ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ସାର୍ବଜନୀନ ମାମଲା, ୩ ସପ୍ତାହରେ ରିପୋର୍ଟ ଦିଅ: ହାଇକୋର୍ଟ
କଟକ,୧୫ା୩ (କାର୍ତ୍ତିକ ସାହୁ) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ରଘୁବୀର ଦାସ ତଦନ୍ତ କମିସନ୍ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ରୁଜୁ ମାମଲାର ଶୁଣାଣି ହାଇକୋର୍ଟରେ ଶୁକ୍ରବାର ହୋଇଛି। ରାଜ୍ୟ ସରକାର ସ୍ଥିତି ସମ୍ପର୍କିତ ରିପୋର୍ଟ...