ବାଘଛାଲ ବିକ୍ରି ପାଇଁ ଡିଲ୍ବେଳେ ଧରିଲା ବନବିଭାଗ
ଦେବଗଡ଼,୧୧ା୧୧(ଡି.ଏନ୍.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ଫରେଷ୍ଟ ରେଞ୍ଜ ପଳସମା ସେକ୍ସନ ବ୍ରାହ୍ମଣୀପାଲି ଗାଁ ନିକଟରେ ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ଧରିଛି ବନବିଭାଗ। ଘଟଣାସ୍ଥଳରୁ କୁଣ୍ଢେଇଗୋଳା ଥାନା କୁସକଲିଆ ଗାଁର ୫୫ ବର୍ଷୀୟ ପ୍ରହଲ୍ଲାଦ ପରିଡ଼ାଙ୍କୁ...