କଟକ

ମାହାଙ୍ଗା ଡବଲ ମର୍ଡର ମାମଲା: ବିଧାୟକ ପ୍ରତାପ ଜେନାଙ୍କ  ବଢ଼ିଲା ଅଡ଼ୁଆ

କଟକ,୨୫।୯:  ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ଅଡ଼ୁଆ  ବଢ଼ଛି। ପ୍ରତାପଙ୍କ ନାମରେ ମାମଲା ଚାଲୁ ରଖିବାକୁ  କୋର୍ଟ ନିର୍ଦ୍ଦେଶ  ଦେଇଛନ୍ତି। ତେବେ ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ  ଦଫାରେ ଏହି ମାମଲା ଚାଲୁ ରହିବ।...

ଶିକ୍ଷକଙ୍କୁ ନ ଛାଡ଼ି ବାଟ ଓଗାଳିଲେ ଛାତ୍ରୀଛାତ୍ର

ଖୁଣ୍ଟୁଣୀ,୨୪।୯( ସଚ୍ଚିଦାନନ୍ଦ ପଣ୍ଡା ): ଖୁଣ୍ଟୁଣୀ ଥାନା ଘଣ୍ଟିଖାଲସ୍ଥିତ ନୋଡାଲ ଉପ୍ରା ବିଦ୍ୟାଳୟର ସହକାରୀ ଶିକ୍ଷକ ସୁକାନ୍ତ କୁମାର ସାହୁଙ୍କ ବଦଳିକୁ ନେଇ ଶନିବାର ଅଭାବନୀୟ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କ ବଦଳିକୁ ସହଜରେ ଗ୍ରହଣ କରିପାରି ନ ଥିଲେ...

ଗ୍ୟାସ୍‌ ସିଲିଣ୍ଡରରୁ ବାହାରୁଛି ପାଣି, ଅଭିଯୋଗ କଲେ ଦିଆଯାଉଛି ଧମକ

ମଙ୍ଗୁଳି-ଜଗତପୁର,୨୪।୯(ମାନସ ସାମଲ): ରନ୍ଧନ ଗ୍ୟାସ୍‌ରେ ବିଭିନ୍ନ ପ୍ରକାର ଠକେଇର ଶିକାର ହେଉଛନ୍ତି ଉପଭୋକ୍ତା। ସିଲିଣ୍ଡରରୁ ଲିଟର ଲିଟର ପାଣି ବାହାରୁଥିବାବେଳେ ନିର୍ଦ୍ଧାରିତ ଦରଠାରୁ ଅଧିକ ଟଙ୍କା ନିଆଯାଉଛି। । ଏହି ଘଟଣାକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ...

୧୫ ବଦଳରେ ରହୁଛନ୍ତି ୧୭୯

କଟକ,୨୪।୯(ସୁପ୍ରିୟା ପ୍ରିୟଦର୍ଶିନୀ): କଟକ ତୁଳସୀପୁରସ୍ଥିତ ମହାନଦୀ କୂଳରେ ରହିଛି ହରିଣପାର୍କ। ଏହାକୁ ସ୍ଥାନାନ୍ତର ପାଇଁ ଯୋଜନା କରାଯାଇଥିଲେ ମଧ୍ୟ କାର୍ଯ୍ୟ ଆଗେଇ ପାରୁନାହିଁ। ଅପରପକ୍ଷେ ପାର୍କର ରକ୍ଷଣାବେକ୍ଷଣ ନ ହେବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି । ଫଳରେ...

ଅନୁଭବ-ବର୍ଷା ମାମଲାର ପୂର୍ଣ୍ଣଚ୍ଛେଦ

କଟକ,୨୩ା୯ (କାର୍ତ୍ତିକ ସାହୁ): କଟକ ପରିବାର ଅଦାଲତରେ ଚାଲିଥିବା ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଅନୁଭବଙ୍କ ପକ୍ଷରୁ ରୁଜୁ ହୋଇଥିବା ବର୍ଷାଙ୍କଠାରୁ ଛାଡ଼ପତ୍ର ଏବଂ ବର୍ଷାଙ୍କ...

ଗଡ଼ଗଡ଼ିଆଘାଟ ପାହାଚ ଭୁଶୁଡ଼ି ବିରାଟ ଗର୍ତ୍ତ

କଟକ,୨୨ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ମହାନଦୀ କୂଳରେ ଗଡ଼ଗଡ଼ିଆ ଘାଟରେ ନିର୍ମାଣ ହୋଇଥିବା କେତେକ ପାହାଚ ଧସିଯାଇଥିବା ଦେଖିବାକୁ ମିଳିଛି। ମାଟି ଧସିବା ଯୋଗୁ ସିମେଣ୍ଟ ନିର୍ମିତ ପାହାଚ ଭୁଶୁଡ଼ି ସେଠାରେ ଏକ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ନିମ୍ନମାନର କାମ ନଚେତ...

କାର୍ଯ୍ୟକ୍ଷମ ହୋଇପାରିନି ଅର୍ବାନ ହାଟ

କଟକ,୨୨ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ଏପ୍ରିଲ ପୂରି ସେପ୍ଟେମ୍ବର ସରିବାକୁ ବସିଲାଣି। ହେଲେ କାର୍ଯ୍ୟକ୍ଷମ ହୋଇପାରିଲା ନାହିଁ ଛତ୍ରବଜାର ଅର୍ବାନ ହାଟ। ଏପରିକି ଚଳିତ ମାସ ୧୬ ତାରିଖରେ ଏହାକୁ ଉଦ୍‌ଘାଟନ କରାଯାଇଥିଲା। ଲୋକାର୍ପଣ ହେବାର ୫ ଦିନ ପରେ ବି ଅର୍ବାନ...

‘ସାମାଜିକ ଗଣମାଧ୍ୟମରେ ମୋତେ ବଦନାମ କରାଯାଉଛି’

ମଙ୍ଗୁଳି-ଜଗତପୁର/ ଖୁଣ୍ଟୁଣୀ,୨୧।୯(ମାନସ ସାମଲ/ ସଚ୍ଚିଦାନନ୍ଦ ପଣ୍ଡା)ବିଜେବି କଲେଜ ଛାତ୍ରୀ ରୁଚିକାଙ୍କ ମୃତ୍ୟୁ ଘଟଣାରେ ସାମାଜିକ ଗଣମାଧ୍ୟମରେ ବଦନାମ କରାଯାଉଛି ବୋଲି ମା’ ବିଦ୍ୟୁତ୍‌ଲତା ମହାନ୍ତି ବୁଧବାର ଅଭିଯୋଗ କରିଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ କଖଡି ଗ୍ରାମ ମଙ୍ଗଳା ସାହିସ୍ଥିତ ବାସଭବନରେ...

ଗଣେଶ ପୂଜା ବାସି ଭୋଗ ଖାଇ ୫୮ ଜଣ ଅସୁସ୍ଥ

ବୌଦ୍ଧ/ପୁରୁଣାକଟକ,୨୧ା୯-(ଅଜିତ କୁମାର ବାରିକ/ ସୁକାନ୍ତ କୁମାର ପଟନାୟକ ) ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତିଲେଶ୍ୱର ପଞ୍ଚାୟତର ମୁଷାଡ ଗ୍ରାମରେ ଗଣେଶ ପୂଜା ବାସି ଭୋଗ ଖାଇ ବୁଧବାର ୫୮ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଅଧିକାଂଶ...

ପୂର୍ବଓଡ଼ିଶାରେ ପଶ୍ଚିମଓଡ଼ିଶାର ମାହୋଲ

ନିଶ୍ଚିତକୋଇଲି,୨୦ା୯(ଅଶୋକ ମହାପାତ୍ର): କଟକ ଜିଲା ନିଶ୍ଚିତକୋଇଲି ବ୍ଲକ ଅନ୍ତର୍ଗତ ମା’ ବେଲେଶ୍ୱରୀ ପୀଠରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ମାହୋଲ ଦେଖିବାକୁ ମିଳିଛି। ଏହି ଉପଲକ୍ଷେ ପୂଜାର୍ଚ୍ଚନା ସହ ଏକ ବୈଠକ ପୂର୍ବତନ ସରପଞ୍ଚ ଦେବେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ...

କଟକରୁ ବାବାଙ୍କୁ ଧରିଲା କର୍ନାଟକ ପୋଲିସ

କଟକ ଅଫିସ୍‌,୨୦।୯(କାର୍ତ୍ତିକ ସାହୁ): କର୍ନାଟକର ଜଣେ ଶିଳ୍ପପତିଙ୍କୁ ଭାଜପା ବିଧାୟକ ଟିକେଟ ପ୍ରଦାନ କରିବା ନାଁରେ ଦେଢ଼ କୋଟି ଟଙ୍କା ଠକେଇ ଅଭିଯୋଗରେ କର୍ନାଟକ ପୋଲିସ ସୋମବାର ରାତିରେ କଟକରୁ ଜଣେ ଫେରାର ବାବାଙ୍କୁ ଗିରଫ କରିଛି। ଗିରଫ ବାବା...

ଗଣେଶ ପୂଜାରେ ବିଦ୍ୟୁତ୍‌ ଦୁର୍ଘଟଣା, ୨ ମୃତ

ବାରଙ୍ଗ/ ପାରଳାଖେମୁଣ୍ଡି,୨୦ା୯ (ଲିଙ୍ଗରାଜ ରାଉତ/ଗିରିଧାରୀ ପରିଚ୍ଛା): ଗଣେଶ ପୂଜା ଖୁସି ମନାଇବାର ପ୍ରସ୍ତୁତି ସମୟରେ ଘଟିଯାଇଛି ଅଘଟଣ। କଟକ ବାରଙ୍ଗ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ର ଏକ ଟ୍ରାକ୍ଟରରେ ଗଣେଶ ମୂର୍ତ୍ତି ନେଇ ଯାଉଥିବାବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri