କଟକ

ଇପିଏଫ୍‌ ପେନ୍‌ସନ୍‌ ବୃଦ୍ଧି ମାମଲାରେ କେନ୍ଦ୍ର ସରକାରଙ୍କୁ ନୋଟିସ

କଟକ,୯ା୪ (କାର୍ତ୍ତିକ ସାହୁ):ଇପିଏଫ୍‌ ପେନ୍‌ସନ୍‌ ବୃଦ୍ଧି ମାମଲାରେ ଜବାବ ଦାଖଲ ଲାଗି ଓଡ଼ିଶା ହାଇକୋର୍ଟ କେନ୍ଦ୍ର ସରକାରଙ୍କ ଶ୍ରମ ଓ ଅର୍ଥ ମନ୍ତ୍ରଣାଳୟ ସଚିବଙ୍କ ସମେତ କେନ୍ଦ୍ରୀୟ ଭବିଷ୍ୟନିଧି ସଙ୍ଗଠନ ଆୟୁକ୍ତଙ୍କୁ ନୋଟିସ ଜାରି କରିଛନ୍ତି। ହାଇକୋର୍ଟ ବିଚାରପତି ଆଦିତ୍ୟ...

କେବଳ ଶଙ୍ଖ ଚିହ୍ନ ପାଇଁ ୬ଥର ହୋଇଛନ୍ତି ଏମ୍‌ପି

କଟକ, ୯ା୪(ଶିଳ୍ପା ପ୍ରିୟଦର୍ଶିନୀ):ବାରବାଟୀ-କଟକ ବିଜେଡିର କର୍ମୀ ସମ୍ମିଳନୀ କଟକ ସାରଳା ଭବନରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ଯୋଗଦେବା ପରେ ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା କଟକ ଲୋକ...

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ

କଟକ,୮ା୪ (କାର୍ତ୍ତିକ ସାହୁ) ତାମିଲନାଡୁ ରାଜ୍ୟର ତ୍ରିଚୀଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଓଡ଼ିଶା ପୋଲିସ୍‌ କନଷ୍ଟେବଳ ପ୍ରମୋଦ କୁମାର ମାଝି(ସି/୨୨୨)ଙ୍କ ଅକାଳ ମୃତ୍ୟୁ ଘଟିଛି। ତ୍ରିଚୀଠାରେ କର୍ତ୍ତବ୍ୟରତ ଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଥିବା...

କଟକରେ ରାଜନୈତିକ ପାଣିପାଗ ଉଷ୍ମ: ଭାଜପା, କଂଗ୍ରେସ ପ୍ରାର୍ଥୀଙ୍କ ନାଁ ଘୋଷଣାକୁ ଅପେକ୍ଷା

କଟକ,୮ା୪(ଶିଳ୍ପା ପ୍ରିୟଦର୍ଶିନୀ):କଟକରେ ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ବାରବାଟୀ-କଟକ ପାଇଁ ବିଜେଡି ପକ୍ଷରୁ ୨ ଦିନ ତଳେ ପ୍ରକାଶ ବେହେରାଙ୍କ ନାମ ଘୋଷଣା କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ।...

ବ୍ୟାପୁଛି ଜଣ୍ଡିସ୍‌: ୨ ଦିନରେ ୧୧ ଚିହ୍ନଟ

କଟକ,୮ା୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସଦର ଥାନା ଅଧୀନ ରାଜେନ୍ଦ୍ର ନଗର ଅଞ୍ଚଳରେ ଜଣ୍ଡିସ୍‌ ବ୍ୟାପିବାରେ ଲାଗିଛି। ଗତ ୨ ଦିନରେ ୪୭ ଜଣଙ୍କ ନମୁନା ସଂଗ୍ରହ କରାଯାଇଥିବାବେଳେ ସେଥିମଧ୍ୟରୁ ୧୧ ଜଣ ଜଣ୍ଡିସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଗାମୀ ଦିନରେ...

ଭାଜପାରେ ଟିକେଟ୍‌ କନ୍ଦଳ, ପ୍ରାର୍ଥୀଙ୍କ କୁଶପୁତ୍ତଳିକା ଦାହ

କଟକ,୮।୪:(ଶିଳ୍ପା ପ୍ରିୟଦର୍ଶିନୀ)/ମଙ୍ଗୁଳି-ଜଗତପୁର,(ମାନସ ସାମଲ):ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀର ଶତାଧିକ ଭାଜପା କର୍ମୀ ରବିବାର ଭୁବନେଶ୍ୱରସ୍ଥିତ ଭାଜପା କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଇନ୍ଦ୍ରାଣୀ ପାଟଣା ମଣ୍ଡଳ ସଭାପତି ଜୟନ୍ତ କୁମାର ସ୍ବାଇଁ, ଶାଳଗଁା ସରପଞ୍ଚ ପବିତ୍ର ଉପଧ୍ୟାୟଙ୍କ ନେତୃତ୍ୱରେ ଭାଜପା କାର୍ଯ୍ୟାଳୟ ସମ୍ମୁଖରେ...

ଜେଜେଙ୍କ ଦଶାହରେ ମହାନଦୀରେ ବୁଡ଼ି ଚାଲିଗଲା ନାତିଙ୍କ ଜୀବନ

କଟକ,୭ା୪(କାର୍ତ୍ତିକ ସାହୁ): ଜେଜେଙ୍କ ଦଶାହ କର୍ମରେ ଶୁଦ୍ଧି ହେବାକୁ ଆସି ନାତି ମହାନଦୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ରବିବାର ପୂର୍ବାହ୍ନରେ ଘଟିଛି। ମୃତକ ଜଣକ ହେଲେ ସିଡିଏ ସେକ୍ଟର-୬ ଅଞ୍ଚଳର ରଥୀନ୍ଦ୍ର ନାଥ...

ଜେଜେଙ୍କ ଶୁଦ୍ଧିକ୍ରିୟାକୁ ଆସି ମହାନଦୀରେ ବୁଡ଼ିଗଲେ ନାତି

କଟକ,୭ା୪(କାର୍ତ୍ତିକ ସାହୁ): କଟକ ତୁଳସୀପୁର ନିକଟ ମହାନଦୀରେ ରବିବାର ଜଣେ ୨୨ ବର୍ଷୀୟ ଯୁବକ ବୁଡ଼ି ଯାଇଛନ୍ତି। ସେ ତାଙ୍କ ଜେଜେଙ୍କ ଶୁଦ୍ଧିକ୍ରିୟାକୁ ଆସି ବୁଡ଼ି ଯାଇଥିବା ଜଣାପଡ଼ିଛି। ନିଖୋଜ ଥିବା ଯୁବକ ଜଣକ ସିଡିଏ ଅଞ୍ଚଳର। ଖବର ପାଇ...

ସହରର ବିକାଶ ନିମନ୍ତେ ୨୭୦୦ କୋଟି ଟଙ୍କା ବିନିଯୋଗ

କଟକ,୭ା୪(କାର୍ତ୍ତିକ ସାହୁ)କଟକ ମହାନଗର ନିଗମ(ସିଏମ୍‌ସି) କାଉନ୍‌ସିଲକୁ ୨ ବର୍ଷ ପୂରଣ ହୋଇଛି। ୨୦୨୨ ଏପ୍ରିଲ ୭ ତାରିଖରେ ସିଏମ୍‌ସି ମେୟର ସୁବାସ ସିଂ ଓ ନିର୍ବାଚିତ କର୍ପୋରେଟରମାନେ ଶପଥ ଗ୍ରହଣ କରିଥିଲେ। ଏହି ୨ ବର୍ଷ ମଧ୍ୟରେ ସହରର ବିକାଶ...

ପାଣି ପାଇଁ ରୋଗୀ ହନ୍ତସନ୍ତ

କଟକ,୭ା୪(ଶିଳ୍ପା ପ୍ରିୟଦର୍ଶିନୀ)ରାଜ୍ୟ ସମେତ କଟକ ସହରରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ରାଜ୍ୟର ସର୍ବବୃହତ ଏସ୍‌ସିବି ମେଡିକାଲରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି।...

ସରକାରୀ ଡାକ୍ତରଙ୍କ ଘରୋଇ ସେବା ବିରୋଧରେ ମାମଲା: ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

କଟକ,୬ା୪(କାର୍ତ୍ତିକ ସାହୁ): ସରକାରୀ ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଡାକ୍ତର ଘରୋଇ ହସ୍ପିଟାଲ୍‌ରେ କରୁଥିବା ଚିକିତ୍ସା ସେବା ବନ୍ଦ କରିବା ନେଇ ହାଇକୋର୍ଟରେ ରୁଜୁ ଜନହିତ ମାମଲାର ଶୁଣାଣି ହୋଇଛି। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଓ ବିଚାରପତି...

ବଦଳିଲା ସ୍କୁଲ ସମୟ

କଟକ,୬ା୪(କାର୍ତ୍ତିକ ସାହୁ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୮ ତାରିଖ ସୋମବାରଠାରୁ ଜିଲାରେ ବିଦ୍ୟାଳୟ ସମୟସୂଚୀକୁ ପରିବର୍ତ୍ତନ କରାଯାଇଛି। ୧ମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ସକାଳ ୬.୩୦ରୁ ପାଠପଢ଼ା ଆରମ୍ଭ ହୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri