ଶୁଟିଂ ସାରି ଫେରୁଥିବାବେଳେ ଅଘଟଣ: ଟ୍ରକ୍କୁ ପିଟିଲା କାର୍, ଜଣେ ମୃତ
କଟକ,୧୯।୬(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ତ୍ରିଶୁଳିଆ କାଜିପାଟଣା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ୍କୁ ପିଟିଦେଇଛି କାର୍। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ...