୩ ବରିଷ୍ଠ ନେତାଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ
କଟକ,୨୩।୧: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତାର ଘର ସଜଡ଼ା ଆରମ୍ଭ କରି ଦେଇଛି । ମଙ୍ଗଳବାର ୩ ବରିଷ୍ଠ ନେତାଙ୍କ ଉପରୁ କଂଗ୍ରେସ ନିଲମ୍ବନ ଆଦେଶ ଉଠାଇଛି। ସେମାନେ ହେଲେ, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ବରିଷ୍ଠ କଂଗ୍ରେସ...
କଟକ,୨୩।୧: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତାର ଘର ସଜଡ଼ା ଆରମ୍ଭ କରି ଦେଇଛି । ମଙ୍ଗଳବାର ୩ ବରିଷ୍ଠ ନେତାଙ୍କ ଉପରୁ କଂଗ୍ରେସ ନିଲମ୍ବନ ଆଦେଶ ଉଠାଇଛି। ସେମାନେ ହେଲେ, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ବରିଷ୍ଠ କଂଗ୍ରେସ...
କଟକ,୨୨ା୧(କାର୍ତ୍ତିକ ସାହୁ): ବରିଷ୍ଠ ସାମ୍ବାଦିକ, ସାହିତି୍ୟକ ତଥା ସ୍ତମ୍ଭକାର ଅରୁଣ କୁମାର ପଣ୍ଡାଙ୍କର ୭୬ବର୍ଷ ବୟସରେ କଟକ ସିଡିଏ ସେକ୍ଟର-୬ସ୍ଥିତ ବାସଭବନରେ ସୋମବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ସେ କିଛିଦିନ ହେବ କର୍କଟ ରୋଗରେ ପୀଡ଼ିତ ଥାଇ ଚିକିତ୍ସାଧୀନ ଥିଲେ।...
କଟକ,୨୨ା୧ (କାର୍ତ୍ତିକ ସାହୁ) ଜାତୀୟତାର ପ୍ରତୀକ ବହନ କରୁଥିବା ଚିହ୍ନରେ ଲେଖାଥିବା ‘ସତ୍ୟମେବ ଜୟତି’ ଉକ୍ତିର ଅପବ୍ୟବହାର କରାଯାଉଛି। ଏନେଇ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଛି ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡିର ଏକ ସ୍ବେଚ୍ଛାସେବୀ ସଂଗଠନ ଏଲୋନ୍ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ...
ମାହାଙ୍ଗା,୨୨ା୧(ଯଯାତି ସିଂହ): ତହସିଲ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷାଧିକ ଟଙ୍କା ମୂଲ୍ୟର ଆକାଶୀ ଓ ତାଳଗଛକୁ ତରବରିଆ ଭାବେ କମ୍ ଦାମ୍ରେ ନିଲାମ କରି କାଟି ଦିଆଯାଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଗଛ କାଟିବା ପାଇଁ...
ଚୌଦ୍ୱାର,୨୧।୧(ମାନସ କୁମାର ସାମଲ): ଓଡିଆ ସିନେଜଗତର ଲୋକପ୍ରିୟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଦୁର୍ଘଟଣାର ଶିକାର ହୋଇଛନ୍ତି। କଟକ ମଙ୍ଗୁଳିସ୍ଥିତ ବଜରଙ୍ଗୀ ଓ୍ବେ ବ୍ରିଜ୍ ନିକଟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି...
କଟକ,୨୦ା୧(କାର୍ତ୍ତିକ ସାହୁ): ନକଲି କାଗଜପତ୍ର ଦ୍ୱାରା ବ୍ୟାଙ୍କରୁ ଋଣ ଉଠାଇ ଅର୍ଥ ଆତ୍ମସାତ୍ କରୁଥିବା ଜଣେ ଯୁବକଙ୍କୁ ସଦର ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ନିଜକୁ ଡାକ୍ତର ବୋଲି ପରିଚୟ ଦେଇ ବ୍ୟାଙ୍କ ଅଧିକାରୀଙ୍କ ନିକଟତର ହୋଇଥିଲେ।...
କଟକ ୨୦।୧ : କଟକରେ ପୁଣି ମାଞ୍ଜା ସୂତାରେ ବେକ କଟିଛି। ଆହତ ବ୍ୟକ୍ତି ଜଣଙ୍କ ହେଲେ କଟକର ଅକ୍ଷୟ ମହାପାତ୍ର । କଟକ କାଠଯୋଡି ବ୍ରିଜ ଉପରେ ଏଭଳି ଘଟଣା ଘଟିଛି । ଖବର ଅନୁଯାୟୀ, ଅକ୍ଷୟ ତାଙ୍କର...
କଟକ,୨୦ା୧ (କାର୍ତ୍ତିକ ସାହୁ): ଅବସରପ୍ରାପ୍ତ ପୋଲିସ ଅଧିକାରୀ ତଥା ପ୍ରାକ୍ତନ ଏମ୍ପି ଅନାଦି ଚରଣ ସାହୁଙ୍କର ସିଡିଏ ସେକ୍ଟର-୬ସ୍ଥିତ ବାସଭବନରେ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି...
କଟକ,୧୯ା୧ (କାର୍ତ୍ତିକ ସାହୁ): କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ପାଇଁ ଖାଦ୍ୟ ଉପଲବ୍ଧ କରାଇବା ଜରୁରି ହୋଇଛି। କୃଷକମାନଙ୍କ ପାଇଁ ଜୀବିକା ଯୋଗାଇବା ନିମନ୍ତେ ଭଲ ଫସଲ ଅମଳର ଆବଶ୍ୟକତା ରହିଛି। ସଂପ୍ରତି ଜଳବାୟୁ ପରିବର୍ତ୍ତନ ଯୋଗୁଁ ଉପତ୍ନ୍ନ ହେଉଥିବା ପରିବେଶଜନିତ ସମସ୍ୟାଗୁଡିକର...
କଟକ,୧୯ା୧(କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାରେ ଉଭୟ ପକ୍ଷର ଯୁକ୍ତି ଉପସ୍ଥାପନା ଶେଷ ହୋଇଛି। ଆବେଦନକାରୀ ତଥା ମାମଲାର ପ୍ରଥମ ପକ୍ଷ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶୁକ୍ରବାର ଶେଷ ହୋଇଛି। ସାମନ୍ତରାୟଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଗତ...
କଟକ,୧୯ା୧: ଏସ୍ସିବି ମେଡିକାଲରେ ପ୍ରଥମ ହାପଲୋ ବୋନ୍ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କର ଶୁକ୍ରବାର ଭୋର୍ରୁ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୯ ତାରିଖରେ ଖୋର୍ଦ୍ଧା ଜିଲା ବାଘମାରୀ ଅଞ୍ଚଳର ଶୁଭ୍ରାଂଶୁ ସାହୁ ନାମକ ଜଣେ ରୋଗୀଙ୍କର ଏସ୍ସିବିରେ...
କଟକ,୧୯ା୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୩ ତାରିଖରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ କରାଯିବ। ଏଥିପାଇଁ ଚଳଚଳଞ୍ଚଳ ହୋଇଛି କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ସଂଗ୍ରହାଳୟ। ଚଳିତବର୍ଷ ପ୍ରଥମ ଥର ୬୪ ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରହାଳୟକୁ ସ୍ଥାପତ୍ୟ...