ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯ା୧୦(ଅସମାପିକା ସାହୁ): ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ,...