ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍ ସହ ମିଳିଲା ମୃତଦେହ
ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି। ଖବର ପାଇ...
ବଢ଼ିପାରେ ମାଟ୍ରିକ ପରୀକ୍ଷା ଫି’!
କଟକ,୨୩।୯: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ ପଡୁ ନ ଥିଲା। ୨୦୨୦ ପରଠୁ ବନ୍ଦ ଥିବା ପରୀକ୍ଷା ଫି’ ଚଳିତ...
କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି
କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର ଲୋକେ ଏକ ଘରୋଇ କମ୍ପାନୀର ନାଁ’ରେ କଳାବଜାରୀ କରୁଥିବା କାରଖାନାକୁ ସିଲ୍...
ବିରୂପା ବ୍ରିଜ୍ ଉପରେ ସାଇକେଲ୍ ମୋବାଇଲ ରଖି …
କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ।...
ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।...
ଓଡ଼ିଶା ଷ୍ଟେଟ ବାର୍ କାଉନ୍ସିଲ୍ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍ ଚିଠି
କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍ କାଉନ୍ସିଲ୍ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର ହାଉସ୍କିପିଂ ଟେଣ୍ଡରରେ ଅନିୟମିତତା କରାଯାଇଥିବା ଉଲ୍ଲେଖ କରାଯାଇଛି। ଏହାର ତଦନ୍ତ କରି ଟେଣ୍ଡରର...
ଗଛରେ ଝୁଲୁଛି ୨ ମୃତଦେହ
ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ ଓଢ଼ଣୀ ବନ୍ଧାଥିବା ଜଣେ ଯୁବକ ଏବଂ ଜଣେ ଯୁବତୀଙ୍କ ମୃତଦେହ ଝୁଲୁଥିବାର ସ୍ଥାନୀୟ...
ଟ୍ରେଲର ପଛରେ ପିଟିହେଲା ବସ୍, ୧୦ ଆହତ
କଟକ,୨୧ା୯: କଟକର ଏନ୍ଏଚ୍ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ ଡ୍ରାଇଭରଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି। ତେବେ ସମସ୍ତ ଆହତଙ୍କୁ କଟକ...
ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ
କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ...
ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ
ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା ଖଳନାୟକ କାହ୍ନା ସ୍ବାଇଁ ଖେଳଣା ପରି ଖୋଲା ମଞ୍ଚରେ ମହାପ୍ରଭୁଙ୍କ ପ୍ରତିମାର ଗୋଟିଏ...
ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ
କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ। କଟକ ବିଜୁ ପଟ୍ଟନାୟକ ଛକଠାରେ ଆୟୋଜିତ ଏକ...
ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ
କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ୍) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ। ମାମଲାର ତଦନ୍ତ ଦାୟିତ୍ୱ କାହିଁକି ସିବିଆଇକୁ ଦିଆନଯିବ ସେନେଇ ରାଜ୍ୟ ସରକାର...
Archives


