କଟକ

ବିରୂପା ନଦୀପଠାରୁ ଗଳିତ ଝୁଲନ୍ତା ମୃତଦେହ ଜବତ

ମଙ୍ଗୁଳି-ଜଗତପୁର,୧।୯(ମାନସ ସାମଲ)- ଜଗତପୁର ଥାନା ଅଧୀନ ବିରୂପା ନଦୀପଠାରୁ ଗଳିତ ଝୁଲନ୍ତା ମୃତଦେହକୁ ଜଗତପୁର ପୋଲିସ ଶୁକ୍ରବାର ଜବତ କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନଥିବାବେଳେ ତଦନ୍ତ ଚଳାଇଛି। ଅପରପକ୍ଷେ ଏହି ପଠାଟିରେ ସାଧାରଣ ଲୋକଙ୍କ ଚଳାଚଳ ନ...

ଦିନକରେ ୨ ମୃତଦେହ ଜବତ

କଟକ ସଦର,୧।୯(ସୁଶାନ୍ତ ଜେନା) କିଶନ ନଗର ଥାନା ଅଞ୍ଚଳରେ ଶୁକ୍ରବାର ପୋଲିସ ୨ଟି ମୃତଦେହକୁ ଜବତ କରିଛି। ଏ ନେଇ ପୋଲିସ ୨ଟି ପୃଥକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଏହି ଥାନା ଅନ୍ତର୍ଗତ ସିଙ୍ଘାଳ...

କଣ୍ଠଶିଳ୍ପୀ ସୌରିନ୍‌ଙ୍କୁ ଗିରଫ ପାଇଁ ପୋଲିସ ଟିମ୍‌ ଗଠନ ହେବ

କଟକ,୧ା୯ (କାର୍ତ୍ତିକ ସାହୁ):ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କୁ ଗିରଫ କରିବା ପାଇଁ କମିଶନରେଟ୍‌ ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି। ହାଇକୋର୍ଟରେ ସୌରିନ୍‌ଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହେବା ସହ ତାଙ୍କ ଉପରୁ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ହଟାଇ ଦେଇଛନ୍ତି।...

ସ୍କୁଲ ବ୍ୟାଗ୍‌ ବଣ୍ଟନରେ ଅନିୟମିତତା ଅଭିଯୋଗ

ନିଶ୍ଚିନ୍ତକୋଇଲି,୧।୯(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ଶିକ୍ଷା ମଣ୍ଡଳ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟରେ ପିଲାମାନଙ୍କୁ ବ୍ୟାଗ ବଣ୍ଟନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବର୍ଷେ ହେବ ଅଧିକାଂଶ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଏହି ବ୍ୟାଗ ମିଳି ନ ଥିବା ଚର୍ଚ୍ଚା...

ତ୍ରୁଟି ଥିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ଚନ୍ଦ୍ରିକା

କଟକ,୩୧।୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଜଣେ ରୋଗୀଙ୍କୁ ଭୁଲ୍‌ ରକ୍ତ ଦିଆଯିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଛି। ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ପକ୍ଷରୁ ତାଙ୍କୁ ଭୁଲ୍‌ ରକ୍ତ ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ...

୧୧ରେ ହାଇକୋର୍ଟରେ ବସିବ ବୈଠକ

କଟକ ୨୯ା୮(କାର୍ତ୍ତିକ ସାହୁ): ଆସନ୍ତା ସେପ୍ଟେମ୍ବର ୧୧ରେ ହାଇକୋର୍ଟରେ ହାତୀ ସୁରକ୍ଷା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ରାଜ୍ୟରେ ହାତୀଙ୍କ ସୁରକ୍ଷା ଲାଗି କି କି ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ କ’ଣ ସବୁ ଯୋଜନା କାର୍ଯ୍ୟକାରୀ...

ମାଟ୍ରିକ ପରୀକ୍ଷା-୨୦୨୫ ଛାତ୍ରୀଛାତ୍ରଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି

କଟକ,୩୦ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ମାଟ୍ରିକ-୨୦୨୫ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପାଇଁ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ...

ଦିନ ମଜୁରିଆରୁ ଅନ୍ତର୍ଜାତୀୟ କ୍ରିକେଟର

କଟକ,୨୯ା୮(ସୁପ୍ରିୟା ପ୍ରିୟଦର୍ଶିନୀ):କେନ୍ଦୁଝର ହାଟଡିହି ବ୍ଲକର ଜଞ୍ଜଣା ଗ୍ରାମର ଝିଲି ବିରୂଆ। ପିଲାଟିବେଳୁ ପରିବାରର ଦୁଃଖ, କଷଣ ସହି ଆସୁଥିବା ଝିଲ୍ଲୀ ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ ଦଳର ଅନ୍ୟତମ ପ୍ରମୁଖ ସଦସ୍ୟ ରହିଛନ୍ତି। ସେ ଇଂଲଣ୍ଡରୁ ଆଇବିଏସଏ ୱାଲର୍‌ଡ ଟୁର୍ଣ୍ଣମେଣ୍ଟର...

ଏଥର ସହର ପାଇଁ ୬୬ କୋଟିର ପ୍ରକଳ୍ପ

କଟକ, ୨୮ା୮ (ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏଥିପାଇଁ କଟକ ମହାନଗର ନିଗମ (ସିଏମ୍‌ସିି) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅଗଷ୍ଟ ୨୮ ଓ ୨୯ ତାରିଖରେ ୬୬ କୋଟି ଟଙ୍କା ବ୍ୟୟରେ...

ସମସ୍ୟା ଘେରରେ ୮ନଂ. ଓ୍ବାର୍ଡ

ଚୌଦ୍ୱାର,୨୮ା୮(ଆଶୁତୋଷ ଦାସ): ଚୌଦ୍ୱାର ପୌରପାଳିକା ଅଧୀନ ୮ ନମ୍ବର ଓ୍ବାର୍ଡରେ ଅନେକ ସମସ୍ୟା ରହିଛି। ଗତ ଦେଢ ବର୍ଷ ମଧ୍ୟରେ ଏହି ଓ୍ବାର୍ଡରେ କୌଣସି ବିକାଶମୂଳକ କାର୍ଯ୍ୟ ହୋଇନାହିଁ। ଏପରି କି ଓ୍ବାର୍ଡବାସୀଙ୍କ ସମସ୍ୟା ସମାଧାନ କରାଯାଉ ନ ଥିବା...

ପରଲୋକରେ ଜୟନ୍ତ ମହାପାତ୍ର

ଭୁବନେଶ୍ୱର,୨୭।୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କର ରବିବାର ରାତି ୯ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୯୫ବର୍ଷ ବୟସ ହୋଇଥିଲା। ସେ କିଛିଦିନ ଧରି ନିମୋନିଆ ରୋଗରେ ଆକ୍ରାନ୍ତ...

୩ ମାସ ମଧ୍ୟରେ ତଦନ୍ତ ପାଇଁ ନିର୍ଦ୍ଦେଶ

କଟକ,୨୬ା୮(କାର୍ତ୍ତିକ ସାହୁ): ରାଜଧାନୀ ଭୁବନେଶ୍ୱରର ପଟିଆ ମୌଜାରେ ୯୯ ଏକର ସରକାରୀ ଲିଜ୍‌ ଜମିକୁ ବେଆଇନ ଭାବେ ବିକ୍ରି କରାଯିବା ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri