ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗ
ଆଠଗଡ଼,୧୪ା୨: କଟକ ଜିଲା ଖୁଣ୍ଟୁଣି ଥାନା ରାଧାକୃଷ୍ଣପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୁଧବାର ତୁମୁଳ କାଣ୍ଡ ଘଟିଛି। ପୂର୍ବ ଶତ୍ରୁତା ଓ କମେଣ୍ଟ ମରାରୁ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଗୋଟିଏ ଗୋଷ୍ଠୀର ଘର ଓ ଗାଡ଼ି ଜାଳି...
ଆଠଗଡ଼,୧୪ା୨: କଟକ ଜିଲା ଖୁଣ୍ଟୁଣି ଥାନା ରାଧାକୃଷ୍ଣପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୁଧବାର ତୁମୁଳ କାଣ୍ଡ ଘଟିଛି। ପୂର୍ବ ଶତ୍ରୁତା ଓ କମେଣ୍ଟ ମରାରୁ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଗୋଟିଏ ଗୋଷ୍ଠୀର ଘର ଓ ଗାଡ଼ି ଜାଳି...
ନିରାକାରପୁର,୧୪ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରି ଗ୍ରାମର ଜଣେ ବ୍ୟକ୍ତି ନିଶା କାରବାର କରୁଥିବା ଖବର ପାଇ ଏନ୍ଏଚ୍ ପାଟ୍ରୋଲିଂ ଗାଡ଼ି ସହିତ ସ୍ଥାନୀୟ ଥାନାର ଦୁଇ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ...
କଟକ/ଫୁଲନଖରା,୧୪ା୨(କାର୍ତ୍ତିକ ସାହୁ/ଶିଳ୍ପା ପ୍ରିୟଦର୍ଶିନୀ/ସତ୍ୟରଞ୍ଜନ ଦାସମହାପାତ୍ର): ୧୬ ନମ୍ବର ଜାତୀୟ ରାଜପଥର ଡିଭାଇଡର ଉପରେ ଓଲଟି ପଡ଼ିଛି ଚନ୍ଦନ(ଓଆର୍-୦୫-ଏଜେ-୭୪୫୫) ନାମକ ଯାତ୍ରୀବାହୀ ବସ୍। କଟକ ଗୋପାଳପୁର ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୬.୧୫ ମିନିଟ୍ରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।...
କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍ଟି ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଗୋପାଳପୁର ଛକରେ ଭାରସାମ୍ୟ ହରାଇ ଓଲଟି...
କଟକ,୧୩ା୨ (କାର୍ତ୍ତିକ ସାହୁ) କଟକ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସହରରେ ଥିବା ବ୍ୟବସାୟିକ ସଂସ୍ଥାଗୁଡିକରୁ ବାହାରୁଥିବା ବର୍ଜ୍ୟର ସୁପରିଚାଳନା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି।...
କଟକ,୧୩।୨(କାର୍ତ୍ତିକ ସାହୁ): କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ଓଡ଼ିଶାରେ ଲାଗୁ କରିବାକୁ ନିବେଦନ କରି ଦାଖଲ ହୋଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାଖଲ ଆବେଦନକୁ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ...
କଟକ,୧୩ା୨ (କାର୍ତ୍ତିକ ସାହୁ): ଭାରତୀୟ ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି ନିମନ୍ତେ ଅନଲାଇନ୍ ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୪ ଆସନ୍ତା ଏପ୍ରିଲ ୨୨ରେ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଅନ୍ଲାଇନ୍ ପଞ୍ଜିକରଣ ଫେବୃଆରୀ ୧୩ରୁ ଆରମ୍ଭ ହୋଇଛି।...
କଟକ,୧୩।୨(କାର୍ତ୍ତିକ ସାହୁ): ତିଗିରିଆଠାରେ ଘଟିଥିବା ଷ୍ଟେଟ ବ୍ୟାଙ୍କ ଏଟିଏମ୍ ଭ୍ୟାନ୍ ଲୁଟ୍ ମାମଲାରେ କଟକ ଗ୍ରାମାଞ୍ଚଳ ପୋଲିସ ୭ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନଙ୍କଠାରୁ ନଗଦ ୬୪,୪୫,୪୦୦ଟଙ୍କା, ୬ଟି ମୋବାଇଲ୍ ଫୋନ୍, ୩ଟି ଛୁରି...
କଟକ,୧୩।୨: ରାଜ୍ୟସଭା ପ୍ରାର୍ଥୀ ହେବା ପରେ ବିଜେଡି ନେତା ଦେବାଶିଷ ସାମନ୍ତରାର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ଏହା ମୋ ପାଇଁ ସରପ୍ରାଇଜ ଥିଲା’। ନବୀନ ବାବୁ ଭାବି ଚିନ୍ତି ନିଷ୍ପତ୍ତି ନିଅନ୍ତି। ରାଜ୍ୟସଭା ଭଳି ବାରାଟୀ କଟକ...
କଟକ,୧୩।୨: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ ତାରିଖରେ ହେବ । ଏନେଇ ସୋମବାରଠାରୁ ପ୍ରଶ୍ନପତ୍ର ବୋର୍ଡ କାର୍ଯ୍ୟାଳୟରୁ ୭ ଜିଲାକୁ ପଠାଯାଇଛି। ଏହି ସବୁ ଜିଲା ଗୁଡ଼ିକ ହେଲା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନୂଆପଡ଼ା...
କଟକ, ୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନୀତିରେ ନୂଆ ପରୀକ୍ଷଣ ହେଉଛି। ଏଭଳି ଘଟଣା ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀରେ ଦେଖିବାକୁ ମିଳିଛି। ପୂର୍ବତନ ବିଧାୟକ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଆଗାମୀ ନିର୍ବାଚନ ନିମନ୍ତେ...
କଟକ,୧୨ା୨(କାର୍ତ୍ତିକ ସାହୁ): କଟକ ସହର ସମସ୍ୟାରେ ବକ୍ସ ଡ୍ରେନ୍ ପ୍ରସଙ୍ଗରେ ସୋମବାର ଶୁଣାଣି ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆମିକସ୍ କ୍ୟୁରି ଏନ୍. କେ. ମହାନ୍ତି ସତ୍ୟପାଠ ଦାଖଲ କରି ଆଗାମୀ ଫେବୃୟାରୀ ୨୦ ତାରିଖରେ ଆଂଶିକ ବକ୍ସଡ୍ରେନ୍ ଉଦ୍ଘାଟନ...