କଟକ

ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୯ା୬: ପୁରୀ ଜିଲା ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଓ ଆଇନ ଶୃଙ୍ଖଳା ବ୍ୟବସ୍ଥା କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ମଧୁସୂଦନ ପୂଜାପଣ୍ଡାଙ୍କ ଆବେଦନର ଶୁଣାଣି କରି ଅବକାଶକାଳୀନ ବିଚାରପତି ଏସ୍‌. କେ. ସାହୁ...

ବିପର୍ଯ୍ୟୟ ମୁକାବିଲା ପାଇଁ ମାଇକ୍ରୋ ପ୍ଲାନ୍‌ ପ୍ରସ୍ତୁତ ହେବ

କଟକ ଅଫିସ,୮ା୬: ପ୍ରାକୃତିକ ବିପର୍ଯ୍ୟୟ ଓ ସହରରେ ବର୍ଷାଜନିତ ଜଳବନ୍ଦୀର ମୁକାବିଲା ପାଇଁ ବୁଧବାର ଚୌଧୁରୀବଜାରସ୍ଥିତ ବିଜୁ ଭବନରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମେୟର ସୁବାସ ସିଂ ଏଥିରେ ପୌରୋହିତ୍ୟ...

ଜନସ୍ବାର୍ଥ ମାମଲାକୁ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୭।୬:କେନ୍ଦ୍ର ସରକାରଙ୍କ ୨୦୦୦ ଟଙ୍କିଆ ନୋଟ୍‌ ବନ୍ଦ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି ଅବକାଶକାଳୀନ ଖଣ୍ଡପୀଠରେ ମଙ୍ଗଳବାର ହୋଇଥିଲା। ହାଇକୋର୍ଟର ଅବକାଶକାଳୀନ ବିଚାରପତି ଏସ୍‌. କେ. ସାହୁ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କ...

ସ୍ତ୍ରୀଙ୍କ ବିରୋଧରେ ଥାନାରେ ଏତଲା

ବଡ଼ମ୍ବା,୭।୬(ଡି.ଏନ.ଏ.): ବାଲେଶ୍ୱର ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ସମସ୍ତ ମୃତାହତଙ୍କୁ ଚିହ୍ନଟ କରାଯାଇ ପାରିନାହିଁ। ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଏନେଇ ପ୍ରକ୍ରିୟା ଜାରି ରହିଥିବାବେଳେ ଜଣେ ମହିଳା ମୃତକଙ୍କ ଅନୁକମ୍ପା ରାଶି ହାତେଇବା ପାଇଁ ଜୀବିତ ସ୍ବାମୀଙ୍କୁ ମୃତ...

ନିଯୁକ୍ତି ପାଇଲେ ୧୨୦୫ ଡାକ୍ତର

ବଡ଼ମ୍ବା,୭।୬(ଡି.ଏନ.ଏ.)ବାଲେଶ୍ୱର ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ସମସ୍ତ ମୃତାହତଙ୍କୁ ଚିହ୍ନଟ କରାଯାଇ ପାରିନାହିଁ। ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଏନେଇ ପ୍ରକ୍ରିୟା ଜାରି ରହିଥିବାବେଳେ ଜଣେ ମହିଳା ମୃତକଙ୍କ ଅନୁକମ୍ପା ରାଶି ହାତେଇବା ପାଇଁ ଜୀବିତ ସ୍ବାମୀଙ୍କୁ ମୃତ ଘୋଷଣା...

ପୋଖରୀ, ନଳକୂଅ ଖୋଳାକୁ ନେଇ ଗୋଷ୍ଠୀ ସଂଘର୍ଷ

ଆଠଗଡ଼,୬।୬(ସ୍ବ.ପ୍ର.): ଆଠଗଡ଼ ଥାନା କୁଲାଇଲୋ ପଞ୍ଚାୟତ ଅନ୍ତର୍ଗତ ତଳଗଡ ଗ୍ରାମରେ ରବିବାର ପୋଖରୀ ଓ ନଳକୂପ ଖୋଳାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ହୋଇଛି। ଏହି ସମୟରେ ଜଣେ ପୋଲିସ କର୍ମଚାରୀ ଗୁରୁତର ହୋଇଥିବାବେଳେ ଆଉ କେତେଜଣ ଆହତ ହୋଇଛନ୍ତି।...

ରାତିରେ ହୋଇଥିବା ପିଚୁ ସକାଳେ ଉଠିଗଲା

ମାହାଙ୍ଗା,୫ା୬(ସ୍ବ.ପ୍ର.): ସନ୍ଧ୍ୟାରେ ରାସ୍ତା ପିଚୁ କାର୍ଯ୍ୟ ଆରମ୍ଭ ହୋଇ ଅଧରାତିରେ ସରିଥିଲା। ମୋବାଇଲ ଟର୍ଚ୍ଚ ସାହାଯ୍ୟରେ ଯନ୍ତ୍ରୀ କାର୍ଯ୍ୟ ତଦାରଖ କରୁଥିଲେ। ଅନ୍ଧାର ରାତିରେ ନାମକୁ ମାତ୍ର ନିମ୍ନମାନର କାମ ସାରି ଚାଲିଯାଇଥିଲେ ଯନ୍ତ୍ରୀ ଓ ଠିକାଦାର। ଫଳରେ ସକାଳୁ...

ସ୍ଥିତି ପରଖିଲେ ଆନ୍ଧ୍ରପ୍ରଦେଶ ଅଧିକାରୀ

କଟକ ଅଫିସ, ୪।୬: ବାଲେଶ୍ୱର ଜିଲା ବାହାନଗା ରେଳଷ୍ଟେଶନ ନିକଟରେ ଶୁକ୍ରବାର ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏଥିରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଆନ୍ଧ୍ରପ୍ରଦେଶରେ ବହୁସଂଖ୍ୟକ ଯାତ୍ରୀ ରହିଥିବା ଜଣାପଡିଛି।...

ମୋ’ ବସ୍‌ ଧକ୍କାରେ ଜଣେ ମୃତ

କଟକ ସଦର, ୪।୬(ଡି.ଏନ୍‌.ଏ.): ୪୨ ମୌଜା ଥାନା ଅନ୍ତର୍ଗତ ଦଧିବାମନପୁର ଛକରେ ଶନିବାର ସନ୍ଧ୍ୟାରେ ମୋ’ ବସ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ଦଧିବାମନପୁର ଗ୍ରାମର ନୀରୋଦ ସାମଲ(୪୫)। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ,...

୩ ମାସ ମଧ୍ୟରେ ନିୟମିତ କର: ହାଇକୋର୍ଟ

କଟକ ଅଫିସ,୨ା୬: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଜୁନିୟର ଆସିଷ୍ଟାଣ୍ଟଙ୍କ ଚାକିରି ୩ ମାସ ମଧ୍ୟରେ ନିୟମିତ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଏସ୍‌. କେ. ସାହୁ ଏ ସମ୍ପର୍କିତ ୫ଟି ମାମଲାର ଏକତ୍ର ଶୁଣାଣି କରି...

ଅଭିଯୋଗ ପରେ ଲାଗିଲା ଫଳକ

ବାଙ୍କୀ,୨ା୬(ସ୍ବ.ପ୍ର.): ବାଙ୍କୀ ଡମପଡ଼ା ବ୍ଲକ ଅନ୍ତର୍ଗତ ରଗଡ଼ି ପଞ୍ଚାୟତର ସିଟି ସ୍କୁଲଠାରୁ ମହିଳା କଲେଜ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯାଇଛି। ଏଥିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହେବାପରେ ସୂଚନା ଫଳକ ଲଗାଯାଇଥିଲା। ମାତ୍ର ୨୪ ଘଣ୍ଟା ନ ପୂରୁଣୁ...

ମହିଳା ବେଶରେ ଏସ୍‌ସିବିରୁ କଏଦୀ ଚମ୍ପଟ

କଟକ ଅଫିସ,୨ା୬: କଟକ ଏସ୍‌ସିବି ମେଡିକାଲରୁ ଗୁରୁବାର ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଜିଲା ନାଉଗାଁ ଅଞ୍ଚଳର ସାଜନ ଦାସ। ଏ ନେଇ ଚୌଦ୍ୱାର ଜେଲ୍‌ କର୍ତ୍ତୃପକ୍ଷ ମଙ୍ଗଳାବାଗ ଥାନାରେ ଏତଲା ଦେବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri