କଟକରୁ ବାବାଙ୍କୁ ଧରିଲା କର୍ନାଟକ ପୋଲିସ
କଟକ ଅଫିସ୍,୨୦।୯(କାର୍ତ୍ତିକ ସାହୁ): କର୍ନାଟକର ଜଣେ ଶିଳ୍ପପତିଙ୍କୁ ଭାଜପା ବିଧାୟକ ଟିକେଟ ପ୍ରଦାନ କରିବା ନାଁରେ ଦେଢ଼ କୋଟି ଟଙ୍କା ଠକେଇ ଅଭିଯୋଗରେ କର୍ନାଟକ ପୋଲିସ ସୋମବାର ରାତିରେ କଟକରୁ ଜଣେ ଫେରାର ବାବାଙ୍କୁ ଗିରଫ କରିଛି। ଗିରଫ ବାବା...
ଗଣେଶ ପୂଜାରେ ବିଦ୍ୟୁତ୍ ଦୁର୍ଘଟଣା, ୨ ମୃତ
ବାରଙ୍ଗ/ ପାରଳାଖେମୁଣ୍ଡି,୨୦ା୯ (ଲିଙ୍ଗରାଜ ରାଉତ/ଗିରିଧାରୀ ପରିଚ୍ଛା): ଗଣେଶ ପୂଜା ଖୁସି ମନାଇବାର ପ୍ରସ୍ତୁତି ସମୟରେ ଘଟିଯାଇଛି ଅଘଟଣ। କଟକ ବାରଙ୍ଗ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ର ଏକ ଟ୍ରାକ୍ଟରରେ ଗଣେଶ ମୂର୍ତ୍ତି ନେଇ ଯାଉଥିବାବେଳେ...
ଅକ୍ଟୋବର ୧୫ରୁ ରତ୍ନଭଣ୍ଡାର ମରାମତି
କଟକ,୧୯ା୯ (କାର୍ତ୍ତିକ ସାହୁ):ପୁରୀ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ଆସନ୍ତା ଅକ୍ଟୋବର ୧୫ରୁ ଆରମ୍ଭ କରିବାକୁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଆବଶ୍ୟକ ଜ୍ଞାନକୌଶଳ ମାଡ୍ରାସ୍ ଆଇଆଇଟିରୁ ଅଣାଯିବା ସହ କିଏ କାମ କରିବ ସେ ନେଇ ଅକ୍ଟୋବର ୧୫...
ଟ୍ରକ୍-କାର ମୁହାଁମୁହିଁ: ଆଖି ବୁଜିଦେଲେ ୪ ସାଙ୍ଗ, ଜଣେ ଗୁରୁତର
ତିଗିରିଆ,୧୮।୯(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ନୂଆସଡ଼କ ଛକରେ ସୋମବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ ଓ କାର୍ ମୁହାଁମୁହିଁ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।...
ଫାୟାରିଂ କରି ଲୁଟ ଘଟଣା: ୫ ଗିରଫ
କଟକ,୧୭।୯: କଟକ ମତଗଜପୁର ଅଞ୍ଚଳରେ ଫାୟାରିଂ କରି ଲୁଟ ଘଟଣାରେ ଆଉ ୫ ଜଣ ଅଭିଯୁକ୍ତ ଧରାପଡ଼ିଛନ୍ତି। ସେମାନଙ୍କୁ କନ୍ଦରପୁର ଥାନା ପୋଲିସ ଗିରଫ କରିଛି। ସୂଚନାଯୋଗ୍ୟ, ଗତ ୬ ତାରିଖରେ ଜଣେ ବ୍ୟବସାୟୀଙ୍କ ଠାରୁ ସୁନା ଅଳଙ୍କାର ସମେତ...
କଟକର ସ୍ବତନ୍ତ୍ର ପରିଚୟ ସିଏନ୍ବିଟି
କଟକ,୧୭ା୯(ସୁପ୍ରିୟା ପ୍ରିୟଦର୍ଶିନୀ)ଖାନ୍ନଗରଠାରେ କଟକ ନେତାଜୀ ବସ୍ ଟର୍ମିନାଲ(ସିଏନ୍ବିଟି) ଶନିବାର ଲୋକାର୍ପିତ ହୋଇଛି। ଏଥିରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ କହିଥିଲେ, କଟକ ସହର ପାଇଁ ଏହା ଏକ ଐତିହାସିକ ମୁହୂର୍ତ୍ତ। ଯାନବାହନ ବୃଦ୍ଧିକୁ ଦୃଷ୍ଟିରେ ରଖି କଟକରେ ଏକ...
ଲଘୁଚାଷଜନିତ ବର୍ଷା, ବନ୍ୟାରେ ଜନଜୀବନ ଅସ୍ତବ୍ୟସ୍ତ
ଖୁଣ୍ଟୁଣୀ,୧୭ା୯(ସଚ୍ଚିଦାନନ୍ଦ ପଣ୍ଡା)ଲଘୁଚାପ ଜନିତ ବର୍ଷାରେ ମହାନଦୀରେ ବନ୍ୟା ଆସିବାରୁ କଟକ ଜିଲାର ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଗାଁଗୁଡ଼ିକ ଜଳମଗ୍ନ ହୋଇଯିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି। ପାଣି ଜମି ରହିଥିବାରୁ କ୍ଷେତରେ ଫସଲ ନଷ୍ଟ ହେବାର ଆଶଙ୍କା ସୃଷ୍ଟି...
ଶେଷ କିଷାନ ପାଇବେ ଭାରତ ଗୌରବ ସମ୍ମାନ
କଟକ,୧୭।୯: ଦୀର୍ଘ ୨୩ବର୍ଷ ଧରି ନିରନ୍ତର ଭାବେ ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଭାରତ ମସଲା କମ୍ପାନୀ ଆସନ୍ତା ଗଣେଶ ପୂଜାରେ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ପୂଜ୍ୟପୂଜା ପରମ୍ପରାକୁ ବଜାୟ ରଖି ଓଡ଼ିଶାର ନାମକୁ ବିଭିନ୍ନ...
ଏନ୍ଏଚ୍ଆର୍ସିରେ ମାମଲା: ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ା ବନ୍ଦ
କଟକ,୧୭।୯ (କାର୍ତ୍ତିକ ସାହୁ): ବିଭିନ୍ନ ଦାବି ନେଇ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୯ ଦିନ ହେବ ବିଦ୍ୟାଳୟ ବନ୍ଦ କରି ଭୁବନେଶ୍ୱରଠାରେ ଧାରଣାରେ ବସିଛନ୍ତି। ଏଥିଯୋଗୁ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ହୋଇଯାଇଥିବା ଅଭିଯୋଗ କରି...
ନେତାଜୀ ବସ୍ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
କଟକ,୧୬ା୯: କଟକରେ ନେତାଜୀ ବସ୍ ଟର୍ମିନାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅପରାହ୍ନରେ ଲୋକାର୍ପଣ କରିଛନ୍ତି। ସହରର ଗମନାଗମନ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ଏବଂ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବସ୍ ଟର୍ମିନାଲର ଆଜି...
ଅଭିଯୁକ୍ତ ମଙ୍ଗୁଙ୍କୁ ଏନ୍କାଉଣ୍ଟର
କଟକ,୧୬ା୯ (କାର୍ତ୍ତିକ ସାହୁ)/ଫୁଲନଖରା (ସତ୍ୟପ୍ରକାଶ ଦାସମହାପାତ୍ର): କଟକ ସଦର ଥାନା ଭାଣପୁର ଗ୍ରାମର ମଙ୍ଗୁ ଓରଫ ମନୋଜ ମହାରଣାକୁ ପୋଲିସ ଏନ୍କାଉଣ୍ଟର କରିଛି। ତାଙ୍କ ବାମପଟ ଆଣ୍ଠୁରେ ଗୁଳି ବାଜିଛି। କନ୍ଦରପୁର ଓ ସଦର ଥାନା ପୋଲିସ ମିଳିତ ଭାବେ...
ସିପା, ଲିପାଙ୍କୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ବେଙ୍ଗାଲୁରୁ ଦମ୍ପତି
କଟକ,୧୬ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ଶିଶୁକନ୍ୟା ସିପା ଓ ଲିପାଙ୍କୁ ମିଳିଲା ନୂଆ ଠିକଣା। ବେଙ୍ଗାଲୁରୁର ରାହୁଲ ଆଇଜାକ୍ ଓ ଆଞ୍ଜେଲିନ କୁଟ୍ଟାବିଲା କଟକସ୍ଥିତ ବସୁନ୍ଧରାରୁ ଆଇନଗତ ଭାବେ ସିପା ଓ ଲିପା ଦୁଇ ଭଉଣୀଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିଛନ୍ତି। କଟକ...
Archives


