୨୦୧୮ରେ ପୋଲିସ ଏନ୍କାଉଣ୍ଟର ମାମଲା: ଅପରାଧୀ ବୁଦ୍ଧିଆଙ୍କୁ ୭ ବର୍ଷ କାରାଦଣ୍ଡାଦେଶ
କଟକ,୩ା୨(କାର୍ତ୍ତିକ ସାହୁ): ସଦର ଥାନା ପୋଲିସ ୨୦୧୮ ଜାନୁଆରୀ ୪ ତାରିଖରେ ଗୋପାଳପୁର ଅଞ୍ଚଳରେ କରିଥିବା ଏନ୍କାଉଣ୍ଟର ମାମଲାରେ ରାୟ ପ୍ରକାଶ ପାଇଛି। କଟକ ଜିଲାର ବିଭିନ୍ନ ସ୍ଥାନରେ ଆପରାଧିକ ସାମ୍ରାଜ୍ୟ ବିସ୍ତାର କରିଥିବା ଅପରାଧୀ ବୁଦ୍ଧିଆ ଓରଫ ତ୍ରିଲୋଚନ...