ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ ଦେବଗଡ଼,୧୯ା୮(ଡି.ଏନ୍.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଆଉଁଳି ଗ୍ରାମରୁ ଶୁକ୍ରବାର ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରାଯାଇଛି। ଏକ ମହୁଲ ଗଛରେ ରଶି ଲଗାଇ ଏହି ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ବେଳେ ଶୁକ୍ରବାର ସକାଳୁ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ମୃତ ଯୁବକ...
ଭିଜିଲାନ୍ସ ଜାଲରେ ବାରକୋଟ ତହସିଲର ମୁଖ୍ୟ କିରାଣୀ ଦେବଗଡ଼, ୧୬।୮(ଡି.ଏନ୍.ଏ.): ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗିରଫ ହେଲେ ତହସିଲ ଅଫିସର ମୁଖ୍ୟ କିରାଣୀ। ଦେବଗଡ଼ ଜିଲା ବାରକୋଟ ତହସିଲର ମୁଖ୍ୟ କିରାଣୀ ରାଜ କିଶୋର କାଲୋ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ...
ଜାତୀୟ ରାଜପଥ ଶୋଚନୀୟ: ଗାଡ଼ି ଚଳାଚଳ ବନ୍ଦ ଦେବଗଡ଼,୧୫।୮(ଡି.ଏନ.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ କାଦୋପଡା ଗ୍ରାମ ଦେଇ ଯାଇଥିବା ରାଞ୍ଚି -ବିଜୟୱାଡା ୨୩ ନମ୍ବର ଜାତୀୟ ରାଜପଥ ଦୀର୍ଘ ଦିନ ଧରି ମରାମତି ଅଭାବରୁ ବ୍ୟବହାର ଉପଯୋଗୀ ହୋଇପାରୁ ନ ଥିବାବେଳେ ଗତ ଏକ ସପ୍ତାହ...
ଜାତୀୟ ରାଜପଥ ଅବରୋଧ କଲା ଭାଜପା ଦେବଗଡ଼,୩ା୮(ଡି.ଏନ୍.ଏ.): ଦେବଗଡ଼ ନୀଳବର୍ନି ସାହି ବାଇପାସ ଛକ ଠାରେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛି ଭାଜପା। ଦେବଗଡ଼ ପୌରପରିଷଦରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ଅବରୋଧ କରାଯାଇଛି। ଅପରାହ୍ନ ୨ଟାରୁ ୪ଟା...
୯ମ ଦିନରେ ଆମରଣ ଅନଶନ: ଅସୁସ୍ଥ ହୋଇପଡ଼ିବା ଯୋଗୁ ୨ କାଉନସିଲର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ଦେବଗଡ଼,୨।୮(ଡି.ଏନ୍.ଏ.) : ଦେବଗଡ଼ ପୌର ପରିଷଦ ମହାଦୁର୍ନୀତିର ତଦନ୍ତ ସହ ୧୫ ଦଫା ଦାବି ନେଇ ପୌର ପରିଷଦର ୭ କାଉନସିଲରଙ୍କ ଆମରଣ ଅନଶନ ମଙ୍ଗଳବାର ୯ମ ଦିନରେ ପହଞ୍ଚିଛି। ହେଲେ ଏଯାବତ ଏହାର କୌଣସି ସମାଧାନ ହୋଇ ପାରିନାହିଁ।...
ଅବୈଧ ପ୍ରେମ ସମ୍ପର୍କକୁ ନେଇ ସଂକୀର୍ତ୍ତନ ଗୁରୁଙ୍କୁ ହତ୍ୟା, ବାପ ପୁଅ ସମେତ ୩ ଅଟକ ଦେବଗଡ଼,୨।୮(ଡି.ଏନ୍.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ବୁଢାପାଳ ଫାଣ୍ଡି ଅନ୍ତର୍ଗତ ଠିଆନାଳ ଗ୍ରାମରେ ଏକ ଅବୈଧ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଛି। ସୋମବାର ରାତିରେ ଠିଆନାଳ କେନ୍ଦୁପତ୍ର ଫଡ଼ି ଘର ନିକଟରେ ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ପୋଲିସ...
ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଆତଙ୍କିତ ରିଆମାଳ,୩୧ା୭(ଡି.ଏନ୍.ଏ.): ଦେବଗଡ଼ ଜିଲା ରିଆମାଳରେ ବାଘ ଆତଙ୍କ। ଏକ କଲରାପତରିଆ ବାଘ ରିଆମାଳ-ରାମପାଲି ରାସ୍ତା କ୍ରସର ଆଗରେ ଶନିବାର ସନ୍ଧ୍ୟାରେ ଦେଖାଯାଇଥିଲା। କାରରେ ଯାଉଥିବା କିଛି ଲୋକ ଫଟୋ ଉଠାଇ ପୋଲିସକୁ ଦେଇଥିଲେ। ରିଆମାଳ ଥାନାଧିକାରୀ ଲଳିତା ପ୍ରଧାନ ଏ...
ଚିନି ଭାବି ୟୁରିଆ ଖାଇ ୪ଗୁରୁତର ଦେବଗଡ଼,୨୩ା୭(ଡି.ଏନ୍.ଏ): ଚିନି ଭାବି ୟୁରିଆ ସାର ଖାଇଦେବାରୁ ୩ ଶିଶୁ ଓ ଜଣେ ବୃଦ୍ଧା ଗୁରୁତର ଅସୁସ୍ଥ ହୋଇଛନ୍ତି। ଶୁକ୍ରବାର ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡା ଗ୍ରାମରେ। ଗୁରୁତର ୪ଜଣ ଦେବଗଡ଼ ଜିଲା...
ଚିନି ଭାବି ଖାଇଦେଲେ ୟୁରିଆ ସାର: ଆଈଙ୍କ ସହ ୩ ନାତିନାତୁଣୀ ଗୁରୁତର ଦେବଗଡ଼,୨୨ା୭(ଡି.ଏନ୍.ଏ.): ଚିନି ଭାବି ୟୁରିଆ ସାର ଖାଇଦେବାରୁ ଜଣେ ବୃଦ୍ଧାଙ୍କ ସହ ୩ ଶିଶୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ବମ୍ପରଡା ଗ୍ରାମରେ। ସୂଚନା ଅନୁଯାୟୀ,...
ବିଦ୍ୟୁତ୍ତାର ସଂସ୍ପର୍ଶରେ ଆସିଲେ ୨ ଭାଇ, ଜଣେ ମୃତ ଦେବଗଡ଼,୩୦।୬ (ଡି.ଏନ୍.ଏ): ବିଦ୍ୟୁତ୍ତାର ସଂସ୍ପର୍ଶରେ ଆସି ଜଣେ ଶିଶୁର ମୃତ୍ୟୁ ଘଟିଛି। ଏଭଳି ଏକ ଦୁର୍ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଚନ୍ଦନଖୁଂଟି ଗ୍ରାମରେ। ମୃତକ ଜଣଙ୍କ ହେଲେ ସାଇ ନାୟକ(୫)। ସେହିପରି ଅନ୍ୟ ଜଣେ ଶିଶୁ...
କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ରାଜନୀତିର ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ ଦେବଗଡ଼,୧୭ା୬(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ରାଜନୀତି ଓ କେନ୍ଦ୍ରୀୟ ପୋଲିସର ବର୍ବରତା ପ୍ରତିବାଦରେ ଶୁକ୍ରବାର ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ ମୁଖ୍ୟ ଡାକଘର ସମ୍ମୁଖରେ ବିଶାଳ ଗଣ ବିକ୍ଷୋଭ କରାଯାଇଛି। ଆଜି ପୂର୍ବାହ୍ନରେ ଜିଲା କଂଗ୍ରେସ ସଭାପତି ଉମାଶଙ୍କର...
ଗଛମୂଳେ ଖେଳୁଥିବାବେଳେ ବଜ୍ରପାତରେ ଛାତ୍ରଙ୍କ ଜୀବନ ଗଲା ଦେବଗଡ଼,୧ା୬(ଡି.ଏନ୍.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ବିଛଣାପୁର ଗ୍ରାମରେ ବଜ୍ରପାତରେ ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବୁଧବାର ଅପରାହ୍ନରେ ହଠାତ ଝଡ଼ ପବନ ସହ ବର୍ଷା ଓ ଘଡ଼ଘଡ଼ି ହେବାରୁ ବିଛଣାପୁର ଗ୍ରାମରେ ମାମୁଘରେ ରହି ପାଠପଢ଼ୁଥିବା ବାରକୋଟ...