୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା
ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା...
ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ
କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା କମିଟି ତରଫରୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ...
ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ
କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼ ଝିଅ ସୋଫିଆ ଫିରଦୋସ୍ଙ୍କୁ ବାରବାଟୀ- କଟକ ଆସନରୁ ପ୍ରାର୍ଥୀ ଭାବେ ଘୋଷଣା କରିପାରେ...
ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ
ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ ଗୁରୁବାର ସମସ୍ତ ବିଦ୍ୟାଳୟ ବନ୍ଦ ରହିଥିବାବେଳେ ଟାଙ୍ଗୀ- ଚୌଦ୍ୱାର ବ୍ଲକ ବାଣୀପଦା ପଞ୍ଚାୟତ...
ମୋକିମ୍ଙ୍କୁ ଟାର୍ଗେଟ୍ କଲେ ପ୍ରକାଶ
କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ ପ୍ରକାଶ ବେହେରା। ବାରବାଟୀ-କଟକ ବିଜେଡିର ବୈଠକ ସମୟରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପ୍ରକାଶ...
କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ
କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି ହାଇକୋର୍ଟର ଜଣିକିଆ ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କ ବେଞ୍ଚ ଗତ ମାର୍ଚ୍ଚ ୧୨ରେ...
ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା
କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ ହେବାକୁ ଥିବା ଦଶାହ ଏବଂ ଏକାଦଶ କର୍ମରେ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ...
୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ
କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ଏସିଜେଏମ୍ ତଥା ଆସିଷ୍ଟାଣ୍ଟ ସେସନ୍ସ ଜଜ୍ ସୁନିତା ପଟ୍ଟନାୟକ...
ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ
କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି। ବାରବାଟୀ-କଟକ ଆସନ ପାଇଁ ବିଜେଡି ପକ୍ଷରୁ ପ୍ରକାଶ ବେହେରାଙ୍କ ନଁା ଘୋଷଣା...
ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ
କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତଙ୍କ ରାୟ ନେଇ ସୁପ୍ରିମକୋର୍ଟ ସ୍ଥଗିତାଦେଶ କଦେଇନାହାନ୍ତି। ଏନେଇ ବୁଧବାର...
ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ
କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ ଏବେ ମହାକାଳପଡ଼ା ତହସିଲରେ ବରିଷ୍ଠ କିରାଣି ଭାବେ କାର୍ଯ୍ୟରତ। କଟକ ସ୍ବତନ୍ତ୍ର ଭିଜିଲାନ୍ସ...
ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା
କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା କରାଯାଇଥିବା ଦର୍ଶାଇ ହାଇକୋର୍ଟ ଏହାକୁ ବୁଧବାର ଖାରଜ କରିଛନ୍ତି। ଏଥିସହ ଆବେଦନକାରୀ ଭାଗ୍ୟଧର...
Archives


