କଟକ

ଗ୍ରୀଷ୍ମ ଅବକାଶ ପରେ ହେବ ବର୍ଷା-ଅନୁଭବଙ୍କ ଛାଡ଼ପତ୍ର ଶୁଣାଣି

କଟକ, ୧୬।୫: ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡ଼ପତ୍ର ମାମଲା ପରିବାର ଅଦାଲତରେ ସମଧାନ ହୋଇପାରି ନାହିଁ । ମଙ୍ଗଳବାର ବାର ଉଭୟ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ ମଧ୍ୟ ଜେରା ପ୍ରକ୍ରିୟା ଅସମ୍ପୂର୍ଣ୍ଣ ରହିଛି...

୧୮ରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ 

କଟକ ଅଫିସ,୧୬।୫: ଆସନ୍ତା ମେ୧୮ ତାରିଖରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ବୋର୍ଡ (ମାଧ୍ୟମିକ ଶିକ୍ଷା ପରିଷଦ) ପକ୍ଷରୁ  ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।  ୧୮ ତାରିଖ ଦିନ ୧୦ଟା ସମୟରେ ଫଳାଫଳ ଘୋଷଣା କରାଯିବ।...

ଆଜି ହେବ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା

କଟକ ଅଫିସ,୧୬।୫: ଆଜି ପୂର୍ବାହ୍ନ ସାଢେ ୧୧ଟା ବେଳେ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ, ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ...

ପଚା ଫଳ ବିକିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୬ା୫: ସହରରେ ପଚା ଫଳ ବିକିଲେ ଏଣିକି ଦୃଢ଼ କାର୍ଯ୍ୟନୁଷ୍ଠାନ ନିଆଯିବ। ଦୋକାନୀ ସିଧାସଳଖ ବ୍ଲାକ ଲିଷ୍ଟେଡ୍‌ ହେବା ସହ ସମ୍ପୃକ୍ତ ଦୋକାନୀଙ୍କ ଫଟୋ କାନ୍ଥରେ ଲାଗିବ। କେବଳ ସେତିକି ନୁହଁ ଅପରାଧୀଙ୍କୁ ଯେପରି ତଡ଼ିପାର କରାଯାଉଛି, ପଚା...

ଦିବାକର ମହାନ୍ତି, ନନ୍ଦକିଶୋର ସିଂହ ପାଇବେ ଭଜନସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ

କଟକ ଅଫିସ, ୧୬।୫: ସଙ୍ଗୀତଜ୍ଞ ଦିବାକର ମହାନ୍ତି ଓ ଗୀତିକାର ନନ୍ଦକିଶୋର ସିଂହ ଭଜନ ସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ-୨୦୨୩ ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶାର ଲବ୍ଧ ପ୍ରତିଷ୍ଠ କଣ୍ଠଶିଳ୍ପୀ ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀ ଉତ୍ସବ...

ଡାଲି ବ୍ୟବସାୟୀ ଫାରୁକ୍‌ ହତ୍ୟା ମାମଲା : ଡି-ବ୍ରଦର୍ସ ନିର୍ଦ୍ଦୋଷରେ ଖଲାସ

କଟକ ଅଫିସ,୧୫।୫: କଟକ ମାଲଗୋଦାମ ଡାଲି ବ୍ୟବସାୟୀ ସେକ୍‌ ଫାରୁକ ହତ୍ୟା ମାମଲାରେ ଡି-ବ୍ରଦର୍ସ ସୋମବାର ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଉଭୟ ସୁଶାନ୍ତ ଧଳସାମନ୍ତ ଓ ସୁଶୀଲ ଧଳସାମନ୍ତଙ୍କ ସହ ତାଙ୍କ ସହଯୋଗୀ ଆରିଫ ଖାଁ ମଧ୍ୟ ନିର୍ଦ୍ଦୋଷରେ ଖଲାସ...

ଏଣିକି ମାଗଣାରେ ଅନ୍‌ଲାଇନ୍‌ ସାର୍ଟିଫାଏଡ୍‌ କପି

କଟକ ଅଫିସ,୧୫ା୫: ଓଡ଼ିଶା ହାଇକୋର୍ଟ ପକ୍ଷରୁ ଡିଜିଟାଲ ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ପାଇଁ ଆଉ ପାଦେ ଆଗକୁ ଯାଇଛି ପେପରଲେସ୍‌ କୋର୍ଟ। ହାଇକୋର୍ଟରେ ଫଇସଲା ହେଉଥିବା ମାମଲାଗୁଡ଼ିକର ରାୟ ଓ ନିର୍ଦ୍ଦେଶନାମା ଡିଜିଟାଲ୍‌ ସାଇନ୍‌ ହୋଇ ହାଇକୋର୍ଟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ...

ରାଜ୍ୟର ପ୍ରଥମ ମହିଳା ଭେଷଜ ବିଶେଷଜ୍ଞଙ୍କ ପରଲୋକ

କଟକ ଅଫିସ,୧୪।୫: ରାଜ୍ୟର ପ୍ରଥମ ମହିଳା ଭେଷଜ ବିଶେଷଜ୍ଞ ପ୍ରଫେସର ଡା. ଅନ୍ନପୂର୍ଣ୍ଣା ଦେବୀ(୭୭)ଙ୍କର କଟକ କେଶରପୁରସ୍ଥିତ ବାସଭବନରେ ଶନିବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ଖାନ୍‌ନଗରସ୍ଥିତ ସ୍ବର୍ଗଧାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁତ୍ର ଚିନ୍ମୟ ମୁଖାଗ୍ନି ଦେଇଥିଲେ। ଡା....

ଇଣ୍ଡିଆନ୍‌ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର ଉଦ୍‌ଘାଟିତ

କଟକ,୧୪।୫: ଇଣ୍ଡିଆନ୍‌ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର କଟକର ସିଡିଏଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ...

ବାଘଛାଲ ଜବତ, ୨ ଗିରଫ

ଫୁଲବାଣୀ ଅଫିସ, ୧୩ା୫: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ପଖାଳଖିଆ ଗ୍ରାମ ନିକଟରେ ଫୁଲବାଣୀ ବନ ବିଭାଗ ଚଢ଼ାଉ କରି ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ଏକ କଲରାପତରିଆ ବାଘ ଛାଲକୁ ଜବତ କରିଛି । ଏହି...

‘ଓଡ଼ିଶାର ଆଞ୍ଚଳିକ ଜୁଡିସିଆଲ ଏକାଡେମୀ ଦେଶ ପାଇଁ ଉଦାହରଣ’

କଟକ ଅଫିସ,୧୪।୫: ରାଜ୍ୟର ଅନୁଗୋଳ, ବାଲେଶ୍ୱର, କୋରାପୁଟ, ଗଞ୍ଜାମ, ସମ୍ବଲପୁର ଜିଲାରେ ଆଞ୍ଚଳିକ ଜୁଡିସିଆଲ ଏକାଡେମୀ କାର୍ଯ୍ୟକ୍ଷମ ହୋଇଛି। ବିଚାର ବିଭାଗୀୟ ଅଧିକାରୀ, କୋର୍ଟ କର୍ମଚାରୀ, ଆଇନଜୀବୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ।...

୧୫,୮୨୭ ମାମଲା ଫଇସଲା

କଟକ ଅଫିସ, ୧୪।୫: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍‌ଏଲ୍‌ଏସ୍‌ଏ) ପକ୍ଷରୁ ରାଜ୍ୟର ପ୍ରତ୍ୟେକ ଜିଲା ଏବଂ ତାଲୁକ୍‌ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ତଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri