ଦେବଗଡ଼

ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ

ଦେବଗଡ଼, ୨୧।୧(ଡି.ଏନ୍‌.ଏ.): ପ୍ରଧାନପାଟସ୍ଥିତ ବଡ଼ବଗିଚାଠାରେ ଜାନୁୟାରୀ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଉତ୍ସବ ପ୍ରଧାନପାଟ ଅନୁଷ୍ଠିତ ହେଉଛି। ତେବେ ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ ପ୍ରକାଶ...

୨ ବର୍ଷର ଝିଅକୁ କଚାଡ଼ି ମାରିଲେ ବାପା

ଦେବଗଡ଼,୧୬ା୧(ଡି.ଏନ୍‌.ଏ.): ଦୁଇ ବର୍ଷର ଝିଅକୁ କଚାଡ଼ି ମାରିଛନ୍ତି ବାପା। ଏପରି ଅମାନବୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଜଲା ନବଗଠିତ ଲଇମୁରା ଥାନା ଅନ୍ତର୍ଗତ ଲମ୍ବଡୁରା ଗ୍ରାମରେ। ବାପା ବିଜୁ କିଷାନଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି। ଖବର ଅନୁଯାୟୀ,...

ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି

ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍‌ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ...

ମୁକ୍ତା ଯୋଜନାରେ ନିର୍ମାଣଧୀନ କାର୍ଯ୍ୟକୁ ବିଧାୟକଙ୍କ ଉପସ୍ଥିତିରେ ଭଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ ଶକ୍ତି ମହିଳା ଏସଏଚଜି ପକ୍ଷରୁ ନିର୍ମାଣଧୀନ ପ୍ରକଳ୍ପବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ଉପସ୍ଥିତିରେ ଭାଜପା ସମର୍ଥକଙ୍କ ଭଙ୍ଗାରୁଜା କରିଥିଲେ ଏହି ଘଟଣାରେ ମଙ୍ଗଳବାର ଜିଲା ବିଜେଡି ପକ୍ଷରୁ ଦୃଢ ନିନ୍ଦା...

ପୌରପରିଷଦ ନିର୍ବାହୀ ଅଧିକାରୀ, କର୍ମଚାରୀଙ୍କୁ ଗିରଫ ଦାବିରେ ବିକ୍ଷୋଭ

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ୨ ତାରିଖ ଦେବଗଡ଼ ପୌରପରିଷଦର ନିର୍ବାହୀ ଅଧିକାରୀ ତପନ ମହାପାତ୍ର ଅଫିସରେ କାର୍ଯ୍ୟ କରୁଥିବା ସମୟରେ ଉପନଗରପାଳ ପ୍ରଜିତ ଭୋଜ ଓ ସ୍ବାଧୀନ କାଉନସିଲର ଧର୍ମେନ୍ଦ୍ର ଦେବତା ତାଙ୍କୁ ମାଡ଼ ମାରିବା ସହିତ ଆକ୍ରମଣ କରିଥିବା ନେଇ ମହାପାତ୍ର...

ଉନ୍ନୟନ କାର୍ଯ୍ୟକୁ ଭାଙ୍ଗିଲେ ବିଧାୟକଙ୍କ ସମର୍ଥକ

ଦେବଗଡ଼, ୧୦।୧(ଡି.ଏନ୍‌.ଏ.): ଦେବଗଡ଼ର ଭାଜପା ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସମର୍ଥକମାନେ ମହିଳା ସଶକ୍ତିକରଣ କାର୍ଯ୍ୟକୁ ବିରୋଧ କରିଛନ୍ତି। ପୌର ପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ ଶକ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା...

ଗୋହିରା ଡ୍ୟାମ୍‌ରେ ଓଲଟିଲା ଡଙ୍ଗା: ମାଛ ବେପାରୀ ନିଖୋଜ

ଦେବଗଡ଼,୯।୧(ଡି.ଏନ୍‌.ଏ.): ଗୋହିରା ଡ୍ୟାମ୍‌ରେ ଏକ ଡଙ୍ଗା ଓଲଟି ଜଣେ ମାଛ ବେପାରୀ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ସେ ହେଲେ ବରଘାଟ ଗ୍ରାମର ନୀଳାମ୍ବର ସିଂ। ମିଳିଥିବା ସୂଚନା ମୁତାବକ, ନୀଳାମ୍ବର ରବିବାର ରାତିରେ ଡଙ୍ଗା ଯୋଗେ ମାଛ ଆଣିବାକୁ ଡ୍ୟାମ୍‌...

ପୌରପରିଷଦ ନିର୍ବାହୀ ଅଧିକାରୀ, କର୍ମଚାରୀଙ୍କୁ ଗିରଫ ଦାବିରେ ଭାଜପାର ବିକ୍ଷୋଭ

ଦେବଗଡ଼,୭।୧(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦର ନିର୍ବାହୀ ଅଧିକାରୀ ତପନ ମହାପାତ୍ର ୨ ତାରିଖରେ ଅଫିସରେ କାର୍ଯ୍ୟ କରୁଥିବା ସମୟରେ ଉପନଗରପାଳ ପ୍ରଜିତ ଭୋଜ ତାଙ୍କୁ ମାଡ଼ ମାରିବା ସହିତ ଆକ୍ରମଣ କରିଥିବା ନେଇ ମହାପାତ୍ର ଦେବଗଡ଼ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ...

ଉପନଗରପାଳ, କାଉନସିଲର ଗିରଫ

ଦେବଗଡ଼,୭ା୧(ଡି.ଏନ.ଏ): ଦେବଗଡ ପୌର ପରିଷଦର ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ରଙ୍କୁ ଆକ୍ରମଣ ଏବଂ ହତ୍ୟା ଧମକ ଅଭିଯୋଗ ଘଟଣାରେ ଶୁକ୍ରବାର ପୌର ପରିଷଦ ଉପାଧ୍ୟକ୍ଷ (ଉପନଗରପାଳ) ପ୍ରଜିତ କୁମାର ଭୋଜ ଓ ୬ ନମ୍ବର ୱାର୍ଡର କାଉନସିଲର ଧର୍ମେନ୍ଦ୍ର...

ହକି ବିଶ୍ୱକପ୍‌କୁ ଭବ୍ୟ ସ୍ବାଗତ: ଶୋଭାଯାତ୍ରାରେ ୨୦୦ ଫୁଟର ଜାତୀୟ ପତାକା

ଦେବଗଡ଼,୫ା୧(ଡି.ଏନ୍‌.ଏ.) ପୁରୁଷ ହକି ବିଶ୍ୱକପ୍‌ ଟ୍ରଫିକୁ ଗୁରୁବାର ସକାଳେ ଦେବଗଡ଼ ଜିଲା ପ୍ରଶାସନ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଏହି ଅବସରରେ ଇନ୍ଧିରା ଗାନ୍ଧୀ ଷ୍ଟାଡିୟମଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ହକି ରନ୍‌ କରାଯାଇଥିଲା। ଏପରିକି ସ୍କୁଲ ଛାତ୍ରୀଛାତ୍ରଙ୍କ...

ହାତୀ ଆକ୍ରମଣରେ ଫରେଷ୍ଟର ଗୁରୁତର

ଦେବଗଡ଼,୫ା୧(ଡି.ଏନ୍‌.ଏ.): ହାତୀ ଆକ୍ରମଣରେ ଫରେଷ୍ଟର ଗୁରୁତର ହୋଇଛନ୍ତି। ଦେବଗଡ଼ ବନାଞ୍ଚଳ ବଞ୍ଜାରୀ ନିକଟ ବରହାମୂଷା ଜଙ୍ଗଲରେ ଏହି ଅଘଟଣ ଘଟିଛି। ଗୁରୁବାର ଟ୍ରାକିଂ ସମୟରେ ଦନ୍ତାହାତୀ ଆକ୍ରମଣ କରିଥିବା ସୂଚନା ମିଳିଛି। କଂସର ଫରେଷ୍ଟର ବାଣେଶ୍ୱର ପରିଡ଼ା ଗୁରୁତର ଗୁରୁତର...

ନୂଆବର୍ଷରେ ଦୁଃଖଦ ଖବର: ଛୁରି ଭୁସି ବାପାଙ୍କ ଜୀବନ ନେଲେ ପୁଅ

ଦେବଗଡ଼,୧ା୧(ଡି.ଏନ୍‌.ଏ.): ନିଶାସକ୍ତ ଅବସ୍ଥାରେ ବାପାକୁ ହତ୍ୟା କରିଛନ୍ତି ଜଣେ ପୁଅ। ଦେବଗଡ଼ ଥାନା ଅନ୍ତର୍ଗତ ବାରକୋଟ ବ୍ଳକ କାଉଁଶିବାହାଳ ଗ୍ରାମରେ ନୂଆବର୍ଷରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଅ ଦୁର୍ଯ୍ୟୋଧନ ପ୍ରଧାନଙ୍କ ଛୁରାମାଡ଼ରେ ବାପା ରତ୍ନାକର ପ୍ରଧାନଙ୍କ ଜୀବନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri