ଦେବଗଡ଼

ଦରମା ନ ଦେଇ ନିର୍ଯାତନା, ବିଷପିଇଲେ ବନ ଜଗୁଆଳି

ରିଆମାଳ,୨୯।୯ (ଡି.ଏନ୍‌.ଏ.): ଦରମା ବଦଳରେ ମିଳିଲା ନିର୍ଯାତନା। ଦରମା ଟଙ୍କା ମାଗିବାରୁ ଗାଳିଗୁଲଜ କରିବା ସହ ଚାକିରିରୁ ବାହାର କରିଦେବାର ଭୟ ଦେଖାଇଲେ ଅଧିକାରୀ। ଫଳରେ ଚାପଗ୍ରସ୍ତ ହୋଇ ଦେବଗଡ଼ ଜିଲା ରିଆମାଳ ଥାନା କଙ୍କରଖୋଳ ଗ୍ରାମର ବନ ଜଗୁଆଳି...

ମାନବିକତା ଦେଖାଇଲେ ଯୁବ ଗୋଷ୍ଠୀ

ଦେବଗଡ଼,୨୪।୯(ଡି.ଏନ୍‌.ଏ.): ଦେବଗଡ଼ ସହରାଞ୍ଚଳରେ ମାନବିକତା ଦେଖାଇଲେ ସ୍ବେଚ୍ଛାସେବୀ ଯୁବ ଗୋଷ୍ଠୀ। ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ଅସହାୟ ବୃଦ୍ଧଙ୍କ ମୃତ୍ୟୁ ପରେ ରୀତିନୀତିରେ ସ୍ମଶାନରେ କଲେ ଶବ ସତ୍କାର। ଖଇ କଉଡ଼ି ଠୁ ଯାବତୀୟ ସରଞ୍ଜାମ ସ୍ବତଃପ୍ରବୃତ ଯୋଗାଇ...

ଦେବଗଡ଼ରେ ମାତିଛନ୍ତି ହନୁମାନ ପଇସା ବେପାରୀ: ଦୁଇ ଦିନରେ ୨ଜଣଙ୍କୁ ବାନ୍ଧିଲାଣି ପୋଲିସ

ଦେବଗଡ଼,୧୫।୯(ଡି.ଏନ୍‌.ଏ.): ଦେବଗଡ଼ ଥାନା ଝାଡ଼େଶ୍ୱର ମନ୍ଦିର ନିକଟରେ ୨ ଲକ୍ଷ ଟଙ୍କାରେ ଗୋଟିଏ ହନୁମାନ ପଇସା ଡିଲ୍‌ ହେଉଥିବା ଖବର ପାଇ ଜିଲା ପୋଲିସର ସ୍ପେଶାଲ ଟିମ୍‌ ଚଢାଉ କରିଥିଲା । ଚଢାଉ ସମୟରେ ଢେଙ୍କାନାଳ ଜିଲା ଭୂବନ ଥାନା...

ହନୁମାନ ପଇସା ଜବତ, ଜଣେ ଗିରଫ

ଦେବଗଡ଼,୧୪ା୯(ଡି.ଏନ୍‌.ଏ.): ରିଆମାଳ ଥାନା କତ୍ରାପାଲି ଛକ ନିକଟରେ ହନୁମାନ ପଇସା ଡିଲ୍‌ ହେଉଥିବା ଖବର ପାଇଥିଲା ପୋଲିସ। ୫ ଲକ୍ଷ ଟଙ୍କାରେ ୨ଟି ହନୁମାନ ପଇସା ବିକ୍ରି ପାଇଁ ଉଦ୍ୟମ ହେଉଥିବା ବେଳେ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ ଗ୍ରାହକ...

ଲକ୍ଷାଧିକ ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ: ବ୍ୟବସାୟିକ ପ୍ରତିଷ୍ଠାନରେ ଚଢ଼ାଉ

ଦେବଗଡ଼, ୯।୯(ଡି.ଏନ୍‌.ଏ.): ଦେବଗଡ ଜିଲା ତିଲେଇବଣି ବ୍ଲକ ସୁଗୁଡା ସ୍ଥିତ ସଚିନ ଟ୍ରେଡର୍ସରେ ଜିଏସ୍‌ଟି ବିଭାଗ ପକ୍ଷରୁ ଶୁକ୍ରବାର ଚଢାଉ କରାଯାଇଛି। ଟ୍ରେଡର୍ସ ମାଲିକଙ୍କ ବ୍ୟବସାୟିକ ଅନୁଷ୍ଠାନ ଏବଂ ବାସଭବନରେ ସକାଳ ୧୦ଟାରୁ ଚଢାଉ ଜାରି ରହିଛି। ସୂଚନାନୁଯାୟୀ, ସଚିନ...

ପ୍ରେମିକଙ୍କ ଘର ଆଗରେ ଧାରଣା

ଦେବଗଡ଼,୭।୯(ଡି.ଏନ.ଏ): ବୋହୂର ମାନ୍ୟତା ଦାବିରେ ଜଣେ ଯୁବତୀ ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ବାବରାକୋଟ ଗ୍ରାମ ସ୍ଥିତ ପ୍ରେମିକଙ୍କ ଘର ଆଗରେ ଧାରଣାରେ ବସିଛନ୍ତି। ଯୁବତୀ ଜଣକ ସୋମବାରଠାରୁ ସେଠାରେ ଧାରଣା ଦେଇଥିଲେ ମଧ୍ୟ ତାଙ୍କୁ ବୋହୂ ମାନ୍ୟତା...

ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ଦେବଗଡ଼,୫ା୯(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ପଞ୍ଚାୟତ କାଲକାଠ ନିକଟ ଫଟାଟାଙ୍ଗର ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ଯଶପିନ କୁଜୁର (୬୨)ଙ୍କ ମୃତ୍ୟୁ ଘଟିଛି। ସେ ଉକ୍ତ ଗ୍ରାମର ସ୍ବର୍ଗତ ରାଜୁ କୁଜୁରଙ୍କ ସ୍ତ୍ରୀ। ଯଶପିନ ନିଜ ଚାଷଜମିରୁ ଏକ...

କାଦୁଅ ରାସ୍ତାରେ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଲୋଇସିଂହା,୨୩।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ପଞ୍ଚାୟତ ଅନ୍ତର୍ଗତ ବଡଖଲିଆପଲି ଗାଁର ପିଲାମାନେ କାଦୁଅ ରାସ୍ତାରେ ସ୍କୁଲକୁ ଯାଉଛନ୍ତି। ସ୍କୁଲ ରାସ୍ତାର ଉନ୍ନତୀକରଣ ପାଇଁ ଗ୍ରାମବାସୀ ସ୍ଥାନୀୟ ପଞ୍ଚାୟତର ସରପଞ୍ଚଙ୍କଠାରୁ ବ୍ଲକ ପ୍ରଶାସନ ଯାଏ ଜଣାଇଥିଲେ ବି ନିରାଶ...

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୭ ଗୁରୁତର

ଦେବଗଡ଼, ୨୨।୮(ଡି.ଏନ୍‌.ଏ.): ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୭ ଜଣ ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲା ତିଳେଇବଣି ବ୍ଲକ ଛେପିଲିପାଲି ଗ୍ରାମରେ । ଗ୍ରାମର ରମେଶ ମହାନନ୍ଦଙ୍କ ପରିବାରର ୭ ଜଣ...

ଆଜି ଦେବଗଡ଼ ବନ୍ଦ

ଦେବଗଡ଼,୨୨ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ଦେବଗଡ଼ ଜିଲା କୃଷକ ସଙ୍ଘର୍ଷ ସଂଘ ପକ୍ଷରୁ ସକାଳ...

୧୭ ପିଲା, ଶିକ୍ଷକ ଗୁରୁତର

ଦେବଗଡ଼, ୨୦ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପସି ପ୍ରାଥମିକ ବିଦ୍ୟାଳୟ ଉପରେ ବଜ୍ରପାତ ହେବାରୁ ୧୭ ଛାତ୍ରୀଛାତ୍ରଙ୍କ ସମେତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ଅପରାହ୍ନ ପ୍ରାୟ ଗୋଟାଏ ସମୟରେ ଶ୍ରେଣୀ କୋଠରୀରେ ପାଠପଢ଼ା ଚାଲିଥିବାବେଳେ ଏହି...

ପାଠପଢ଼ା ବେଳେ ବିଦ୍ୟାଳୟରେ ବଜ୍ରପାତ: ୧୦ ଛାତ୍ରୀଛାତ୍ର ଗୁରୁତର

ଦେବଗଡ଼,୧୯।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପଶି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ୧୦ଜଣ ଛାତ୍ରୀଛାତ୍ର ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ଦେବଗଡ଼...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image