ଦେବଗଡରେ ପ୍ରଥମ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ଗାଁ ସିଲ୍
ଦେବଗଡ,୨୯ା୪(ଡି.ଏନ.ଏ): ଦେବଗଡ ଜିଲା ତିଲେଇବଣି ବ୍ଲକ ବଲଣ୍ଡା ପଞ୍ଚାୟତ ଅଧୀନ ବାସୁଦେବପୁର(କରଡାଖମଣ)ଗ୍ରାମର ଜଣେ ୩୪ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ଜଣା ପଡିବା ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବାସୁଦେବପୁର ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ପ୍ରବେଶ ପଥକୁ ସିଲ୍...