କଟକ

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିସନ୍‌ ଦାୟର ହୋଇଛି।...

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଘୁଞ୍ଚିଲା

କଟକ,୧୫ା୪(କାର୍ତ୍ତିକ ସାହୁ): ରେଭେନ୍ସା ବିଶ୍ୱବିଦ୍ୟାଳୟର ୟୁଜି ୧ମ ବର୍ଷ ଛାତ୍ରୀଛାତ୍ରମାନେ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବାକୁ କରିଥିବା ଦାବି ଶେଷରେ ଗୃହୀତ ହୋଇଛି। ଆଗାମୀ ଏପ୍ରିଲ ୨୪ତାରିଖରୁ ହେବାକୁ ଥିବା ଏହି ପରୀକ୍ଷାକୁ ଗ୍ରୀଷ୍ମଛୁଟି ପରେ କରିବାକୁ ନିଷ୍ପତ୍ତି ହୋଇଛି।...

ଡିଏସ୍‌ପି ଅଳାବତୀ ଆର୍ଶୁ ମାରାଣ୍ଡିଙ୍କ ଅକାଳ ବିୟୋଗ

କଟକ,୧୫ା୪(କାର୍ତ୍ତିକ ସାହୁ): କଟକସ୍ଥିତ ରାଜ୍ୟ ମାନବାଧିକାର ସୁରକ୍ଷା ପ୍ରକୋଷ୍ଠ (ଏଚ୍‌ଆର୍‌ପିସି)ରେ କାର୍ଯ୍ୟରତ ଥିବା ଡିଏସ୍‌ପି ଅଳାବତୀ ଆର୍ଶୁ ମାରାଣ୍ଡୀ(୫୨)ଙ୍କ ରବିବାର ଅକାଳ ବିୟୋଗ ଘଟିଛି। ସେ ଦୀର୍ଘ ୮ ବର୍ଷ ହେବ ଦୂରାରୋଗ୍ୟରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ। ରାଜ୍ୟ...

ବିରୋଧୀଙ୍କୁ ଟକ୍କର୍‌ ଦବେ ମୋକିମଙ୍କ ଝିଅ! କଟକ ରାଜନୀତିରେ ନୂଅ ଟ୍ବିଷ୍ଟ

କଟକ,୧୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଘୋଷଣା ରାଜନୀତିକୁ ଆହୁରି ଉଷ୍ମ କରୁଛି। କାହାର ଟିକେଟ୍‌...

ହ୍ୟାଟ୍ରିକ୍‌ ଲକ୍ଷ୍ୟରେ ସାରଥି, ଭାଜପାର ଭରସା ନୂଆ ପ୍ରାର୍ଥୀ

ନିିଶ୍ଚିନ୍ତକୋଇଲି,୧୪।୪(ଅଶୋକ କୁମାର ମହାପାତ୍ର)କଟକ ଜିଲା ଅଧୀନ କଟକ ସଦର ବିଧାନସଭା କ୍ଷେତ୍ର ପାଇଁ ଆସନ୍ତା ମେ’୨୫ରେ ନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ବିଧାୟକ ଚନ୍ଦ୍ରସାରଥି ବେହେରାଙ୍କୁ ପ୍ରାର୍ଥୀ କରାଇଥିବା ବେଳେ ଭାଜପା ପ୍ରକାଶ ସେଠୀଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଏଯାବତ୍‌...

ଶକ୍ତି ପ୍ରଦର୍ଶନ କଲେ ଧର୍ମେନ୍ଦ୍ର, ଭର୍ତ୍ତୃହରି, ନୟନ

କଟକ, ୧୪।୪(ଶିଳ୍ପା ପ୍ରିୟଦର୍ଶିନୀ)ଭାଜପାର ମିଶ୍ରଣ ପର୍ବ ଶନିବାର କଲେଜଛକ ଠାରେ ଅନୁଷ୍ଠିତ ହୋଇଯାଇଛି। ସିଡିଏ ବିଜୁ ପଟ୍ଟନାୟକ ପାର୍କ ନିକଟରୁ ପ୍ରଥମେ ଏକ ବାଇକ୍‌ ଶୋଭାଯାତ୍ରା ବାହାରି ବିହାରୀବାଗଠାରେ ପହଞ୍ଚତ୍ଥିଲା। ପରେ କାଳିଆବୁଦାଠାରେ ଥିବା ଗୁରୁଦ୍ୱାରାରେ ପହଞ୍ଚତ୍ ଶିଖ୍‌ ସମ୍ପ୍ରଦାୟର...

ବାରବାଟୀ-କଟକ ବିଜେଡିରେ କନ୍ଦଳ

କଟକ,୧୩ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ଯେତେ ପାଖେଇ ଆସୁଛି ବାରବାଟୀ-କଟକ ବିଜେଡିରେ ସେତେ ମାତ୍ରାରେ ଗୋଷ୍ଠୀ କନ୍ଦଳ ପଦାକୁ ଆସୁଛି। ଯେମିତିକି ଏଠାରେ ଏବେ ଦୁଇ ସଙ୍ଗଠନ କାମ କରୁଥିବା ସାଧାରଣରେ ଆଲୋଚନା ହେଉଛି। ବାରବାଟୀ-କଟକରେ ଗୋଟିଏ ଦିନରେ ଦୁଇଟି କାର୍ଯ୍ୟକ୍ରମ...

ୟୁପିଆଇ ଆଇଡି ଟଙ୍କା କାରବାର ଉପରେ ରହିବ ନଜର

କଟକ,୧୨ା୪ (କାର୍ତ୍ତିକ ସାହୁ) ଆଗାମୀ ମେ’ ଓ ଜୁନ ମାସରେ ଚାରୋଟି ପର୍ଯ୍ୟାୟରେ ହେବାକୁ ଥିବା ସାଧାରଣ ନିର୍ବାଚନ ନିମନ୍ତେ ଓଡ଼ିଶା ପୋଲିସ ପକ୍ଷରୁ ପଡ଼ୋଶୀ ପଶ୍ଚିମବଙ୍ଗ ରାଜ୍ୟର ପୋଲିସ ସହ ଏକ ଆନ୍ତଃରାଜ୍ୟ ସମନ୍ବୟ ବୈଠକ ଶୁକ୍ରବାର ଅନୁଷ୍ଠିତ...

ବିରୂପାରେ ଭାସିଗଲେ ୨ ଯୁବକ

କଟକ,୧୨।୪: ବିରୂପା ନଦୀରେ ଭାସିଯାଇ ୨ ଯୁବକ ମୃତ୍ୟୁ ହୋଇଛି। କଟକ ଏସିବିରେ ୨ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ୨ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା ମିଳିଛି।

କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ

ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ ଜଣେ ଯୁବକଙ୍କର ମୃତଦେହ ଜବତ ହୋଇଥିବା ବେଳେ ଘର ବାହାରେ ଖଣ୍ଡା, ମୋବାଇଲ...

ନିଜକୁ ପ୍ରାର୍ଥୀ ଘୋଷଣା କରି ମାହାଙ୍ଗାରୁ ନିର୍ବାଚନ ଲଢ଼ିବାକୁ କଲେ ଘୋଷଣା

ଭୁବନେଶ୍ୱର,୧୨।୪: ଦଳ ଟିକେଟ ଦେବା ପୂର୍ବରୁ ନିଜକୁ ପ୍ରାର୍ଥୀ ଘୋଷଣା କରିଛନ୍ତି ପିସିସି ସାଧାରଣ ସମ୍ପାଦକ ପ୍ରଦୀପ୍ତ କୁମାର ଦାସ। ଏକ ସାଧାରଣ ସଭାରେ କଟକ ଜିଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ଭାବେ ଲଢିବେ ବୋଲି ପ୍ରଦୀପ୍ତ...

ଭାଜପାରେ କନ୍ଦଳ: ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କୁ ବିରୋଧ

ମାଣିଆବନ୍ଧ, ୧୨।୪(ଅଖିଳ କୁମାର ସାହୁ):କଟକ ଭାଜପା ଏମ୍‌ପି ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଓ ବଡ଼ମ୍ବା ବିଧାୟକ ପ୍ରାର୍ଥୀ ସମ୍ବିତ ତ୍ରିପାଠୀ ଗୁରୁବାର ଦଳୀୟ ଅସନ୍ତୁଷ୍ଟ କର୍ମୀଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ। ମହତାବ ଏମ୍‌ପି ଟିକେଟ ପାଇବା ପରେ ପ୍ରଥମ ଥର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri