କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ(ଏମ୍ଡି) ପଦରେ ଅବସରପ୍ରାପ୍ତ ପ୍ରଶାସକ ଗୋପବନ୍ଧୁ ଶତପଥୀଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଆଗତ ମାମଲାରେ ହାଇକୋର୍ଟ ନିଯୁକ୍ତି ଉପରେ ଗୁରୁବାର ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଏଥିସହ ସମବାୟ ନିବନ୍ଧକଙ୍କୁ...
କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୬ଟି ସଦସ୍ୟ ପଦ ଖାଲି ପଡିଛି। ଏହାଦ୍ୱାରା ଆୟୋଗ ସମ୍ପୂର୍ଣ୍ଣ ଅଚଳ ସ୍ଥିତିରେ ପହଞ୍ଚତ୍ଛି। ଏ ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍....
ନିଶ୍ଚିନ୍ତକୋଇଲି,୧୭।୨(ସ୍ବ.ପ୍ର.): ଗ୍ରାମାଞ୍ଚଳ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଗଠନ କରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମିର ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି...
Archives
Model This Week
ପିଲାଙ୍କ ଧରିତ୍ରୀ