାରୀ ଏଆର୍‌ଭି ଇଞ୍ଜେକଶନ (କୁକୁର କାମୁଡ଼ା),...

ଅପହୃତା ନାବାଳିକା ଛାତ୍ରୀ ଉଦ୍ଧାର: ଅଭିଯୁକ୍ତ ଗିରଫ

କଣ୍ଟାପଡା,୨।୧୧(ଡି.ଏନ୍‌.ଏ.): ଓଲଟପୁର ଥାନା ଅଞ୍ଚଳର ଏକ କଲେଜରେ ପାଠ ପଢ଼ୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇ...

ପୂର୍ବତନ ନଗରପାଳଙ୍କ ଶବାଧାରରେ କାନ୍ଧ ଦେଲେ ମନ୍ତ୍ରୀ

ଆଠଗଡ଼,୨।୧୧(ସ୍ବ.ପ୍ର.): ମୃତଦେହକୁ କାନ୍ଧ ଦେଲେ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ ନଗରପାଳ ପ୍ରମଥ ଚନ୍ଦ୍ର ମିଶ୍ରଙ୍କ ଶନିବାର ସକାଳେ ପରଲୋକ ଘଟିଥିଲା। ଏହି ଖବର ପ୍ରଚାରିତ...

ସର୍କୁଲାର ଜାରି କଲେ ପରିବହନ କମିଶନର: ଯେକୌଣସି ଆର୍‌ଟିଓରେ ଡିଏଲ୍‌ ଆବେଦନ କରିହେବ

କଟକ ଅଫିସ, ଭୁବନେଶ୍ୱର,୨ା୧୧ (ବ୍ୟୁରୋ): ଯାନବାହନ ମାଲିକମାନେ ରାଜ୍ୟର ଯେକୌଣସି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ କାର୍ଯ୍ୟାଳୟରେ ନିଜ ଗାଡିର ପଞ୍ଜୀକରଣ କରିବା ସହ ଡ୍ରାଇଭିଂ ଲାଇସେନ୍ସ ପାଇଁ ମଧ୍ୟ ଆବେଦନ କରିପାରିବେ। ରାଜ୍ୟ ପରିବହନ କମିଶନର ସଞ୍ଜୀବ ପଣ୍ଡା ଶୁକ୍ରବାର...

ଶରୀରଦାନ ସତ୍ୟପାଠ କ୍ଷେତ୍ରରେ ନୂଆ ରେକର୍ଡ

କଟକ ଅଫିସ, ୨ା୧୧: ଏସ୍‌ସିବି ମେଡିକାଲ କଲେଜଠାରେ ଶରୀର ତତ୍ତ୍ବ ବିଭାଗକୁ ଶୁକ୍ରବାର ଭାରତ ଶରୀର ଓ ଅଙ୍ଗଦାନ ସମିତି(ବଡି) ପକ୍ଷରୁ ୭୫୦ଟି ଶରୀର ଦାନ ଶପଥ ପତ୍ର ପ୍ରଦାନ କରାଯାଇଛି। ଏହା ସର୍ବଭାରତୀୟ ସ୍ତରରେ ଏକ ରେକର୍ଡ ବୋଲି...

ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧି ମଣ୍ଡଳୀ

କଟକ ଅଫିସ, ୨ା୧୧: କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ଦାବିରେ ଏକ ପ୍ରତିନିଧି ମଣ୍ଡଳୀ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ସହରର ପ୍ରମୁଖ ସଙ୍ଗଠନର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏହି ସମୟରେ ପୂର୍ବତନ ବିଧାୟକ ଦେବାଶିଷ...

ଏସ୍‌ସିବି: ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

କଟକ ଅଫିସ,୨ା୧୧: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ଡେଙ୍ଗୁ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ଘର କୁଜଙ୍ଗ ଅଞ୍ଚଳରେ ବୋଲି ଜଣାପଡିଛି। ସେ ଗତ ସୋମବାର ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥାବସ୍ଥାରେ ଅବନତି ଘଟୁଥିଲା।...

ଆନ୍ଦୋଳନରୁ ଓହରିଲା ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ: ନଭେମ୍ବର ୪ରେ କାର୍ଯ୍ୟରେ ଯୋଗଦେବେ ଓକିଲ

କଟକ ଅଫିସ,୧।୧୧: ବିଭିନ୍ନ ଦାବି ନେଇ ପ୍ରାୟ ଦୁଇ ମାସ ଧରି ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ପକ୍ଷରୁ ଜାରି ରହିଥିବା କୋର୍ଟ ବର୍ଜନ ଆନ୍ଦୋଳନରୁ ଓହରିବାକୁ ଶୁକ୍ରବାର ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର ୪ ତାରିଖରୁ କାର୍ଯ୍ୟରେ ଯୋଗଦେବେ ଓକିଲ।...

ଏସ୍‌ସିବି ମେଡିକାଲ : କାଡାଭରିକ୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା

କଟକ ଅଫିସ,୧।୧୧: ଏସ୍‌ସିବି ମେଡିକାଲରେ କାଡାଭରିକ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ମେଡିକାଲର ଅଡିଟୋରିୟମ ହଲ୍‌ରେ ଏ ନେଇ ଏକ ଉଚ୍ଚସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିରେ ବମ୍ବେର ଅବସରପ୍ରାପ୍ତ ବରିଷ୍ଠ ପ୍ରଫେସର ଡା. ବତ୍ସଳା ତ୍ରିବେଦୀ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri