୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ
କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ଏସିଜେଏମ୍ ତଥା ଆସିଷ୍ଟାଣ୍ଟ ସେସନ୍ସ ଜଜ୍ ସୁନିତା ପଟ୍ଟନାୟକ...