Advertisement

ଦେବଗଡ଼

ଚୋରାଚାଲାଣ ବେଳେ ବାଘଛାଲ ଜବତ, ୬ ଗିରଫଚୋରାଚାଲାଣ ବେଳେ ବାଘଛାଲ ଜବତ, ୬ ଗିରଫ

ଚୋରାଚାଲାଣ ବେଳେ ବାଘଛାଲ ଜବତ, ୬ ଗିରଫ

ଦେବଗଡ, ୨୫-୯(ଡି.ଏନ.ଏ.):ଚୋରାଚାଲାଣ ବେଳେ ଦେବଗଡ ଜିଲା ବନ ବିଭାଗ ସୋମବାର ଏକ କଲରାପତରିଆ ବାଘ ଛାଲ ଜବତ କରିଛି। ଚାଲାଣରେ ବ୍ୟବହୃତ ବୋଲେରୋ ଓ ବାଇକ ଜବତ…

6 years ago
ଚୋରା ଚାଲାଣ ବେଳେ ବନ ବିଭାଗର ଚଢ଼ାଉ: କଲରାପତରିଆ ବାଘ ଚମଡ଼ା ଜବତ, ୬ ଗିରଫଚୋରା ଚାଲାଣ ବେଳେ ବନ ବିଭାଗର ଚଢ଼ାଉ: କଲରାପତରିଆ ବାଘ ଚମଡ଼ା ଜବତ, ୬ ଗିରଫ

ଚୋରା ଚାଲାଣ ବେଳେ ବନ ବିଭାଗର ଚଢ଼ାଉ: କଲରାପତରିଆ ବାଘ ଚମଡ଼ା ଜବତ, ୬ ଗିରଫ

ଦେବଗଡ,୨୪।୯(ଡି.ଏନ୍‌.ଏ): କଲରାପରତରିଆ ବାଘ ଚମଡ଼ା ଚୋରାଚାଲାଣ ବେଳେ ଦେବଗଡ଼ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ଜଣେ ନାବାଳକଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯିବା ସହ…

6 years ago
ଶିକ୍ଷକଙ୍କୁ ନିଲମ୍ବନ ପ୍ରତିବାଦ: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀଶିକ୍ଷକଙ୍କୁ ନିଲମ୍ବନ ପ୍ରତିବାଦ: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଶିକ୍ଷକଙ୍କୁ ନିଲମ୍ବନ ପ୍ରତିବାଦ: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲା ତିଲେଇବାଣି ବ୍ଲକ ଅଧୀନ ସାମନ୍ତରା ପାଳି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ବିନା କାରଣରେ ନିଲମ୍ବନ କରାଯାଇଛି। ଏହାକୁ ପ୍ରତିବାଦ କରି ଗ୍ରାମବାସୀ,…

6 years ago
ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ ଏକ…

6 years ago
ଭାଜପା ପକ୍ଷରୁ ୪୯ ନଂ. ଜାତୀୟ ରାଜପଥ ଅବରୋଧ : ଯାନବାହନ ଚଳାଚଳ ବ୍ୟାହତଭାଜପା ପକ୍ଷରୁ ୪୯ ନଂ. ଜାତୀୟ ରାଜପଥ ଅବରୋଧ : ଯାନବାହନ ଚଳାଚଳ ବ୍ୟାହତ

ଭାଜପା ପକ୍ଷରୁ ୪୯ ନଂ. ଜାତୀୟ ରାଜପଥ ଅବରୋଧ : ଯାନବାହନ ଚଳାଚଳ ବ୍ୟାହତ

ଦେବଗଡ଼,୩୦।୮(ଡି.ଏନ୍‌.ଏ.) : ଦେବଗଡ଼ ସହର ଦେଇଯାଇଥିବା ୪୯ ନଂ. ଜାତୀୟ ରାଜପଥ ଶୋଚନୀୟ ହୋଇପଡ଼ିଥିବାରୁ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏନେଇ ପ୍ରଶାସନଙ୍କୁ ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ…

6 years ago
ଡ୍ରେନ୍‌ ବ୍ୟବସ୍ଥା ନାହିଁ : ସାମାନ୍ୟ ବର୍ଷାରେ ରାସ୍ତାରେ ଭାସୁଛି ଆବର୍ଜନାଡ୍ରେନ୍‌ ବ୍ୟବସ୍ଥା ନାହିଁ : ସାମାନ୍ୟ ବର୍ଷାରେ ରାସ୍ତାରେ ଭାସୁଛି ଆବର୍ଜନା

ଡ୍ରେନ୍‌ ବ୍ୟବସ୍ଥା ନାହିଁ : ସାମାନ୍ୟ ବର୍ଷାରେ ରାସ୍ତାରେ ଭାସୁଛି ଆବର୍ଜନା

ଦେବଗଡ଼,୨୯।୮(ଡି.ଏନ୍‌.ଏ.): ୧୧ଟି ଓ୍ବାର୍ଡକୁ ନେଇ ଗଠିତ ଦେବଗଡ଼ ଏକ ଛୋଟ ସହର। ଏହି ପୌରପରିଷଦରେ ସଠିକ୍‌ ଡ୍ରେନ ବ୍ୟବସ୍ଥା ନ ଥିବାରୁ ସାମାନ୍ୟ ବର୍ଷା ହେଲେ ରାସ୍ତା…

6 years ago
ଛାତ୍ର ସଂସଦ ନିର୍ବାଚନ ବାତିଲ ଘଟଣା: ଏବିଭିପି ପକ୍ଷରୁ ଦେବଗଡ଼ କଲେଜ ସମ୍ମୁଖରେ ପ୍ରତିବାଦଛାତ୍ର ସଂସଦ ନିର୍ବାଚନ ବାତିଲ ଘଟଣା: ଏବିଭିପି ପକ୍ଷରୁ ଦେବଗଡ଼ କଲେଜ ସମ୍ମୁଖରେ ପ୍ରତିବାଦ

ଛାତ୍ର ସଂସଦ ନିର୍ବାଚନ ବାତିଲ ଘଟଣା: ଏବିଭିପି ପକ୍ଷରୁ ଦେବଗଡ଼ କଲେଜ ସମ୍ମୁଖରେ ପ୍ରତିବାଦ

ଦେବଗଡ଼,୨୭।୮(ଡି.ଏନ୍‌.ଏ.): ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ମଙ୍ଗଳବାର ଦେବଗଡ଼ ମହାବିଦ୍ୟାଳୟରେ ଏବିଭିପି ପକ୍ଷରୁ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କୁ ନିନ୍ଦା କରାଯାଇଛି । ଛାତ୍ରମାନେ କଲେଜ…

6 years ago
ଭାଙ୍ଗିଲା ବିଦ୍ୟାଳୟ ଛାତ: ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ରଭାଙ୍ଗିଲା ବିଦ୍ୟାଳୟ ଛାତ: ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ଭାଙ୍ଗିଲା ବିଦ୍ୟାଳୟ ଛାତ: ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସ୍କୁଲ ଛାତ ଭାଙ୍ଗି ଯାଇଛି। ସକାଳୁ ପାଠପଢ଼ା ଚାଲିଥିବା ସମୟରେ ଏପରି…

6 years ago
ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ରଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର

ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ.ଏ): ତିଲେଇବଣି ବ୍ଲକ ଅଧିନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଶ୍ରେଣୀ ଗୃହରେ ପାଠପଢ଼ା ଚାଲିଥିଲା।…

6 years ago