କଟକ

ଆଜି ରାବଣପୋଡ: କଟକରେ ପଡ଼ିବ ଫିକା

କଟକ,୧୩।୧୦: ଆଜି ରାବଣପୋଡି, ଶନିବାର କେତେକ ସ୍ତାନରେ ରାବଣପୋଡ଼ି ପାଳିତ ହୋଇଯାଇଥିବା ବେଳେ ରବିବାର ଅନ୍ୟ କେତେକସ୍ତାନରେ ରବଣ ପୋଡ଼ି ହେବ। ତେବେ ଚଳିତ ବର୍ଷ କଟକରେ ରାବଣପୋଡ଼ି ଫିକା ପଡ଼ିବ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କଟକରେ ରାବଣ ପୋଡିରେ...

ମା’ଙ୍କୁ ଭୋଗ ହେବ ୬ କୁଇଣ୍ଟାଲ ମାଛ

କଟକ,୧୨।୧୦: ମା’ ଦୁର୍ଗାଙ୍କ ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭାଇଚାରାର ସହର କଟକ। ଶନିବାର ମହାନବମୀ ଅବସରରେ ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଉଛି। ଏହି ପରିପ୍ରେକ୍ଷୀରେ କଟକ ଚାନ୍ଦିନୀଚୌକ ପୂଜା ମଣ୍ଡପରେ ମା’ଙ୍କୁ ସ୍ବତନ୍ତ୍ର...

କଟକରେ ମା’ ଦୁର୍ଗାଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ, ଦହିବରା ଆଳୁଦମ୍‌ର ନେବେ ମଜା

କଟକ,୧୨ା୧୦: ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଗସ୍ତ କରି ପୂଜାମଣ୍ଡପ ବୁଲୁଛନ୍ତି। କିଛି ସମୟ ତଳେ ମୁଖ୍ୟମନ୍ତ୍ରୀ କଟକ ଅଭିମୁଖେ ବାହାରି ପ୍ରଥମେ ପ୍ରତାପନଗରୀଠାରେ ପୂଜାମଣ୍ଡପରେ ମା’ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ସେ...

୩୪ ମଣ୍ଡପରେ ମା’ଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୧ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ମହାନବମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କଟକର ୩୪ଟି ପୂଜା ମଣ୍ଡପ ବୁଲି ମା’ଦୁର୍ଗାଙ୍କୁ ଦର୍ଶନ କରିବେ। ସଡ଼କ ପଥରେ ସକାଳ ସାଢେ ୯ଟାରେ ମୁଖ୍ୟମନ୍ତ୍ରୀ ପ୍ରଥମେ ପ୍ରତାପନଗରୀ ପୂଜା ମଣ୍ଡପରେ ପହଞ୍ଚି ମା’ଙ୍କୁ ଦର୍ଶନ...

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ମାଗଣା ମେଡିସିନ ପାଇଁ...

ନବମୀରେ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ। ତେବେ ଦୁର୍ଗାପୂଜାରେ ୩ ପ୍ରମୁଖ ଦଳର ନେତୃବୃନ୍ଦ ପୂଜା ମଣ୍ଡପ ବୁଲି ମା’ଙ୍କୁ ଦର୍ଶନ କରିବା...

ନିଜ ଦଳ ନାଁରେ ଏମିତି କହିଦେଲେ ବିଧାୟକ ସୌଭିକ ବିଶ୍ୱାଳ: ଚାଲିଛି ଚର୍ଚ୍ଚା

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ କଟକ ଜିଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କଟକ ସାରଳା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ...

ଆଜିଠୁୁ ହାଇକୋର୍ଟର ପୂଜା ଛୁଟି: ଜରୁରିକାଳୀନ ମାମଲା ପାଇଁ ୪ ଦିନ ଖୋଲା

କଟକ,୧୦ା୧୦ (କାର୍ତ୍ତିକ ସାହୁ):ହାଇକୋର୍ଟରେ ଚଳିତ ଦୁର୍ଗାପୂଜା ଛୁଟି ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ପୂଜା ଛୁଟି ସମୟରେ କେବଳ ଜରୁରିକାଳୀନ ମାମଲାଗୁଡ଼ିକର ଆବେଦନ ପାଇଁ ୪ ଦିନ ହାଇକୋର୍ଟ ଅଫିସ ଖୋଲା ରହିବ।...

କଟକରେ ଚାଞ୍ଚଲ୍ୟ: ଅଟୋ ଚାଳକଙ୍କ ତଣ୍ଟି କାଟିଦେଲେ ଦୁଇ ଯୁବକ

କଟକ,୫ା୧୦(କାର୍ତ୍ତିକ ସାହୁ): କଟକ ମଧୁପାଟଣା ଥାନା ଲିଙ୍କରୋଡ୍‌ ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କ ତଣ୍ଟି କାଟିଦେଇ ଦୁଇ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଅଟୋ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପୋଲିସ ଏସ୍‌ସିବି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି...

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍‌ସିବି ମେଡିକାଲରେ ଭେଟିଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ...

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର କରାଯାଇପାରିବ ବୋଲି କୋର୍ଟ କହିଛନ୍ତି। ଏନେଇ ଆଡ୍‌ଭୋକେଟ୍‌ କମିଟି ପକ୍ଷରୁ ପ୍ରସ୍ତାବ...

ରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହ

ଚୌଦ୍ୱାର,୪ା୧୦(ଆଶୁତୋଷ ଦାସ): କଟକ ଟାଙ୍ଗୀ ନର୍ଗୁଣ୍ଡ ରେଳଧାରଣା ଉପରେ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଛ। ଯୁବକ ଜଣଙ୍କ ହେଲେ ତେରୁଆଁ ବଙ୍ଗାଳୀ ସାହିରେ ରହୁଥିବା ତିରୁପତି ରେଡ୍ଡୀ। ତାଙ୍କ ହାତଗୋଡ଼ ବାନ୍ଧି କେହି ରେଳଧାରଣାରେ ଶୁଆଇ ଦେଇଛନ୍ତି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri