ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି
କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ଏଥିସହ ମୃତ ସରକାରୀ କର୍ମଚରୀଙ୍କ ସ୍ତ୍ରୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରଙ୍କୁ...