କଟକ

ବିଭୁ ହୋତା ପାଇଲେ କିଶୋରୀଚରଣ ପୁରସ୍କାର

କଟକ ଅଫିସ, ୨ା୩: କଥାକାର କିଶୋରୀଚରଣ ଦାସଙ୍କ ୯୯ତମ ଜୟନ୍ତୀ ଉତ୍ସବ କଟକ ଶ୍ରୀରାମଚନ୍ଦ୍ର ଭବନରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। କିଶୋରୀଚରଣ ସ୍ମୃତି ସଂସଦ ଆନୁକୂଲ୍ୟରେ ଆୟୋଜିତ ଉତ୍ସବକୁ ସାହିତି୍ୟକ ଅଧ୍ୟାପକ ବିଶ୍ୱରଞ୍ଜନ ଉଦ୍‌ଘାଟନ କରି କହିଥିଲେ, କିଶୋରୀଚରଣ ଥିଲେ...

ରେଭେନ୍‌ଶା କ୍ୟାମ୍ପସରେ ଯୁବତୀଯୁବକଙ୍କ ଅସଂଯତ ଭିଡିଓ ଭାଇରାଲ

କଟକ ଅଫିସ,୨ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଅସଂଯତ ଅବସ୍ଥାରେ ଯୁବତୀଯୁବକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ସେମାନେ ଅଧ୍ୟୟନରତ ଛାତ୍ରୀଛାତ୍ର କି ବାହାର ପିଲା...

ଦିଲ୍ଲୀ, ଲକ୍ଷ୍ନୌରୁ ଆସୁଛି ନକଲି ମେଡିସିନ

କଟକ ଅଫିସ,୧ା୩: ପୁରୀଘାଟ ଥାନା ଅଧୀନ ଟାଉନହଲ୍‌ ରୋଡ୍‌ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ନାମକ ଏକ ଗୋଦାମରେ ସୋମବାର ଡ୍ରଗ୍ସ କଣ୍ଟ୍ରୋଲ ଅଧିକାରୀମାନେ ଚଢ଼ାଉ କରି ପର୍ଯ୍ୟାପ୍ତ ପରିମାଣର ନକଲି ଓ-୨ ମେଡିସିନ ଜବତ କରିଥିଲେ। ଏହି କାରବାର ସହ ଜଡ଼ିତ...

୭ ବିଦ୍ୟାଳୟରେ ମୌଳିକ ସୁବିଧା ନାହିଁ

କଟକ ଅଫିସ,୧ା୩: ଆମିକସ୍‌କ୍ୟୁରି ପ୍ରଫୁଲ୍ଲ କୁମାର ରଥ ବୌଦ୍ଧ ଜିଲାର ୭ଟି ବିଦ୍ୟାଳୟ ପରିଦର୍ଶନ କରିବା ପରେ ମୌଳିକ ସୁବିଧା ନ ଥିବା ସଂକ୍ରାନ୍ତୀୟ ରିପୋର୍ଟ ଗତ ୨୨ ତାରିଖରେ ହାଇକୋର୍ଟରେ ଦାଖଲ କରିଛନ୍ତି। ୭ଟି ବିଦ୍ୟାଳୟ ମଧ୍ୟରୁ ୪ଟି...

ବଦଳିଲା ଶେଷ ପରୀକ୍ଷା ତାରିଖ

କଟକ ଅଫିସ,୧ା୩: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ଓପିଏସ୍‌ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି।...

ପୁଣି ନକଲି ଔଷଧ ଜବତ, ମାଲିକ ଅଟକ

କଟକ ଅଫିସ,୨୮।୨: କଟକରେ ପୁଣି ନକଲି ଔଷଧ ଜବତ ହୋଇଛି। ସ୍ପେଶାଲ ଟାସ୍କ ଫୋର୍ସ ପକ୍ଷରୁ କଟକର ମଙ୍ଗଳବାର ଚୌଧୁରୀବଜାର ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ଉପରେ ଚଢାଉ କରାଯାଇଥିଲା। ସେଠାରେ ଥିବା ଅଢେଇ ଲକ୍ଷ ଟଙ୍କାର ନକଲି ‘ଓ-୨ ଔଷଧକୁ...

ଗୋପାଳଙ୍କ ପରିବାରକୁ ସୁରକ୍ଷା ଦେବା ମାମଲା ଖାରଜ

କଟକ ଅଫିସ,୨୮ା୨: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ସୋମବାର ହୋଇଥିଲା। ଗୋପାଳଙ୍କ ପରିବାର ସଦସ୍ୟ ସୁରକ୍ଷା ଆବଶ୍ୟକ...

ଆରମ୍ଭ ହେଲାଣି ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନୀ ଉଷ୍ମତା

କଟକ ଅଫିସ,୨୭ା୨:ଓଡ଼ିଶା ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନ ଆସନ୍ତା ଏପ୍ରିଲ ୧୫ରେ ଅନୁଷ୍ଠିତ ହେବ। କାଉନ୍‌ସିଲ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଇନଜୀବୀମାନଙ୍କ ମଧ୍ୟରେ ଉତ୍ସୁକତା ଦେଖିବାକୁ ମିଳିଛି। ବିଭିନ୍ନ ପଦବୀରେ ପ୍ରତିଦ୍ୱନ୍ଦ୍ୱିତା କରିବା...

ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ମିଶନଶକ୍ତି ଗୃହ

ମଙ୍ଗୁଳି-ଚୌଦ୍ୱାର, ୨୬।୨(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୯ନଂ. ଓ୍ବାର୍ଡରେ ୨ ବର୍ଷ ହେବ ଏକ ମିଶନଶକ୍ତି ଗୃହ ନିର୍ମାଣ ହୋଇଛି। ହେଲେ ଏପର୍ଯ୍ୟନ୍ତ ଏହା ଉଦ୍‌ଘାଟନ ହୋଇ ନ ଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ମିଳିଥିବା ସୂଚନା ଅନୁଯାୟୀ,...

ଜବତ ଡାଏରିର ଫରେନସିକ ରିପୋର୍ଟ ନେଲା ପୋଲିସ

ଖୁଣ୍ଟୁଣୀ,୨୬।୨(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ବରିଷ୍ଠ ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମତ୍ୟୁ ଘଟଣାକୁ ଇତି ମଧ୍ୟରେ ୪୨ଦିନ ବିତିଗଲାଣି। ତଥାପି ମୃତ୍ୟୁର କାରଣ ରହସ୍ୟ ଏଯାବତ ଜଣାପଡ଼ି ନାହିଁ। ତେବେ ଗୁରୁଡ଼ିଝାଟିଆ ପୋଲିସକୁ ଗତ ମାସ ୧୭ ତାରିଖରେ କେବଳ ଶବ...

ଏଣିକି ନୂଆ ବିଷୟ ପଢ଼ିବେ ଦଶମ ଛାତ୍ରୀଛାତ୍ର

କଟକ ଅଫିସ,୨୫।୨ : ଆସନ୍ତା ଶିକ୍ଷା ବର୍ଷଠାରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରୀ ନୂଆ ବିଷୟ ପଢ଼ିବେ। ଏହା ସହ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପ୍ରକାଶିତ ଭୌତ୍ତିକ ବିଜ୍ଞାନ ବହିରେ ଷ୍ଟାର ଚିହ୍ନ ଥିବା ବିଷୟଗୁଡ଼ିକୁ ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ...

ମାର୍ଚ୍ଚ ୫ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା

କଟକ ଅଫିସ,୨୫ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଆସନ୍ତା ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ୯୨୯ଟି କେନ୍ଦ୍ରରେ ୧ଲକ୍ଷ ୭୩ ହଜାର ୧୬୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri