ମାଲକାନଗିରି ତତ୍କାଳୀନ ଜିଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ବଡ଼ ଆଶ୍ବସ୍ତି
କଟକ,୭ା୨(କାର୍ତ୍ତିକ ସାହୁ): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନୀଷ ଅଗ୍ରୱାଲଙ୍କୁ ଶୁକ୍ରବାର ଏକ ବଡ଼ ଆଶ୍ବସ୍ତି ମିଳିଛି। ନିମ୍ନ ଅଦାଲତଙ୍କ ଏନ୍ବିଡବ୍ଲ୍ୟୁ ଜାରି ଉପରେ ହାଇକୋର୍ଟ ରୋକ ଲଗାଇ ଦେଇଛନ୍ତି। ମାଲକାନଗିରିର ତତ୍କାଳୀନ ଜିଲାପାଳ ମନୀଷ ଅଗ୍ରୱାଲଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ...